ବାରିପଦା (ମାଣିକ ଲାଲ ପାଣି): ଥାନାରେ ଅଭିଯୋଗ କରିବାରୁ ପତ୍ନୀଙ୍କ ସହିତ ଶାଶୂଙ୍କୁ ହାଣି ମାରି ଦେଇଛନ୍ତି ଜଣେ ବ୍ୟକ୍ତି। ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ କଣ୍ଟାପାଳ ଗାଁରୁ ଏଭଳି ଅଭିଯୋଗ ଆସିଛି। ମୃତକ ଦ୍ୱୟ ହେଲେ ମମତା ମହାନ୍ତ ଏବଂ ତାଙ୍କ ଝିଅ ସୁମତି ମହାନ୍ତ।...
ନୂଆଦିଲ୍ଲୀ/ଭୁବନେଶ୍ୱର: ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ (ଆଇଏମ୍ଏ) ଆଜି ୨୪ ଘଣ୍ଟିଆ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ପଶ୍ଚିମବଙ୍ଗରେ ଡାକ୍ତର ଆନ୍ଦୋଳନକୁ ସମର୍ଥନ କରି ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଏହି ଧର୍ମଘଟ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ବନ୍ଦ ପାଳନ ବେଳେ ଜରୁରୀକାଳୀନ ଚିକିତ୍ସା...
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ମହିମୁଣ୍ଡାରେ ପୁଲିସ୍ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣା ଆହତ ହୋଇଛି। ସୀତାରାମର ବାମ ଗୋଡ଼ ଆଣ୍ଠୁ ନିକଟରେ ଗୁଳି ବାଜିଛି। ତାକୁ ପ୍ରଥମେ ବଲାଙ୍ଗିର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ମେଡିକାଲ୍କୁ ସ୍ଥାନାନ୍ତର କରାଯାଇଛି। ବହୁ ଡକାୟତି...
ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଧୂଳିଝଡ଼, ବଜ୍ରପାତ ସହ ସାମନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ଯାଏ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।...
ଭୁବେନେଶ୍ୱର: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରରେ ଶ୍ରୀଜିଉ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହାପରେ କାଲିଠୁ ଜ୍ୱରରେ ପଡ଼ିବେ। ହେଲେ ଅଣସରକୁ ଯିବା ଆଗରୁ ଏମିତି ମନଲୋଭା ବେଶରେ ଦର୍ଶନ ଦେବ ଯେ, ଦେଖିଲା ଲୋକର ମନ ଲାଖିଯିବ। ଏହି ବେଶଟି ହେଉଛି, ଗଜାନନ...
ନୂଆଦିଲ୍ଲୀ: ବିଶ୍ୱକପରେ ପୁଣିଥରେ ପାକିସ୍ତାନକୁ ହରାଇଛି ଟିମ୍ ଇଣ୍ଡିଆ। ରବିବାର ଆଇସିସି ବିଶ୍ୱକପର ଦ୍ୱାଦଶ ସଂସ୍କରଣର ସବୁଠାରୁ ହାଇଭୋଲଟେଜ୍ ମୁକାବିଲାରେ ମୁହାଁମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ। ଏହି ମହାମୁକାବିଲାରେ ଟିମ୍ ଇଣ୍ଡିଆ ଡିଏଲ୍ ନିୟମରେ ୮୯ ରନରେ ବିଜୟୀ ହୋଇଛି । ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ମ୍ୟାଚ୍କୁ ନେଇ...
ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିରାଜିଛନ୍ତି ଚତୁର୍ଦ୍ଧା ମୂରତି। ଶ୍ରୀଜିଉଙ୍କ ସ୍ନାନନୀତି ଓ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ଏଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଅନ୍ୟପକ୍ଷେ, ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ...
ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିରାଜିଛନ୍ତି ଚତୁର୍ଦ୍ଧା ମୂରତି।ମଙ୍ଗଳ ଆଳତୀ ପରେ ଧାଡ଼ି ପହଣ୍ଡିରେ ଜଣକ ପରେ ଜଣେ ଆସି ସ୍ନାନବେଦୀକୁ ବିରାଜିଛନ୍ତି। ପ୍ରଥମେ ପ୍ରଭୁ ସୁଦର୍ଶନ, ଏହାପରେ ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦୀକୁ ବିରାଜମାନ...
ମାଞ୍ଚେଷ୍ଟର: ବିଶ୍ୱକପରେ ପୁଣିଥରେ ପାକିସ୍ତାନକୁ ହରାଇଛି ଟିମ୍ ଇଣ୍ଡିଆ । ରବିବାର ଆଇସିସି ବିଶ୍ୱକପର ଦ୍ୱାଦଶ ସଂସ୍କରଣର ସବୁଠାରୁ ହାଇଭୋଲଟେଜ୍ ମୁକାବିଲାରେ ମୁହାଁମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ । ଏହି ମହାମୁକାବିଲାରେ ଟିମ୍ ଇଣ୍ଡିଆ ଡିଏଲ୍ ନିୟମରେ ୮୯ ରନରେ ବିଜୟୀ ହୋଇଛି । ଏଥିସହ ବିଶ୍ୱକପରେ...
ଲଣ୍ଡନ: ଆଉ ଅଳ୍ପ ସମୟ ପରେ ଆରମ୍ଭ ହେବ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍। ସଣ୍ଡେର ଏହି ସୁପରହିଟ୍ ମୁକାବିଲାରେ ଟସ୍ ଜିତି ପାକିସ୍ତାନ ପ୍ରଥମେ ବୋଲିଂ କରିବା ପାଇଁ ନିଷ୍ପତ୍ତି ନେଇଛି। ଅର୍ଥାତ୍ ଭାରତ ପ୍ରଥମେ ବ୍ୟାଟିଂ କରିବ। ଆହତ ଶିଖର ଧଓ୍ୱନଙ୍କ ସ୍ଥାନରେ ବିଜୟ ଶଙ୍କର ଟିମ୍ରେ...