ପୁଣି ମୁଣ୍ଡଳି ବ୍ୟାରେଜରୁ ଯୁବତୀ ନିଖୋଜା ମୁଣ୍ଡଳି ବ୍ୟାରେଜ ଉପରେ ସ୍କୁଟି ରଖି ଯୁବତୀ ଜଣକ ପାଣିକୁ ଡେଇଁଥିବା ସନ୍ଦେହ କରି ପୋଲିସ୍ ଖୋଜାଖୋଜି କରୁଛି।
ଜ୍ୟୋତିର୍ବିଜ୍ଞାନୀଙ୍କ କହିବା ଅନୁସାରେ, ବର୍ଷର ୩୬୫ ଦିନ ମଧ୍ୟରୁ ଏଭଳି ୨ ଦିନ ରହିଛି ଯେଉଁ ଦିନ ମଧ୍ୟାହ୍ନରେ ସୂର୍ଯ୍ୟ ଆମର ଠିକ୍ ମୁଣ୍ଡ ଉପରେ ରହିବ। ସେହି ସମୟରେ ଆମ ନିଜ ଛାଇ ଆଉ ଦେଖାଯିବ ନାହିଁ।
ଠକମାନଙ୍କ କବଳରୁ ବର୍ତ୍ତିବା ପାଇଁ WhatsApp ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି। ୟୁଜର୍ସ ମଧ୍ୟ ଜାଣିବା ଦରକାର କିଭଳି ସ୍କାମ୍ରୁ ବର୍ତ୍ତିବେ ଓ ନିଜ ହ୍ୱାଟ୍ସଆପ୍ ଆକାଉଣ୍ଟକୁ ସୁରକ୍ଷିତ ରଖିବେ।
ଭୁବନେଶ୍ୱରକୁ ଜଗିବ ପୋଲିସ୍ ଡ୍ରୋନ୍। ଡ୍ରୋନ୍ ଉଡ଼ାଇ ସନ୍ଦିଗ୍ଧଙ୍କ ଗତିବିଧି ଉପରେ ନଜର ରଖିବ ପୋଲିସ୍।
ଭତ୍ତା ଟଙ୍କା ଉଠାଇବାକୁ ବ୍ୟାଙ୍କ ଯାଇଥିଲେ, ସେଠାରୁ ଫେରିବା ବେଳେ ପ୍ରଚଣ୍ଡ ଖରାର ପ୍ରକୋପ ସହି ପାରିଲେନି ବୃଦ୍ଧ। ଶେଷରେ ଏକ ଗଛ ତଳେ ଆଶ୍ରୟ ବେଳେ ସେ ବେହୋସ ହୋଇଗଲେ।
ଚେୟାରରେ ବସିଥିଲେ, ହଠାତ୍ ସାର୍ଟ ପକେଟ୍ରେ ଥିବା ଫୋନ୍ ଫାଟି ଜଳି ଯାଇଥିଲା। ଭଗବାନଙ୍କ କୃପାରୁ ବ୍ୟକ୍ତି ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ।
ମାର୍କେଟରେ ଆଉ ମିଳିବନି ୨ ହଜାର ଟଙ୍କିଆ ନୋଟ୍। ଏହି ନୋଟ୍କୁ ପ୍ରତ୍ୟାହାର କରିନେବାକୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) ନିଷ୍ପତ୍ତି ନେଇଛି। କିନ୍ତୁ ଏହା ଅଚଳ ହେବନି ବୋଲି ରିଜର୍ଭ ବ୍ୟାଙ୍କ ସ୍ପଷ୍ଟ କରିଛି।
ଖୋଲିବ ‘ଟାଇଟାନିକ୍’ ବୁଡ଼ିର ଗୁମର। ଆଟଲାଣ୍ଟିକ୍ ମହାସାଗରର ପ୍ରାୟ ୪ ହଜାର ମିଟର ତଳେ ପଡ଼ି ରହିଥିବା ଜାହାଜର ସାତ ଲକ୍ଷ ଚିତ୍ର ଉତ୍ତୋଳନ କରାଯାଇ ଏହି ମ୍ୟାପ୍ ପ୍ରସ୍ତୁତ କରାଯାଇଛି।
୨୦୨୧ ମସିହା ଅପେକ୍ଷା ୨୦୨୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପତ୍ତି ବଢ଼ିଛି। ୪୨ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ବଢ଼ିଛି ମୁଖ୍ୟମନ୍ତ୍ରୀଙ୍କର।
ଯାହାଙ୍କ ପାଖରେ ୨ ହଜାର ଟଙ୍କିଆ ନୋଟ୍ ଅଛି, ତାକୁ ସେମାନେ ବ୍ୟାଙ୍କକୁ ଯାଇ ବଦଳାଇ ପାରିବେ କିମ୍ବା ନିଜ ଆକାଉଣ୍ଟରେ ଡିପୋଜିଟ ମଧ୍ୟ କରିପାରିବେ। ଏହା ମେ’ ୨୩ରୁ ଆରମ୍ଭ ହେବ। ସେପଟେମ୍ବର ୩୦ ଯାଏ ୨ ହଜାର ଟଙ୍କିଆ ନୋଟ୍କୁ ବଦଳା ଯାଇପାରିବ।
