• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

vigilance raid
ଭିଜିଲାନ୍ସ ଜାଲରେ ପୌରପାଳିକା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ

ଫୁଲବାଣୀ: ଫୁଲବାଣୀ ପୌରପାଳିକାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଧାମୋହନ ବେହେରାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ଫୁଲବାଣୀ ଓ ବ୍ରହ୍ମପୁରର ଭିଜିଲାନ୍ସ ଟିମ୍‌ ମିଳିତ ଭାବରେ ୫ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ରାଧାମୋହନଙ୍କ ସରକାରୀ ବାସଭବନ...

asi
ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ପୁଲିସ୍‌ ବାବୁ

ଅନୁଗୁଳ: ଲାଞ୍ଚ ନେବା ବେଳେ ଅନୁଗୁଳ ଜିଲ୍ଲା ଟାପଢ଼ୋଲ ଫାଣ୍ଡି ଏଏସ୍‌ଆଇ ଗଜେନ୍ଦ୍ର ବେହେରା ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ, କନ୍ତପଡ଼ା ଗାଁର ଜଗନ୍ନାଥ ବେହେରା ଓ ତାଙ୍କ ପୁଅଙ୍କ ନାମରେ ଏକ ମାଡ଼ପିଟ୍‌ ମାମଲା ରହିଥିଲା। ଏହାର ରଫାଦଫା କରିବା ସହ ମାମଲାରୁ ଜଗନ୍ନାଥଙ୍କ ପୁଅଙ୍କ...

tiktok
ମାଲକାନଗିରି ପରେ କଟକ ଏସ୍‌ସିବିରେ ଟିକ୍‌ଟକ୍ ମସ୍ତି

କଟକ: ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ ଏବେ କଟକ ବଡ଼ ମେଡିକାଲ୍‌ରେ ମହିଳା କର୍ମଚାରୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ହୋଇଛି। ହସ୍ପିଟାଲ୍ ଭିତରେ ଓଡ଼ିଆ, ହିନ୍ଦୀ ଗୀତରେ କର୍ମଚାରୀ ଠୁମ୍‌କା ଲଗାଉଥିବା ଭିଡିଓରେ ଦେଖିବାକୁ ମିଳିଛି। ରୋଗୀଙ୍କ ଉପସ୍ଥିତିରେ ବି ଭିଡିଓ ଶୁଟିଂ ହୋଇଛି। କେତେବେଳେ ରୋଗୀଙ୍କ...

assembly
ବିଧାନସଭାରେ ମନ୍ତ୍ରୀ ମାନିଲେ- ପୁରୀକୁ ବିଦ୍ୟୁତ୍‌ ପୁନଃ ସଂଯୋଗ କାର୍ଯ୍ୟ ସରିନି

ଭୁବନେଶ୍ୱର: ବାତ୍ୟା ‘ଫୋନି’ ପ୍ରଭାବିତ ଅଞ୍ଚଳରେ ବିଜୁଳି ଯନ୍ତ୍ରଣା ନେଇ ଆଜି ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିଛନ୍ତି। ପ୍ରଶ୍ନକାଳରେ ପ୍ରଥମେ ଏହି ପ୍ରସଙ୍ଗକୁ ଗୃହରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଉଠାଇଥିଲେ। ପରେ ଶାସକ ଦଳ ବିଧାୟକ ପ୍ରଦୀପ ମହାରଥୀ ଏହା...

pipili
ରଥଯାତ୍ରା, ବାହୁଡ଼ା, ସୁନାବେଶ ଦିନ ଟୋଲ୍ ଗେଟ୍ ଫି’ ଛାଡ଼

ପୁରୀ: ପୁରୀରେ ରଥଯାତ୍ରା ସୁରୁଖୁରୁରେ ସମ୍ପାଦନା ପାଇଁ ଆଜି ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ, ପୁଲିସ୍‌ ମହାନିର୍ଦ୍ଦେଶକ ପ୍ରମୁଖ...

Economic-growth
ବଢ଼ିଛି ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ହାର

ଭୁବନେଶ୍ୱର: ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ହାର ବୃଦ୍ଧି ପାଇଛି। ୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୮.୪ ପ୍ରତିଶତ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବା ପୂର୍ବରୁ ଆଜି ପ୍ରକାଶ ପାଇଥିବା ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏହା ଦର୍ଶାଯାଇଛି। ଗତ...

pm modi
ରାଜ୍ୟସଭାରେ ବହୁମତ ପାଇବାକୁ ଆଞ୍ଚଳିକ ଦଳ ଉପରେ ବିଜେପିର ନଜର

ନୂଆଦିଲ୍ଲୀ: ରାଜ୍ୟସଭାରେ ବିଲ୍ ପାସ୍ କରିବା ପାଇଁ ଆଞ୍ଚଳିକ ଦଳ ଉପରେ ବିଜେପିର ନଜର। ଏବେ ବିଜେପି ପାଖରେ ମୋଟ ୭୫ ଜଣ ରାଜ୍ୟସଭା ସାଂସଦ ରହିଛନ୍ତି। ଏନ୍‌ଡିଏ ସହଯୋଗୀଙ୍କୁ ମିଶାଇଲେ ଏହି ସଂଖ୍ୟା ୧୧୦ ହେବ। ଗୃହରେ ବିଲ୍ ପାସ୍‌ କରାଇବା ପାଇଁ ମ୍ୟାଜିକ ନମ୍ୱର ହେଉଛି ୧୧୯। ଅର୍ଥାତ୍...

