• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

cloudy
ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ଯାଜପୁର। ଦିନ ୧୧...

suicide
ଦୁଇ ଛୁଆଙ୍କୁ ବିଷ ପିଆଇ ନିଜେ ପିଇ ଦେଲେ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଗୋଡଗୁଡ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଛୁଆଙ୍କୁ ବିଷ ପିଆଇ ଜଣେ ମହିଳା ନିଜେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଦୁଇ ଛୁଆଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ମୃତ ମହିଳାଙ୍କ ନାଁ ସୀତା। ଗତକାଲି ରାତିରେ...

beggar
ଭିକାରିଙ୍କ ପାଇଁ ହେବ ରୋଜଗାର ବ୍ୟବସ୍ଥା

ଲକ୍ଷ୍ନୌ: ଖୁବ୍‌ ଶୀଘ୍ର ଲକ୍ଷ୍ନୌ ସହର ଭିକାରି ମୁକ୍ତ ହେବାକୁ ଯାଉଛି। କାରଣ ଲକ୍ଷ୍ନୌ ମ୍ୟୁନିସିପାଲ କର୍ପୋରେସନ୍‌ ଏବେ ସୁସ୍ଥ ଭିକାରି ମାନଙ୍କ ରୋଜଗାର ବାବଦରେ ଚିନ୍ତା କରିବା ଆରମ୍ଭ କରିଛି। ଶାରୀରିକ ଭାବେ ସୁସ୍ଥ ଭିକାରି ଯଦି କାମ କରିବାକୁ ରାଜି ନ ହୁଅନ୍ତି ତେବେ ସେମାନଙ୍କ ବିରୋଧରେ...

rain
ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଧୀରେ ଧୀରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ...

Puri-Jagannath
ଶ୍ରୀଜିଉଙ୍କୁ ଲାଗି ହେଲା ଦଶମୂଳ ମୋଦକ

ପୁରୀ(ମଧୁସୂଦନ ମିଶ୍ର): ଆଜି ଅନବସର ଦ୍ୱାଦଶୀ ତିଥି। ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉଙ୍କୁ ଗତକାଲି ବିଳମ୍ବିତ ରାତିରେ ଦଶମୂଳ ମୋଦକ ଲାଗି ହୋଇଛି। ଆଜି ଦ୍ୱାଦଶୀରେ ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବ। ଦେବସ୍ନାନ ପୂର୍ଣ୍ଣମୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଶ୍ରୀଜିଉ ଅସୁସ୍ଥ...

khurda
ଖୋର୍ଦ୍ଧାରେ ଏନ୍‌କାଉଣ୍ଟର: ଜଣେ ଗିରଫ, ଖସି ପଳାଇଲେ ୩ ଦୁର୍ବୃତ୍ତ

ଖୋର୍ଦ୍ଧା: ଖଣି ଓ ଡ୍ରଗ୍‌ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ଅଧିକାରୀଙ୍କ ଗୁଳି ବିନିମୟ।ଗତକାଲି ଖୋର୍ଦ୍ଧା ଏଲ୍ଆଇସି ପଡ଼ିଆ ନିକଟରେ ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ ଏହି ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣେ ଦୁର୍ବୃତ୍ତ ଗିରଫ ହୋଇଥିବା ବେଳେ ଘଟଣାସ୍ଥଳରୁ ୩ରୁ ୪ ଜଣ ଖସି...

bishnu sethi
ବିଜେପି ବିଧାୟକ ଦଳ ଉପନେତା ହେଲେ ବିଷ୍ଣୁ ସେଠୀ

ଭୁବନେଶ୍ୱର: ବିଜେପି ବିଧାୟକ ଦଳର ଉପନେତା ଓ ମୁଖ୍ୟ ସଚେତକ ଘୋଷଣା କରାଯାଇଛି।  ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ଦଳର ଉପନେତା ଦାୟିତ୍ୱ ଦିଆଯାଇଛି। କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟ ସଚେତକ ଦାୟିତ୍ୱ ମଳିଛି। ଏଥର ବିଧାନସଭାକୁ ବିଜେପିର ୨୩ ଜଣ ସଦସ୍ୟ ନିର୍ବାଚିତ...

mines
‘ଜୁଲାଇ ସୁଦ୍ଧା ୫ ରୁ ୧୦ଟି ଖଣି ନିଲାମ ହେବ’

ଭୁବନେଶ୍ୱର: ଜୁଲାଇ ମାସ ସୁଦ୍ଧା ୫ ରୁ୧୦ଟି ଖଣି ନିଲାମ ହେବ ବୋଲି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୂଚନା ଦେଇଛନ୍ତି। ୨୦୨୦ ସୁଦ୍ଧା ୨୪ଟି ଖଣି ବନ୍ଦ ହେବାର ଅଛି ବୋଲି ମଧ୍ୟ ସେ କହିଛନ୍ତି। ଏବେ ୩୬ଟି ଖଣି ନିଲାମ ପାଇଁ ପ୍ରସ୍ତୁତ ହୋଇ ରହିଛି। ସେଥିମଧ୍ୟରୁ ଜୁଲାଇ...

jaga kalia
ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ଜଗା-କାଳିଆ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ଜଗା-କାଳିଆ। ଦୁଇ ଶିଶୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ସମ୍ପୂର୍ଣ୍ଣ ଭଲ ଅଛି। ସେମାନେ  ଖୁବଶୀଘ୍ର ସେମାନେ ଓଡ଼ିଶା ଫେରିବେ ବୋଲି ଜାତୀୟ ସ୍ୱାସ୍ଥ୍ୟ ମିଶନର ପରିଚାଳନା ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ କହିଛନ୍ତି। ଦିଲ୍ଲୀ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଏନେଇ ସେ...

crackers
ବାଣ ବିସ୍ଫୋରଣରେ ଭାଇଭଉଣୀ ଗୁରୁତର

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍‌ ଅନ୍ତର୍ଗତ ରାଉତମୁଣ୍ଡା ଗାଁରେ ବାଣ ବିସ୍ଫୋରଣରେ ଭାଇଭଉଣୀ ଗୁରୁତର ଆହତ ହୋଇଛନ୍ତି। ଆହତ ଦ୍ୱୟ ହେଲେ ମୁନିରାମ ଛତ୍ରିଆଙ୍କ ଝିଅ କବିତା (୫) ଓ ପୁଅ ଗଣେଶ (୩)। ଉଭୟଙ୍କୁ ତୁରେଇକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ବଲାଙ୍ଗିରକୁ ସ୍ଥାନାନ୍ତର...

train enginee
ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଗଡ଼ିଲା ଟ୍ରେନ୍ ଇଞ୍ଜିନ୍

କେନ୍ଦ୍ରାପଡ଼ା: ଖୁବ୍ ଶୀଘ୍ର ବହୁ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍ ଚାଲିବା ନେଇ ଆଶା ଉଜ୍ଜ୍ୱଳ ହୋଇଛି। ଆଜି ଯାଜପୁରର ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଏକ ଟ୍ରେନ୍‌ ଇଞ୍ଜିନ୍ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଏହି ଇଞ୍ଜିନ୍‌ ଗଡ଼ିଥିବା ଜଣାପଡ଼ିଛି। ସକାଳ ୯ଟାରେ ହରିଦାସପୁର ଷ୍ଟେସନରୁ ଏକ ରେଳ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।