• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

mat
ଯୋଗ ପରେ ଆସନ ନେବାକୁ ଟଣାଓଟରା ଓ ମାଡ଼ଗୋଳ

ନୂଆଦିଲ୍ଲୀ: ଆଜି ହେଉଛି ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ। ଭାରତ ସହିତ ସାରା ବିଶ୍ୱ ଏହାକୁ ପାଳନ କରୁଛି। ଏହି ଅବସରରେ ହରିଆଣାର ରୋହତକରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଉପସ୍ଥିତ...

rain
ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି  ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ଅପରାହ୍ଣ ସାଢ଼େ ଗୋଟାଏ ଯାଇ ସତର୍କ ରହିବାକୁ ୧୧ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଥିଲା। ଏହି ଜିଲ୍ଲା ଗୁଡ଼ିକ ହେଲା-...

yoga
ପାଣି ଭିତରେ ଓ ଘୋଡ଼ା ଉପରେ ବସି ଯୋଗ କଲେ ଯବାନ

ନୂଆଦିଲ୍ଲୀ: ଆଜି ହେଉଛି ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ। ଭାରତ ସହିତ ସାରା ବିଶ୍ୱ ଏହାକୁ ପାଳନ କରୁଛି। ଏହି ଅବସରରେ ଅରୁଣାଚଳ ପ୍ରଦେଶର ରୋହିତପୁରରେ ଆଇଟିବିପି ଯବାନ ଭିନ୍ନ ଢଙ୍ଗରେ ଯୋଗ କରିଛନ୍ତି। ପାଣି ଭିତରେ ଯବାନମାନେ ବିଭିନ୍ନ ଯୋଗାସନ କରିଥିଲେ।  ଦେଶର ସୀମାକୁ ସବୁ ବେଳେ...

fire
ଫର୍ନିଚର ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ୍‌ ନିକଟରେ ଥିବା ଫର୍ନିଚର ମାର୍କେଟ୍‌ରେ ଆଜି ଭୋର ପ୍ରାୟ ସାଢ଼େ ୫ଟା ବେଳେ ଅଗ୍ନିକାଣ୍ଡ ଘଟିବାରୁ ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ଯାଇଛି। ତେବେ ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ସୂଚନା ନାହିଁ। ଅଗ୍ନିକାଣ୍ଡର କାରଣ ମଧ୍ୟ ଜଣାପଡ଼ି...

school
ସରିଲା ଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର: ଖରା ଛୁଟି ପରେ ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିଛି। ପାଗରେ ପରିବର୍ତ୍ତନ ଯୋଗୁ ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଥିଲେ। ପୂର୍ବରୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ପ୍ରଥମେ ଜୁନ୍ ୧୮ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ଛୁଟି ଘୋଷଣା କରିଥିଲେ। ୧୯ତାରିଖରେ ସ୍କୁଲ ଖୋଲିବାକୁ ଥିବା ବେଳେ ଗ୍ରୀଷ୍ମ...

ajit sahoo
ସହିଦ ଅଜିତ ସାହୁଙ୍କ କଫିନ୍ ଉପରେ ବିଜେଡି ପତାକା ଢାଙ୍କିବା ଘଟଣାକୁ ନିନ୍ଦା କଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ସହିଦ୍ ଅଜିତ ସାହୁଙ୍କ ମରଶରୀର ନେଇ ଆସିଥିବା କଫିନ୍ ଉପରେ ବିଜେଡିର ଦଳୀୟ ପତାକା ଢଙ୍କାଯିବା ଘଟଣାକୁ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ନିନ୍ଦା କରିଛନ୍ତି। ଟ୍ୱିଟ୍ କରି ବୈଜୟନ୍ତ ଲେଖିଛନ୍ତି, ‘ସହିଦ ଓଡ଼ିଆ ଯବାନଙ୍କୁ ନେଇ ଶାସକ ଦଳର ଏଭଳି ରାଜନୀତି ଦୁର୍ଭାଗ୍ୟଜନକ। କଫିନ...

yoga
ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ ଶିବିର ଆୟୋଜନ କରାଯାଇଥିଲା।  ଜନତା ମଇଦାନରେ ଆୟୋଜିତ ଯୋଗ ଶିବିରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ରାଷ୍ଟ୍ରୀୟ ବିଜେପି ଉପ-ସଭାପତି ବୈଜୟନ୍ତ ପଣ୍ଡା, ବିଜେପି ନେତା ପ୍ରକାଶ ମିଶ୍ର ପ୍ରମୁଖ ଯୋଗ...

alaranath
ଅଣସର ଘରେ ଶ୍ରୀଜିଉ, ସେପଟେ ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଗହଳି

ବ୍ରହ୍ମଗିରି: ଆଜିଠାରୁ ମହାପ୍ରଭୁ ଅଲାରନାଥଙ୍କର ଅଣସର ଦର୍ଶନ ଆରମ୍ଭ ହୋଇଛି। ଅତ୍ୟଧିକ ସ୍ନାନ ଯୋଗୁ ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉ ୧୫ଦିନ ଧରି ଅଣସର ଘରେ ରହିବେ। ଏହି ସମୟରେ ଶ୍ରୀଜିଉଙ୍କ ଚାଲିବ ଗୁପ୍ତ ଉପଚାର। ରତ୍ନସିଂହାସନରେ ଆଉ ଭକ୍ତ ପ୍ରିୟ କାଳିଆ ଠାକୁରଙ୍କୁ ଦର୍ଶନ ପାଇବେ ନାହିଁ। ଏହି...

rahul gandhi
ଶପଥ ନେବା ପରେ ଦସ୍ତଖତ କରିବାକୁ ଭୁଲିଗଲେ ରାହୁଲ, ପଛରୁ ଡ଼ାକିଲେ ବିଜେପି ସାଂସଦ

ନୂଆଦିଲ୍ଲୀ: ୧୭ ତମ ଲୋକସଭା ଅଧିବେଶନ ଗତକାଲିଠୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ନବ ନିର୍ବାଚିତ ସାଂସଦ ମାନେ ଶପଥ ଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ବିରେନ୍ଦ୍ର କୁମାର ଗତକାଲି ଲୋକସଭାର କିଛି ସାଂସଦଙ୍କୁ ଶପଥ ପାଠ କରାଇଥିଲେ। ତେବେ ଶପଥ ଗ୍ରହଣ କରିନଥିବା ସାଂସଦମାନେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।