• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rain
କାଲିଠୁ ପ୍ରବଳ ବର୍ଷା ସମ୍ଭାବନା; ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଧୀରେ ଧୀରେ ଏହା ଅବପାତର ରୂପନେଇ ପଶ୍ଚିମ ଦିଗ ଆଡ଼କୁ ଗତି କରିବ। ସେହିପରି ବାୟୁମଣ୍ଡଳର ଉପରି ଭାଗରେ ମଧ୍ୟ ଏକ ମନ୍‌ସୁନ୍ ଟ୍ରପ୍‌ ଲାଇନ୍ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି।...

ambulance
ଆସିବ ନୂଆ ମୋଟରଯାନ ଆଇନ: ଆମ୍ବୁଲାନ୍ସକୁ ରାସ୍ତାରେ ଅଟକାଇଲେ ୧୦ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ: ନୂଆ ମୋଟର ଯାନ ଆଇନକୁ କ୍ୟାବିନେଟ୍‌ର ଅନୁମୋଦନ ମିଳିଛି। କଡ଼ା ନିୟମ ଥିବା ଏହି ବିଧେୟକ ସଂସଦରେ ଆଗତ ହୋଇଛି। ସଂସଦରେ ଗୃହୀତ ହେବାପରେ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ପଠାଯିବ। ରାଷ୍ଟ୍ରପତି ଗୃହୀତ କଲା ପରେ ଆଇନରେ ପରିଣତ ହେବ। ଏହି ନୂତନ ଆଇନରେ କଡ଼ା ଦଣ୍ଡବିଧାନ ବ୍ୟବସ୍ଥା...

representational image
ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ପରେ ସ୍ୱାମୀ ଓ ୨ ପିଲାଙ୍କୁ ନିସ୍ତୁକ ପିଟିଲେ ଦୁର୍ବୃତ୍ତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଏକ ଅମାନୁଷିକ କାଣ୍ଡ ଘଟିଛି। ଘର ଭିତରେ ପଶି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ମହିଳା ଜଣକ ଘରେ ଶୋଇଥିବା ବେଳେ ୩ଜଣ ଯୁବକ ଆସି ପ୍ରଥମେ ଘରର କବାଟ...

ambulance accident
ରୋଗୀଙ୍କୁ ନେଇ ଯାଉଥିବା ବେଳେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେଲା ଆମ୍ବୁଲାନ୍ସ

ସମ୍ବଲପୁର: ସମ୍ବଲପୁର ହାତୀବାରୀ ଛକ ନିକଟରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬ଜଣ ଆହତ ହୋଇଛନ୍ତି। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଗତକାଲି ରେଢାଖୋଲରୁ ରୋଗୀଙ୍କୁ ନେଇ ସମ୍ବଲପୁର ଆସୁଥିବାବେଳେ ହାତୀବାରୀ ଛକ ନିକଟରେ ଆମ୍ବୁଲାନ୍ସ ଏକ...

shami
ଟିକ୍‌ଟକ୍‌ରେ ଅଧିକାଂଶ ଝିଅଙ୍କୁ ଫଲୋ କରୁଥିବାରୁ ଶାମିଙ୍କୁ ନିର୍ଲଜ-ଲଫଙ୍ଗା କହିଲେ ପତ୍ନୀ ହସୀନ୍‌

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ନାମରେ ପୁଣିଥରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ପତ୍ନୀ ହସୀନ୍‌ ଜାହାନ। ସେ ଶାମିଙ୍କୁ ନିର୍ଲଜ ଏବଂ ଲଫଙ୍ଗା କହିବାକୁ ମଧ୍ୟ ପଛାଇ ନାହାନ୍ତି। ଗୋଟିଏ ଝିଅର ବାପା ହେଲା ପରେ ମଧ୍ୟ ଶାମି ଝିଅଙ୍କ ପଛରେ ମାତିବା ଛାଡ଼ିନାହାନ୍ତି...

wall collapse
ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଲା କାନ୍ଥ; ୧୭ ମୃତ

ପୁଣେ: ମହାରାଷ୍ଟ୍ର ପୁଣେର କୋଣ୍ଡଓ୍ୱାରେ କାନ୍ଥ ଭୁଶୁଡ଼ି ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇନ୍ତି। ମୃତକଙ୍କ ମଧ୍ୟରେ ୧୧ ଜଣ ପୁରୁଷ, ୨ ଜଣ ମହିଳା ଓ ୪ ଜଣ ଶିଶୁ ଅଛନ୍ତି। ମୃତାହତମାନେ ବିହାର ଓ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ଓ...

puri
ଅଣସର ଘରେ ମହାପ୍ରଭୁଙ୍କ ଚାଲିଛି ଗୁପ୍ତସେବା

ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତସେବା ଚାଲିଛି। ଅନବସର ପଞ୍ଚମୀରେ ଫୁଲରୀ ତେଲ ଲାଗି ହୋଇଥିଲା। ଏହାପରେ ଷଷ୍ଠୀରୁ ନବମୀ ପର୍ଯ୍ୟନ୍ତ ଓଷୁଅ ଲେପନ ପରେ ମହାପ୍ରଭୁ ସାମାନ୍ୟ ସୁସ୍ଥ ହୋଇଛନ୍ତି। ମହାପ୍ରଭୁଙ୍କ ଜ୍ୱର ଭଲ ନ ହେବାରୁ ଗଜପତିଙ୍କ ନିର୍ଦ୍ଦେଶ ମୁତାବକ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ...

budget
ରାଜ୍ୟ ସରକାରଙ୍କ ବଜେଟ୍‌କୁ ନେଇ ଭିନ୍ନ ମତ

ଭୁବନେଶ୍ୱର: ବିଧାନସଭାରେ ଗତକାଲି ୨୦୧୯-୨୦ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଆଗତ ହୋଇଥିଲା।  ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟ୍ ଉପସ୍ଥାପନ କରିଥିଲେ। ବଜେଟ୍‌ରେ ମୋଟ ୧ ଲକ୍ଷ ୩୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ବଜେଟ୍‌କୁ ନେଇ ଭିନ୍ନ ମତ ପ୍ରକାଶ ପାଇଛି। ଚଳିତ ବଜେଟ୍‌ରେ ବିଶେଷ କିଛି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।