• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

lightning
ବଜ୍ରପାତ ସହ ହାଲ୍‌କା ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ହାଲ୍‌କା ବର୍ଷା ହେବ। ଏପରିକି ଧୂଳିଝଡ଼ ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏନେଇ ୧୨ଟି ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି,...

assembly
ରାଜ୍ୟରେ ଗରିବ ଚିହ୍ନଟ ନେଇ ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଗରିବ ଚିହ୍ନଟ ନେଇ ବିଧାନସଭାର ପ୍ରଶ୍ନକାଳରେ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖିଛନ୍ତି। ୨୦୦୪-୦୫ରେ ୫୭.୨୦% ଅର୍ଥାତ୍ ୨ କୋଟି ୨୧ ଲକ୍ଷ ୬୦ ହଜାର ଗରିବ ଥିଲେ।  ୨୦୧୧-୧୨ରେ ୩୨.୫୯% ଅର୍ଥାତ ୧ କୋଟି ୩୮ ଲକ୍ଷ ୫୩ ହଜାର ଗରିବ ଚିହ୍ନଟ ହୋଇଥିଲେ। ସେହିପରି...

assembly
ଖାଲି ପଡ଼ିଥିବା ଅମିନ, ଆର୍‌ଆଇ ପଦବୀକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା ଅମିନ, ଆର୍‌ଆଇ ପଦବୀକୁ ନେଇ ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଛି। ପ୍ରତି ପଞ୍ଚାୟତରେ ରାଜ୍ୟ ସରକାର ଆର୍‌ଆଇ ସର୍କଲ କରିବାକୁ ନିଷ୍ପତ୍ତି ନେଇଥିଲେ ହେଁ ଏପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ନ ହେବାର କାରଣ କ’ଣ ବୋଲି ଆଜି ଗୃହରେ ରାଜସ୍ୱ ଓ ବିପର୍ଯ୍ୟୟ...

accident
ଟ୍ରେଲର ସହ ପିଟି ହେଲା ବସ୍‌; ୨ ମୃତ

ରାଞ୍ଚି/ରାଉରକେଲା: ଝାଡ଼ଖଣ୍ଡ ଗୁମ୍‌ଲା ଜିଲ୍ଲା ପଲ୍‌କୋଟ୍‌ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ ହେଲେ ରାଉରକେଲାର ଜଗଦା ଅଞ୍ଚଳର ଜୟାତ ଖାତୁନ। ଅନ୍ୟଜଣେ ଝାଡ଼ଖଣ୍ଡ ସିମଡେଗାର ଜୋବିଦା ବିବି। ଆହତଙ୍କୁ...

west bengal
ସମୁଦ୍ରରେ ଗାଧୋଇବେ ବୋଲି ଛୁଆକୁ ଗାଡ଼ି ଭିତରେ ଲକ୍ କରି ପଳାଇଲେ ସ୍ୱାମୀ, ସ୍ତ୍ରୀ

କୋଲକାତା: ସମୁଦ୍ରରେ ଗାଧୋଇବା ପାଇଁ ୫ ବର୍ଷର ଶିଶୁକୁ ଗାଡ଼ି ଭିତରେ ଲକ୍ କରି ପଳାଇଲେ ସ୍ୱାମୀ ସ୍ତ୍ରୀ। କିଛି ସମୟ ପରେ ଶିଶୁଟି ଗାଡ଼ି ଭିତରେ କାନ୍ଦୁଥିବା ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଏଭଳି ଏକ ଅଭାବନୀୟ ଘଟଣା ଦୀଘା ବିଚ୍‌ରେ ଦେଖିବାକୁ ମିଳିଛି। ସୂଚନା...

deputy speaker
ରଜନୀକାନ୍ତ ସିଂହ ହେଲେ ବିଧାନସଭା ଉପବାଚସ୍ପତି

ଭୁବନେଶ୍ୱର: ବିଜେଡି ବିଧାୟକ ରଜନୀକାନ୍ତ ସିଂହ ହେଲେ ବିଧାନସଭା ଉପବାଚସ୍ପତି। ରଜନୀକାନ୍ତ ସିଂହଙ୍କ ବିପକ୍ଷରେ ଆଉ କେହି ପ୍ରାର୍ଥୀ ନ ଥିବାରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ତାଙ୍କୁ ଉପବାଚସ୍ପତି ଭାବେ ଘୋଷଣା କରିଛନ୍ତି। ରଜନୀକାନ୍ତଙ୍କ ନାଁକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସଂସଦୀୟ...

heavy rainfall
୩୦ ପରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗୋଟିଏପଟେ ମୌସୁମୀ ଓଡ଼ିଶାକୁ ଛୁଇଁ ସାରିଥିବାବେଳେ ଜୁନ୍‌ ମାସ ବି ସରିବାକୁ ବସିଲାଣି। ହେଲେ ଓଡ଼ିଶାରେ ବର୍ଷାର ଦେଖାନାହିଁ। ଯେଉଁ ଖରାକୁ ସେଇ ଖରା। ଲୋକେ ଗରମରୁ ତ୍ରାହି ପାଇବେ କ’ଣ ଓଲଟା ସିଝୁଛନ୍ତି। ଆସନ୍ତା ୨ ଦିନ ଭିତରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।