• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

puri
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକାଧିକ ସେବାୟତଙ୍କୁ ନୋଟିସ୍

ପୁରୀ (ମଧୁସୂଦନ ମିଶ୍ର): ଶ୍ରୀଜିଉଙ୍କ ସ୍ନାନଯାତ୍ରାରେ ବ୍ୟବସ୍ଥାବଳୀ ଉଲ୍ଲଂଘନ ଅଭିଯୋଗରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକାଧିକ ସେବାୟତଙ୍କୁ ନୋଟିସ୍‌ ଜାରି କରାଯାଇଛି। ସିସିଟିଭି ଫୁଟେଜ୍ ଆଧାରରେ ଏହି ନୋଟିସ୍ ଜାରି ହୋଇଛି। ଏହାସହ ସ୍ନାନମଣ୍ଡପକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କୁ ନେଇ ଯାଇଥିବା ସେବାୟତଙ୍କୁ ମଧ୍ୟ ନୋଟିସ୍...

indian navy
ଭାରତର ବାଲାକୋଟ ଏୟାର ଷ୍ଟ୍ରାଇକ୍ ପରେ ହଠାତ୍‌ ଗାଏବ ହୋଇଯାଇଥିଲା ପାକିସ୍ତାନୀ ବୁଡ଼ାଜାହାଜ

ନୂଆଦିଲ୍ଲୀ: ପାକିସ୍ତାନର ବାଲାକୋଟରେ ଭାରତୀୟ ବାୟୁସେନା ଏୟାର ଷ୍ଟ୍ରାଇକ୍‌ କରିବା ପରେ ସମୁଦ୍ର ପଥରେ ମଧ୍ୟ ଭାରତୀୟ ନୌସେନା ସଜାଗ ରହିଥିଲା। ପାକିସ୍ତାନ ଜଳପଥରେ ଆକ୍ରମଣ କରିପାରେ ଆଶଙ୍କା କରି ଭାରତୀୟ ନୌସେନା ପାକିସ୍ତାନ ଜଳସୀମାରେ ଜଗି ରହିଥିଲେ। ସେପଟେ ଯୁଦ୍ଧ ଆଶଙ୍କା କରି ଭାରତୀୟ ନୌସେନା ପାକିସ୍ତାନ...

match
ଧୂଳିସାତ୍ ହେଲା ଦକ୍ଷିଣ ଆଫ୍ରିକାର ଆଶା

ଲର୍ଡ୍ସ: ଭାରତଠାରୁ ହାରିବା ପରେ ସମାଲୋଚନାର ଶିକାର ହୋଇଥିବା ପାକିସ୍ତାନ ଚଳିତ ବିଶ୍ୱକପରେ ବିଜୟଧାରାକୁ ଫେରିଛି । ରବିବାର ଐତିହାସିକ ଲର୍ଡ୍ସରେ ଖେଳାଯାଇଥିବା ଏକ ମ୍ୟାଚରେ ପାକିସ୍ତାନ ୪୯ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି । ବିଜୟ ସହ ପାକିସ୍ତାନ ସେମିଫାଇନାଲ୍ ଆଶା ଉଜ୍ଜୀବିତ କରିଛି ।...

train
ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନରେ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ରେଲୱେ ଷ୍ଟେସନରେ ଜଣେ ଯାତ୍ରୀ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି। ଭୁବନେଶ୍ୱର-ଭଦ୍ରକ ମେମୁ ପାସେଞ୍ଜର ଟ୍ରେନ୍‌ ପ୍ଲାଟଫର୍ମ ଛାଡ଼ୁ ଥିବା ବେଳେ ଯାତ୍ରୀ ଜଣଙ୍କ ସେଥିରୁ ଡେଇଁ ପଡ଼ିବା ବେଳେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ଟ୍ରେନ୍ ଓ ପ୍ଲାଟଫର୍ମ ମଝିରେ ଯାତ୍ରୀ...

admission
ଆଜିଠୁ ଯୁକ୍ତ ୩ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଯୁକ୍ତ ୩ରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆଜିଠୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଦିନ ୧୧ଟାରୁ ଛାତ୍ରଛାତ୍ରୀ ମାନେ www.samsodisha.gov.in ୱେବ୍‌ସାଇଟ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ଜୁଲାଇ ୮ ରହିଛି। ସେହିଦିନ ରାତି ୧୧ଟା ଯାଏ ଆବେଦନ କରିହେବ। ଜୁଲାଇ ୧୮ରେ ପ୍ରଥମ କଟ୍‌ଅଫ...

saroj meher
କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ ଘଟଣାରେ ପାଟଣାଗଡ଼ ବିଧାୟକ ଅଟକ

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣାରେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ପୁଲିସ୍‌ ଅଟକ ରଖିଥିବା ସୂଚନା ମିଳିଛି। ଆଜି ସକାଳେ ବଲାଙ୍ଗିର ପୁଲିସ୍ ତାଙ୍କୁ ନୂଆପଡ଼ାରୁ ଆଣି ଜେରା କରୁଛି। କୌଣସି ଏକ ଅଜଣା ସ୍ଥାନରେ ବିଧାୟକଙ୍କୁ ପୁଲିସ୍‌ ଜେରା କରୁଥିବା ଜଣାପଡ଼ିଛି।...

nayagarh
ପୁଣି କଙ୍ଗାରୁ କୋର୍ଟ! ଚୋର ଧରିବା ପାଇଁ ରାତି ଅଧିରେ ବୁଲିଲା ଖଟ

ନୟାଗଡ଼: ପୁଣି କଙ୍ଗାରୁ କୋର୍ଟ!  ଚୋର ଧରିବା ପାଇଁ ରାତି ଅଧିରେ ବୁଲିଲା ଖଟ। ନୟାଗଡ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଉଦୟପୁର ଗାଁରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ସୂଚନା ଅନୁସାରେ, ଏହି ଗାଁର ଜଣେ ମହିଳା ନିଜ ଦିଅରଙ୍କ ଘରୁ ସୁନା ଗହଣା ଚୋରି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।