• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

loot
ବାଲେଶ୍ୱରରେ ସିରିଜ୍‌ ଚୋରି; ୪ଟି ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସୋର: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗୋପାଳପୁର ବଜାରରେ ଗତକାଲି ବିଳମ୍ବିତ ରାତିରେ ୪ଟି ଦୋକାନରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁବୃର୍ତ୍ତମାନେ ଏକ ତେଜରାତି ଦୋକାନ ସହିତ ବିୟୁଟି ପାର୍ଲର, ଗ୍ୟାରେଜ୍‌ ଓ ପାନ ଦୋକାନର ତାଲା ଭାଙ୍ଗି ନଗଦ ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ...

dharmendra pradhan
ଅଶ୍ୱିନୀଙ୍କୁ ନେଇ ବଢ଼ୁଛି ବୟାନବାଜି: ଗୁପ୍ତ ନୁହେଁ, ଖୋଲା ବୁଝାମଣା ହୋଇଛି ବୋଲି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁହଁ ଖୋଲିଛନ୍ତି। ବିଜେଡି-ବିଜେପି ମଧ୍ୟରେ ଗୁପ୍ତ ବୁଝାମଣା ହୋଇଥିବା ପୂର୍ବରୁ କଂଗ୍ରେସ ଅଭିଯୋଗ କରିଥିବା ବେଳେ ଏହାକୁ ଖୋଲା ବୁଝାମଣା ବୋଲି ଧର୍ମେନ୍ଦ୍ର କହିଛନ୍ତି। ‘ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ...

rain
ଆଭ୍ୟନ୍ତରୀଣ ଓଡ଼ିଶାରେ ଆଜି ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟକୁ ମୌସୁମୀ ଛୁଇଁଥିଲେ ବି ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏଭଳି ଆକଳନ କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ଅନେକ ସ୍ଥାନରେ ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଆଜି ସ୍ୱଳ୍ପରୁ ମଧ୍ୟମ...

Biju Patnaik International Airport
ବିମାନରେ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଉତ୍ପାତ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ଆଜି ଏକ ବିମାନ ଜରୁରୀ ଅବତରଣ କରିଛି। ଜଣେ ମାନସିକ ବିକାରଗ୍ରସ୍ତ ଯାତ୍ରୀଙ୍କ ଉତ୍ପାତ ଯୋଗୁ ଇଣ୍ଡିଗୋର ଏହି ବିମାନକୁ ଜରୁରୀ ଅବତରଣ କରିବାକୁ ପଡ଼ିଛି। ବିମାନଟି ହାଇଦ୍ରାବାଦରୁ ଗୌହାଟି ଅଭିମୁଖେ ଯାଉଥିଲା। ସୂଚନା ଅନୁସାରେ, ଇର୍ସାଦ ଅଲ୍ଲୀ ନାମକ ଜଣେ ଯୁବକ...

accident
ଦୁଇ କାର୍ ମୁହାଁମୁହିଁ ଧକ୍କା; ଦମ୍ପତି ମୃତ, ୪ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭାପୁର ଫାଣ୍ଡି ଅନ୍ତର୍ଗତ ଜରିପାଳ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଏଥିରେ ୪ ଜଣ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି...

aircraft
ଇରାନ୍‌ ଆକାଶ ଦେଇ ଉଡ଼ିବନି ଭାରତୀୟ ବିମାନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଆମେରିକା ଏବଂ ଇରାନ ମଧ୍ୟରେ କୌଣସି ମୁହୂର୍ତ୍ତରେ ଯୁଦ୍ଧ ହେବାର ସମ୍ଭାବନା ରହିଥିବାରୁ ଭାରତର ବେସାମରିକ ବିମାନ ନିୟାମକ ଡିଜିସିଏ ପକ୍ଷରୁ ଭାରତୀୟ ବିମାନ ଉଡ଼ାଣ ନେଇ କଟକଣା ଜାରି କରାଯାଇଛି। ଶୁକ୍ରବାର ଆମେରିକାର ଉଡ଼ାଣ ନିୟନ୍ତ୍ରକ ଫେଡେରାଲ ଆଭିଏସନ୍‌ ଆଡମିନ୍‌ଷ୍ଟ୍ରେସନ୍‌ ମଧ୍ୟ ଏଭଳି ଏକ ନୋଟିସ୍‌...

miss queen universe
‘ମିସେସ୍‌ କ୍ୱିନ୍‌ ୟୁନିଭର୍ସ’ ମୁକୁଟ ପିନ୍ଧିଲେ ଭୁବନେଶ୍ୱରର ପ୍ରତିମା ପଣ୍ଡା

ଭୁବନେଶ୍ୱର: ନୂଆଦିଲ୍ଲୀରେ ଓଡ଼ିଆ ବୋହୂଙ୍କ ସଫଳତା। ଭୁବନେଶ୍ୱରର ପ୍ରତିମା ପଣ୍ଡା ମିସେସ୍‌ କ୍ୱିନ୍‌ ୟୁନିଭର୍ସ ଟାଇଟଲ ମୁକୁଟ ପିନ୍ଧିଛନ୍ତି। ଦିଲ୍ଲୀରେ ଆୟୋଜିତ ଏହି ପ୍ରତିଯୋଗିତାରେ ଚାଇନା ସମେତ ଭାରତର ବିଭିନ୍ନ ରାଜ୍ୟର ୪୬ ଜଣ ପ୍ରତିଯୋଗୀ ଯୋଗ ଦେଇଥିଲେ। ହେଲେ ପ୍ରତିମା ସମସ୍ତଙ୍କୁ ପଛରେ ପକାଇ ଏହି ଟାଇଟଲ୍‌...

