• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

teacher teaches
ଶ୍ରେଣୀଗୃହକୁ ଶିକ୍ଷକ,ଶିକ୍ଷୟିତ୍ରୀଙ୍କୁ ମୋବାଇଲ ମନା

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଚଳିତ ବର୍ଷ ଦଶମ ଶ୍ରେଣୀ ପରୀକ୍ଷାରେ ସରକାରୀ ସ୍କୁଲର ଫଳାଫଳ ଆଶାଜନକ ନ ହେବା ଓ ଛାତ୍ରଛାତ୍ରୀମାନେ ସରକାରୀ ସ୍କୁଲ ପ୍ରତି ଆଗ୍ରହ ପ୍ରକାଶ ନ କରିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିନ୍ତା ପ୍ରକଟ କରିଛି। ତେବେ ଏପରିସ୍ଥିତିରେ ଗଞ୍ଜାମ ଜିଲ୍ଲା ପ୍ରଶାସନ...

office
ଏଣିକି ରାତି ଶିଫ୍ଟରେ ବି କାମ କରିପାରିବେ ମହିଳା

ପାଣାଜୀ: ଏଣିକି ପୁରୁଷମାନଙ୍କ ଭଳି ମହିଳାମାନେ ମଧ୍ୟ ରାତି ଶିଫ୍ଟ କରିବେ। ସନ୍ଧ୍ୟା ୭ଟାରୁ ସକାଳ ୬ଟା ଯାଏ ସେମାନେ ବିଭିନ୍ନ କମ୍ପାନୀରେ କାମ କରିବେ। ଗତକାଲି ଗୋଆ କ୍ୟାବିନେଟ୍‌ ଏଭଳି ଏକ ବିଲ୍‌କୁ ଅନୁମୋଦନ ଦେଇଛି। ଏଥିସହ ଗୋଆ କ୍ୟାବିନେଟ୍‌ ରାଜ୍ୟରେ ପ୍ରଚଳିତ ଫ୍ୟାକ୍ଟ୍ରି ଆଇନ୍‌ରେ କିଛି...

stray dogs
ଶିଶୁର ମୃତଦେହକୁ ଝୁଣି ଖାଇଦେଲେ କୁକୁର

ବାଲେଶ୍ୱର: ବାଲେଶ୍ୱର ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗତକାଲି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲ ପରିସରରେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଏକ ଶିଶୁର ମୃତଦେହକୁ କୁକୁର ଖାଉଥିବା ଦେଖିବାକୁ ମିଳିଥିଲା। ଏନେଇ ଖବର ପ୍ରଚାର ହେବା ପରେ ମେଡିକାଲ କର୍ତ୍ତୃପକ୍ଷ ମୃତଦେହ ଉଦ୍ଧାର କରିଥଲେ। ଏହାପରେ ଶିଶୁଟିକୁ ପୋତି...

accident
ଦୁର୍ଘଟଣାରେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ପୁଅ ମୃତ

ବରେଲୀ: ସଡ଼କ ଦୁର୍ଘଟଣାରେ ଉତ୍ତରାଖଣ୍ଡର କ୍ୟାବିନେଟ୍‌ ମନ୍ତ୍ରୀ ଅରବିନ୍ଦ ପାଣ୍ଡେଙ୍କ ପୁଅଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ବରେଲୀ ଜିଲ୍ଲା ଅନ୍ତର୍ଗତ ଫରିଦପୁର ଠାରେ ଗତକାଲି ଏହି ସଡ଼କ ଦୁର୍ଘଟଣା ଘଟିଥିଲା। ଏହି ଘଟଣାରେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ମନ୍ତ୍ରୀ ଅରବିନ୍ଦଙ୍କ...

rain
ବର୍ଷା ସହ ବଜ୍ରପାତ ନେଇ ୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ସକାଳ ୮ଟା ଯାଏ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଥିଲା। ଏହି ଜିଲ୍ଲାଗୁଡ଼ିକ ହେଉଛି-...

students arrested
ଇଂଜିନିୟରିଂ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାରେ ୨ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ଇଂଜିନିୟରିଂ କଲେଜ କ୍ୟାମ୍ପସରେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ବନ୍ଧୁକ ଦେଖାଇ ହତ୍ୟା କରିବାକୁ ଧମକ ଦେଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ୨ ଜଣ ଇଂଜିନିୟରିଂ ଛାତ୍ରଙ୍କୁ ପୁଲିସ୍‌ ଗିରଫ...