online registration
ରାଜ୍ୟରେ ମେଡିକାଲ୍‌ ପାଠ୍ୟକ୍ରମ ଲାଗି ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ଶେଷ; ଜୁଲାଇ ୧ ରେ ବାହାରିବ ମେରିଟ୍ ତାଲିକା

ଭୁବନେଶ୍ୱର: ଚଳିତ ବର୍ଷ ମେଡିକାଲ୍‌ ପାଠ୍ୟକ୍ରମ ଲାଗି ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ମୋଟ୍ ୭ଟି ମେଡିକାଲ୍ କଲେଜର ୧୨୫୦ଟି ସିଟ୍‌ ଓ ଦୁଇଟି ବିଡିଏସ୍ କଲେଜ୍‌ର ୧୫୦ ସିଟ୍ ଲାଗି ଚଳିତ ବର୍ଷ ନାମଲେଖା ହେବ। ଚଳିତ ବର୍ଷ ଏମ୍‌ବିବିଏସ୍‌ରେ ୨୫୦ ସିଟ୍ ବଢ଼ିଛି। ଆର୍ଥିକ...

pm modi
ଜି-୨୦ ଶିଖର ସମ୍ମିଳନୀରେ ମୋଦି-ଟ୍ରମ୍ପ ଆଲୋଚନା

ନୂଆଦିଲ୍ଲୀ:  ଜାପାନର ଓସାକାରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ  ‌ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶଂସା କରିଛନ୍ତି। ଟ୍ରମ୍ପ କହିଛନ୍ତି,“ ମୋଦି ମୋର ଭଲ ବନ୍ଧୁ। ଆଗରୁ କେବେ  ଦୁଇ ଦେଶ ମଧ୍ୟରେ  ସଂପର୍କ ଏତେ ନି‍ବିଡ଼ ନ ଥିଲା। ଏବେ ଆମ ସଂପର୍କରେ ବହୁ...

rain
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢ଼ିବ ବର୍ଷାର ପରିମାଣ, ୩୦ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ ଅସହ୍ୟ ଗରମ ପରେ ପୁଣି ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ବାୟୁମଣ୍ଡଳର ଉପରି ଭାଗରେ ଏକ ମନ୍‌ସୁନ୍ ଟ୍ରପ୍‌ ଲାଇନ୍ ସକ୍ରିୟ ରହିଛି।  ଏହାର...

bus accident
ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ବସ୍‌

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ‘ଦିଲ୍‌ଖୁସ୍’ ନାମକ ଯାତ୍ରୀବାହୀ ବସ୍‌ଟି ଝାରସୁଗୁଡ଼ାରୁ...

cloudy
ଦୁର୍ବଳ ମୌସୁମୀ ଯୋଗୁ ପ୍ରଭାବିତ ହୋଇପାରେ ଦେଶର ଅର୍ଥବ୍ୟବସ୍ଥା

ନୂଆଦିଲ୍ଲୀ: ଜୁନ ୮ରେ  ମୌସୁମୀ କେରଳ ଛୁଇଁଥିଲେ ମଧ୍ୟ ହେଲେ ସାରା ଦେଶରେ ପୂର୍ବାନୁମାନ ଅନୁଯାୟୀ ବର୍ଷା ହୋଇନାହିଁ। ଯଦି ଆହୁରି ଦୁଇ ତିନି ସପ୍ତାହ ଏଭଳି ବର୍ଷାଶୂନ୍ୟ ସ୍ଥିତି ଲାଗି ରହେ, ତା’ହେଲେ ଦେଶର ଅର୍ଥନୀତି ପ୍ରଭାବିତ ହୋଇପାରେ ବୋଲି ଅର୍ଥନୀତିଜ୍ଞ ଆକଳନ କରିଛନ୍ତି। ଗତ ଚାରି...

budget
ଆଜି ବିଧାନସଭାରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପନ  ହେବ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିବେ।  କ’ଣ ହେବ ପୂର୍ଣ୍ଣାଙ୍ଗ ବଜେଟ୍‌ର ରୂପରେଖ,କେଉଁ କ୍ଷେତ୍ର ଉପରେ ରହିବ ଫୋକସ୍‌, କାହାକୁ ପ୍ରାଥମିକତା ଦେବେ ଅର୍ଥମନ୍ତ୍ରୀ ତା’ ଉପରେ ସମସ୍ତଙ୍କ ନଜର। ବାତ୍ୟା ‘ଫୋନି’...

accident
ବସ୍‌-ଟ୍ରେଲର ମୁହାଁମୁହିଁ ଧକ୍କା: ୪ ମୃତ, ୧୦ ଗୁରୁତର

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ନମ୍ବର ଜାତୀୟ ରାଜପଥର ଆଗରିଆ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରେଲର ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୦ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।