ଭୁବନେଶ୍ୱର: ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ… ରଜ ଉତ୍ସବର ଆଜି ହେଉଛି ପହିଲି ରଜ। ଏହି ପର୍ବ ପାଇଁ ଚାରିଆଡ଼େ ଉତ୍ସବ ମୁଖର। ଗାଁଠୁ ସହର ସବୁଆଡ଼େ ରଜର ମହକ। ବିଶେଷ କରି ଝିଅମାନଙ୍କ ମଧ୍ୟରେ ଉତ୍ସାହ କାହିଁରେ କ’ଣ। ଗତକାଲି ଥିଲା ସଜବାଜ। ...
ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ଫେଲ୍ ହୋଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭୨ ପ୍ରତିଶତ କେବଳ ଇଂରାଜୀ ପେପର୍ରେ ଫେଲ୍ ହୋଇଛନ୍ତି। ଫଳରେ ପାସ୍ ହାର କମିଛି । ଏନେଇ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି,“ ଇଂରାଜୀ ପାଠକୁ ଅଧିକ କ୍ରିୟାଶୀଳ କରିବାକୁ କାର୍ଯ୍ୟ...
ନୂଆଦିଲ୍ଲୀ: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଯାଇ ଦିଲ୍ଲୀ ଏମ୍ସ୍ ଡାକ୍ତରମାନେ ଅଭିନବ ଢଙ୍ଗରେ ତାଙ୍କର ବିକ୍ଷୋଭ କରିଛନ୍ତି। ଦିଲ୍ଲୀ ଏମ୍ସର ରେସିଡେଣ୍ଟ ଡକ୍ଟର୍ସ ଆସୋସିଏସନ୍ (ଆରଡିଏ)ର ସଦସ୍ୟମାନେ ଆକ୍ରମଣର ଶିକାର ହୋଇଥିବା ଡାକ୍ତରଙ୍କ ସମର୍ଥନରେ ହେଲମେଟ୍ ଏବଂ ବ୍ୟାଣ୍ଡେଜ୍ ପିନ୍ଧି କାର୍ଯ୍ୟରେ ଯୋଗଦେଇଛନ୍ତି। ଡାକ୍ତରମାନେ...
କଟକ: ଭାଇବୋହୂକୁ ଭୁଜାଲିରେ ହାଣିଲା ଦେଢ଼ଶୁର। କଟକ ଜିଲ୍ଲା ନିଆଳି ଥାନା ପହଙ୍ଗା ଗାଁରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ଭାଇବୋହୂକୁ ଭୁଜାଲିରେ ଆକ୍ରମଣ କରିଛନ୍ତି। ଆହତ ମହିଳାଙ୍କ ନାଁ କାଦମ୍ୱିନୀ ବାରିକ। ତାଙ୍କୁ ପ୍ରଥମେ ନିଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ...
ଭୁବନେଶ୍ୱର: ଆହୁରି ୪୮ ଘଣ୍ଟା ଧରି ରାଜ୍ୟରେ ହିଟ୍ ୱେଭ କଣ୍ଡିସନ୍ ଜାରି ରହିବ। ଫଳରେ ପାରଦ ବଢ଼ିବା ସହ ଗରମ ବି ବଢ଼ିବ। ବିଶେଷକରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ବୃଦ୍ଧି ପାଇବ। ତେବେ ଉପକୂଳ ଓଡ଼ିଶା ତାତିରୁ ସାମାନ୍ୟ ଆଶ୍ୱସ୍ତି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...
ଭୁବନେଶ୍ୱର: ଜୁଲାଇ ୮ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇ ଜୁଲାଇ ୧୪ ରେ ଶେଷ ହେବ। ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମେ’ ୨୧ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଚଳିତ ବର୍ଷ ୫ ଲକ୍ଷ...
ବ୍ରହ୍ମପୁର: ବିବାହ ଭୋଜି ଓ ବିଭିନ୍ନ କାର୍ଯ୍ୟକ୍ରମରେ ସାପ, ଏଣ୍ଡୁଅଙ୍କ ସହ ସେଲଫି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କାରଣ ପ୍ରତିଯୋଗିତା ମୂଳକ ଦୁନିଆରେ କିଛି ନୂଆ କରି ଚର୍ଚ୍ଚାକୁ ଆସିବା ପାଇଁ ସମସ୍ତେ ବ୍ୟସ୍ତ। ଏଥିପାଇଁ ବିଭିନ୍ନ ପ୍ରକାରର ଉପାୟ ଆପଣାଇ ଲୋକମାନେ ଏହାକୁ ସଫଳ...
ନୂଆଦିଲ୍ଲୀ/ଭୁବନେଶ୍ୱର: ଦୁର୍ଘଟଣାଗ୍ରସ୍ତ ବାୟୁସେନା ବିମାନ ଏଏନ୍-୩୨ରେ ଆଉ କେହି ବି ଜୀବିତ ନାହାନ୍ତି। ଏନେଇ ଆଜି ଭାରତୀୟ ବାୟୁ ସେନା ବିଧିବଦ୍ଧ ଭାବେ ଘୋଷଣା କରିଛି। ବିମାନରେ ଥିବା ସମସ୍ତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ବିମାନରେ ଓଡ଼ିଆ ପାଇଲଟ୍ ସୁନୀତ ମହାନ୍ତି ମଧ୍ୟ ଥିଲେ। ତାଙ୍କ ଘର...