tmc mp
ଶପଥ ନେଲେ ଗ୍ଲାମର ଗର୍ଲ ତଥା ଟିଏମ୍‌ସି ସାଂସଦ ନୁସରତ ଜାହାନ ଓ ମିମି ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ: ବେଙ୍ଗଲ ଅଭିନେତ୍ରୀ ନୁସରତ ଜାହାନ ଓ ମିମି ଚକ୍ରବର୍ତ୍ତୀ ଆଜି ଲୋକସଭାରେ ସାଂସଦ ଭାବେ ଶପଥ ନେଇଛନ୍ତି। ଲୋକସଭାରେ ୧୭ରୁ ୧୯ ତାରିଖ ଯାଏ ନବନିର୍ବାଚିତ ସାଂସଦମାନେ ଶପଥ ନେଇଥିଲେ। ହେଲେ ଟିଏମସି ଟିକେଟରୁ ପ୍ରଥମଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିବା ନୁସରତ ଓ ମିମି ଶପଥ...

pak
ପାକିସ୍ତାନ ନ୍ୟୁଜ୍‌ ଚ୍ୟାନେଲ୍‌ରେ ଲାଇଭ୍‌ ଡିବେଟ୍‌ ଚାଲିଥିବା ବେଳେ ସାମ୍ବାଦିକଙ୍କୁ ପିଟିଲେ ନେତା

ଇସଲାମାବାଦ: ପାକିସ୍ତାନର ଏକ ନ୍ୟୁଜ୍‌ ଚ୍ୟାନେଲ୍‌ରେ ଲାଇଭ୍‌ ଡିବେଟ୍‌ ଚାଲିଥିବା ବେଳେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି। ପାକିସ୍ତାନର ଶାସକ ଦଳ ପିଟିଆଇର ବରିଷ୍ଠ ନେତା ମସରୁର୍ ଅଲ୍ଲି ଲାଇଭ୍‌ରେ ଶୋ’ରେ ଜଣେ ସାମ୍ବାଦିକଙ୍କୁ ପିଟୁଥିବା ଦେଖିବାକୁ ମିଳିଛି। ଏହି ଭିଜୁଆଲ୍‌ ଏବେ ସୋଶାଲ୍‌ ମିଡିଆରେ ଭାଇରାଲ୍‌ ହେବାର...

khurda
ଖୋର୍ଦ୍ଧାରୁ ଦେଢ଼ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନ ସୁଗର ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗ ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ୧୭ ଗ୍ରାମ୍‌ ବ୍ରାଉନ ସୁଗର ଜବତ କରିଛି। ଏହି ଘଟଣାରେ ଜଣେ ବ୍ୟବସାୟୀ ଗିରଫ ହୋଇଛନ୍ତି। ତାଙ୍କ ନାଁ ଛବୀନ୍ଦ୍ର ପ୍ରଧାନ। ଜବତ ବ୍ରାଉନ ସୁଗରର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କାରୁ ଅଧିକ ହେବ...

metro
ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ମେଟ୍ରୋ ରେଲ୍‌ୱେ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆଜି ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି। ଏହି ଅବସରରେ ଦିବଙ୍ଗତ ପୂର୍ବତନ ସାଂସଦ, ବିଧାୟକ ଓ ସହିଦଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ଶୋକ ପ୍ରକାଶ କରିଥିଲେ। ବାତ୍ୟା ‘ଫୋନି’ର ଭୟାବହତା ଓ କ୍ଷୟକ୍ଷତି ସମ୍ପର୍କରେ ଜଣାଇବା ସହ ଏହାର ସଫଳ ମୁକାବିଲା ନେଇ...

1 year old baby die
ପ୍ଲାଷ୍ଟିକ୍‌ ଖେଳନା ଗିଳି ଦେଇ ବର୍ଷକର ଶିଶୁ କନ୍ୟା ମୃତ

ଆନନ୍ଦପୁର: ପ୍ଲାଷ୍ଟିକ୍ ଖେଳଣା ଗିଳିଦେଇ ବର୍ଷକର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ କୋଳିପଦି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ଗାଁର ବିଦ୍ୟାଧର ଜେନାକଙ୍କ ବର୍ଷକର ଝିଅ ଖେଳୁଥିବା ବେଳେ ପାଖରେ ଏକ ଚିପ୍ସ ପ୍ୟାକେଟ୍‌ ପଡ଼ିଥିଲା। ଏହି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।