କାଲି ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇଥିଲା ଓ ଏଥିରେ ଛାତ୍ର ଜଣକ ୮୬% ରଖିଥିଲେ। ହେଲେ ଦୁଃଖଦ ଘଟଣା ଆଜି ତାଙ୍କର ଜୀବନ ଚାଲି ଯାଇଛି।
ଏସିଡ୍ ପୀଡ଼ିତା ପ୍ରମୋଦିନୀ ରାଉଳ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଏନେଇ ପ୍ରମୋଦିନୀ ନିଜେ ସୋସିଆଲ୍ ମିଡିଆରେ ପୁଅର ଫଟୋ ଶେୟାର କରିଛନ୍ତି।
ହାଇକୋର୍ଟରେ ASO ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ହୋଇଛି। OPSC ଦ୍ୱାରା ପରିଚାଳିତ ASO ପରୀକ୍ଷାର ମେରିଟ୍ ଲିଷ୍ଟ୍ ହାଇକୋର୍ଟ ଖାରଜ କରିଛନ୍ତି।
ସରକାରୀ ବସ୍ ଉପରକୁ ଗୁଳିମାଡ଼। ରାତିରେ ବସ୍ରେ ଯାତ୍ରୀମାନେ ଯାତ୍ରା କରୁଥିବା ବେଳେ ଗୋଟିଏ ପରେ ଗୋଟିଏ ଫୁଟିଲା ଗୁଳି। ସବୁଠାରୁ ବଡ଼ କଥା, ଥାନାଠୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି।
ବହୁ ଚର୍ଚ୍ଚିତ ହିନ୍ଦୀ ଫିଲ୍ମ ‘ଦ କେରଳ ଷ୍ଟୋରୀ’ ଉପରେ ଲାଗିବନି ରୋକ୍। ପଶ୍ଚିମବଙ୍ଗ ସରକାର ଲଗାଇଥିବା ବ୍ୟାନ୍ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ।
ଯୌତୁକ ବାବଦରେ ବାଇକ ମାଗି ହଟହଟା ବର। ବାହା ଘର ଭାଙ୍ଗି ସିଧା ଥାନାର ଦ୍ୱାରସ୍ଥ ହେଲେ କନ୍ୟା ପିତା। ଆଉ ବିବାହ ପରେ ବରକୁ ଉଠାଇ ଆଣି ଥାନାରେ ଅଟକ ରଖିଲା ପୋଲିସ।
ସ୍ୱାମୀ ଫେରିବେ, ସ୍ୱାମୀ ଆସିବେ ଏହି ଆଶାରେ ବିତିଗଲା ତାଙ୍କର ୧୦ ବର୍ଷ। ସତକୁ ସତ ସ୍ୱାମୀ ମଧ୍ୟ ଫେରିଲେ। ସ୍ୱାମୀ ଯାଇଥିଲେ ତ ଯାଇଥିଲେ ଆଉ ଘରକୁ ଫେରିନଥିଲେ। ହେଲେ ଶେଷରେ ସ୍ତ୍ରୀର ନିଷ୍ଠା ଓ ପ୍ରାର୍ଥନା ସତ ପ୍ରମାଣିତ ହୋଇଛି। ଆଉ ସ୍ୱାମୀ ଫେରିବା ପରେ ଘରେ ଖୁସି କହିଲେ...
ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା, କିନ୍ତୁ ଏଥର ହେବ। ଫେଲ୍ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ଏହି ପରୀକ୍ଷା ହେବ।
ଟ୍ରାଫିକ ଜାମ୍ରେ ଫସିଥିବା ଜଣେ ଯୁବତୀ ରାପିଡୋ ସ୍କୁଟି ପଛରେ ବସି ଲାପ୍ଟପ୍ରେ ଅଫିସ କାମ କରୁଛନ୍ତି। କାମକୁ ନେଇ ଯେଭଳି ଭାବେ ଯୁବତୀ ସିରିୟସ୍ ଅଛନ୍ତି ଓ ତାଙ୍କର ପରିଶ୍ରମକୁ ଲୋକମାନେ ପ୍ରଶଂସା କରିଛନ୍ତି।
ହଜାରେ ନୁହେଁ କି ଲକ୍ଷ ନୁହେଁ, କୋଟି କୋଟି ଟଙ୍କା ନେଇ ଯାଉଥିବା ଏକ ଟ୍ରକ୍ ଅଧା ରାସ୍ତାରେ ଖରାପ ହୋଇଯାଇଥିଲା। ଆଉ ଏହି ଖବର ବିଜୁଳି ବେଗରେ ପ୍ରଚାର ହେବାପରେ ଲୋକଙ୍କ ଭିଡ଼ ଜମିଥିଲା।