• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

naveen-modi
କେଉଁ ଉଦ୍ଦେଶ୍ୟରେ ମୋଦିଙ୍କ ନିକଟତର ହେବାକୁ ଚାହୁଁଛନ୍ତି ନବୀନ?

ଭୁବନେଶ୍ୱର: ଗଠନମୂଳକ ସହଯୋଗ ନା ଆଉ କିଛି? କେଉଁ ଉଦ୍ଦେଶ୍ୟରେ ମୋଦି ସରକାରଙ୍କ ନିକଟତର ହେବାକୁ ପ୍ରୟାସ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ? ସ୍ଥିତି ଏଭଳି ଯେ କେନ୍ଦ୍ରର ଆବଶ୍ୟକତା ନ ଥାଇ ମଧ୍ୟ କେତେକ ପ୍ରସଙ୍ଗରେ ନିଜ ଆଡୁ ସମର୍ଥନ ଜଣାଇଛି ବିଜେଡି। ଏହା ପଛର କାରଣକୁ...

koraput
୯୦ଟି ସ୍କୁଲରେ ପଡ଼ିଲା ତାଲା

କୋରାପୁଟ: ଦୀର୍ଘ ଦିନର ଖରାଛୁଟି ପରେ ଗତକାଲି ସାରା ରାଜ୍ୟରେ ସ୍କୁଲ ଖୋଲିଥିବା ବେଳେ କୋରାପୁଟ ଜିଲ୍ଲାର ୯୦ଟି ସ୍କୁଲରେ ତାଲା ଝୁଲିଥିବା ଦେଖିବାକୁ ମିଳିଛି। କୋରାପୁଟ ଜିଲ୍ଲାର ବାଲିପଦରଗୁଡ଼ା ସମେତ ୯୦ଟି ସ୍କୁଲରେ ତାଲା ପଡ଼ିଛି। ୧୦ରୁ କମ୍ ସଂଖ୍ୟକ ଛାତ୍ରଛାତ୍ରୀ ଥିବାରୁ ସେହି ସ୍କୁଲ ଗୁଡ଼ିକୁ ବନ୍ଦ...

tejaswi
ଲାଲୁଙ୍କ ପୁଅ ତେଜସ୍ୱୀ ଯାଦବ ନିଖୋଜ!

ପାଟନା: ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ନିଖୋଜ ଅଛନ୍ତି। ଯଦି ତାଙ୍କ ବାବଦରେ କେହି ସୂଚନା ଦିଅନ୍ତି ତାଙ୍କୁ ପୁରସ୍କାର ମିଳିବ। ଏଭଳି ଏକ ପୋଷ୍ଟର ବର୍ତ୍ତମାନ ମୁଜାଫରପୁରରେ ଦେଖିବାକୁ ମିଳୁଛି। ସ୍ଥାନୀୟ ଜଣେ ସାମାଜିକ...

results ..
ପ୍ରକାଶ ପାଇଲା ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତ ବର୍ଷର ଯୁକ୍ତ ଦୁଇ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ। ଭୁବନେଶ୍ୱର ଗୀତ ଗୋବିନ୍ଦ ସଦନରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରେଜଲ୍ଟ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀମାନେ www.chseodisha.nic.in, www.orissaresults.nic.in  ୱେବ୍‌ସାଇଟ୍‌ରେ ରେଜଲ୍ଟ ଦେଖିପାରିବେ। କଳା ଫଳାଫଳ ଏଥର କଳାରେ...

stray dogs
ଶିଶୁର ମୃତଦେହକୁ ଖାଇଦେଲେ କୁକୁର

ବଲାଙ୍ଗିର: ବଲାଙ୍ଗିରର ଭୀମଭୋଇ ମେଡିକାଲ୍‌ କଲେଜ ଓ ହସପିଟାଲ୍‌ ଗେଟ୍ ଆଗରେ ଗୋଟିଏ କୁକୁର ଏକ ଶିଶୁର ମୃତଦେହକୁ ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଆଜି ସକାଳ ପ୍ରାୟ ୮ଟା ବେଳେ ଏହି ଘଟଣା ଘଟିଥିଲା। ସ୍ଥାନୀୟ ଲୋକେ ଏହା ଦେଖି କୁକୁର ମୁହଁରୁ ମୃତଦେହଟିକୁ ଆଣିବାକୁ ଚେଷ୍ଟା କରିଥିଲେ। କିନ୍ତୁ ସେଠାରେ ଆଉ...

leopard
କ୍ରାଇମ୍‌ବ୍ରାଞ୍ଚ କବ୍‌ଜାରେ ବାଘ ଛାଲ ରାକେଟ୍

ଭୁବନେଶ୍ୱର: କ୍ରାଇମ୍‌ବ୍ରାଞ୍ଚ କବ୍‌ଜାରେ ପୁଣି ବାଘ ଛାଲ ରାକେଟ୍। ୭ ଫୁଟର କଲରାପତରିଆ ବାଘ ଛାଲ ସହ ୩ ଜଣଙ୍କୁ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୨ ଜଣ ଜେଲ୍ ବିଭାଗ କର୍ମଚାରୀଙ୍କ ପୁଅ ଅଛନ୍ତି ବୋଲି ସୂଚନା ମିଳିଛି।  ଗିରଫ ଅଭିଯୁକ୍ତ ମାନେ...

odia jawan martyr
ସହିଦଙ୍କ କଫିନ୍ ଉପରେ ଦଳୀୟ ପତାକା ଢାଙ୍କିବା ଘଟଣାରେ ବିଜେଡିକୁ ଘେରିଲା ବିଜେପି

ଭୁବନେଶ୍ୱର: ସହିଦ ଓଡ଼ିଆ ଯବାନ ଅଜିତ ସାହୁଙ୍କ କଫିନ୍ ଉପରେ ଦଳୀୟ ପତାକା ଢଙ୍କାଯିବା ଘଟଣାକୁ ନେଇ ବିଜେଡିକୁ ଘେରିଲା ବିଜେପି। ଏ ଘଟଣାକୁ ରାଜ୍ୟ ବିଜେପିର ପୂର୍ବତନ ସୈନିକ ସେଲ୍‌ ଦୃଢ଼ ନିନ୍ଦା କରିବା ସହିତ ବିଜେଡି ସଭାପତି ଏଥିପାଇଁ ନିଃସର୍ତ୍ତ କ୍ଷମା ମାଗନ୍ତୁ ବୋଲି ଦାବି...

heavy rainfall
ଓଡ଼ିଶା ଛୁଇଁଲା ମୌସୁମୀ: ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଫଳରେ ଏହାର ପ୍ରଭାବରେ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ମୁତାବକ, ଉତ୍ତର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।