shami
ଚେତନ ଶର୍ମାଙ୍କ ରେକର୍ଡର ସମକକ୍ଷ ହେଲେ ଶାମି

ନୂଆଦିଲ୍ଲୀ: ଚଳିତ ବିଶ୍ୱକପ୍‌ରେ ଗତକାଲି ଭାରତୀୟ ପେସ୍ ବୋଲର ମହମ୍ମଦ ଶାମି ତାଙ୍କର ପ୍ରଥମ ମ୍ୟାଚ୍ ଖେଳିଥିଲେ। ଆଉ ପ୍ରଥମ ମ୍ୟାଚ୍‌ରେ ହିଁ ସେ ଏକ ରେକର୍ଡ ହାସଲ କରିଛନ୍ତି। ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ଯିଏ ବିଶ୍ୱକପ୍‌ରେ ହ୍ୟାଟ୍-ଟ୍ରିକ୍ ଅର୍ଜନ କରିଛନ୍ତି। ପ୍ରଥମ ଭାରତୀୟ ଭାବେ ଚେତନ...

nh
ଜାତୀୟ ରାଜପଥରେ ଦୁର୍ଘଟଣା ରୋକିବାକୁ କମିଶନରେଟ ପୁଲିସ୍‌ର ତତ୍ପରତା

ଭୁବନେଶ୍ୱର: ଜାତୀୟ ରାଜପଥରେ ଦୁର୍ଘଟଣା ରୋକିବା ପାଇଁ କମିଶନରେଟ ପୁଲିସ୍‌ ତତ୍ପରତା ଦେଖାଇଛି।  ଭୁବନେଶ୍ୱର ଓ କଟକ ଦେଇ ଯାଇଥିବା ଜାତୀୟ ରାଜପଥରେ ଅଧିକ ଦୁର୍ଘଟଣା ଘଟୁଥିବା ସ୍ଥାନକୁ ବ୍ଲାକ୍‌ ସ୍ପଟ୍‌ ଭାବେ ଚିହ୍ନଟ କରାଯାଇଛି। ଜାତୀୟ ରାଜପଥ ଅଥରିଟିକୁ ବ୍ଲାକ୍‌ ସ୍ପଟ୍‌ ଭାବେ ଚିହ୍ନଟ ହୋଇଥିବା ଅଞ୍ଚଳ...

jagannath temple
ଜ୍ୱର ଉପଶମ ପାଇଁ ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତ ସେବା

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଚାଲିଛି। ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ହୋଇଛି। ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ। ମଧ୍ୟାହ୍ନ ଧୂପ ପରେ ଝୁଣା, ତେଲ ଓ ବିଭିନ୍ନ ଚେର...

CM Nnaveen Patnaik
ଉତ୍ତମ ଶାସନକୁ ମୁଖ୍ୟ ଆଧାର କରିବାକୁ ବରିଷ୍ଠ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ଉତ୍ତମ ଶାସନ ଓ ଶାସନରେ ସନ୍ତୁଷ୍ଟିକୁ ପ୍ରଶାସନିକ ବ୍ୟବସ୍ଥାର ମୁଖ୍ୟ ଆଧାର କରିବାକୁ ରାଜ୍ୟର ବରିଷ୍ଠ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଦେଶର ଅନ୍ୟ ଉନ୍ନତ ରାଜ୍ୟଠାରୁ ଓଡ଼ିଶାକୁ ଆହୁରି ଆଗକୁ ନେବା ଏବଂ ସରକାରୀ ସେବା କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆଣିବାକୁ ଅଫିସରଙ୍କୁ...

ram rahim
ରାମ ରହିମଙ୍କ ଅନୁଗାମୀଙ୍କୁ ଜେଲ୍‌ରେ ହତ୍ୟା

ପଟିଆଲା: ଆତ୍ମଘୋଷିତ ବାବା ଗୁରମିତ୍‌ ରାମ ରହିମଙ୍କ ଅନୁଗାମୀ ତଥା ବରଗରି ଧର୍ମଦ୍ରୋହ ମାମଲାର ମୁଖ୍ୟ ଅଭିଯୁକ୍ତ ମହିନ୍ଦର ପାଲ ସିଂହ ବିଟ୍ଟୁଙ୍କୁ ପଟିଆଲା ଜେଲ୍‌ ଭିତରେ ହତ୍ୟା କରାଯାଇଛି। ଜେଲ୍‌ର ୨ ଜଣ ଅନ୍ତେବାସୀ ତାଙ୍କୁ ଜେଲ୍‌ ଭିତରେ ଶନିବାର ଅପରାହ୍ଣ ୫ଟାରେ ହତ୍ୟା କରିଥିବା ଜଣାପଡ଼ିଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।