ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳକୁ ଏକ ଝାଡ଼ଖଣ୍ଡୀ ହାତୀପଲ ପଶି ଆସିଛନ୍ତି। ଦୁର୍ଗାଦେବୀ ଅଞ୍ଚଳ ଦେଇ ଆଜି ଭୋରରେ ତିନିକୋଶିଆ ଜଙ୍ଗଲରେ ୪୦ଟି ହାତୀ ପଶିଛନ୍ତି। ଏହି ହାତୀପଲରେ ୩୫ଟି ବଡ଼ ହାତୀ ଥିବା ବେଳେ ୫ଟି ଛୁଆ ହାତୀ ଥିବା ନୀଳଗିରି ରେଞ୍ଜର କହିଛନ୍ତି। ୧୦...
ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍ ଅନ୍ତର୍ଗତ ଦିହୁଡି ଆନନ୍ଦପୁର ଗାଁରେ ଜଣଙ୍କ ଘରୁ ଏକ ନାଗୁଣୀ ସହ ୨୪ଟି ନାଗ ଛୁଆ ଉଦ୍ଧାର କରାଯାଇଛି। ଗାଁର ଖଗେଶ୍ୱର ମହାକୁଡଙ୍କ ଘରୁ ଏହି ନାଗ ଛୁଆ ଉଦ୍ଧାର ହୋଇଛି। ଗତକାଲି ସନ୍ଧ୍ୟାରେ ଖଗେଶ୍ୱର ତୋରାଣୀ ହାଣ୍ଡିରେ ଏକ ମଲା...
ଭୁବନେଶ୍ୱର: ରଜ ପରେ ବାହାରିବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ରେଜଲ୍ଟ। ୧୭ କିମ୍ବା ୧୮ ତାରିଖ ବେଳକୁ ରେଜଲ୍ଟ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଜୁନ୍ ୩ ତାରିଖରେ ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାର ଫଳ...
ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ୍ ୱେଭ୍ କଣ୍ଡିସନ୍ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କହିଛି। ଏନେଇ ୧୦ଟି ଜିଲ୍ଲାକୁ...
ମୁମ୍ବାଇ: ଫିଲ୍ମ ‘ଭାରତ’ରେ ଅଭିନୟ କରିଥିବା କ୍ୟାଟ୍ରିନା କୈଫ୍ ଏବେ ଚର୍ଚ୍ଚାରେ। ଏମିତିରେ କ୍ୟାଟ୍ରିନା ତାଙ୍କ ଗ୍ଲାମରସ୍ ଲୁକ୍ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ ତାଙ୍କର ଏକ ବ୍ରାଇଡାଲ୍ ଲୁକ୍ର ଫଟୋ ସୋଶାଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ଏହା ସହ ସେ ବିବାହ କରିବାକୁ ଯାଉଛନ୍ତି...
ଇସଲାମାବାଦ: ଋଣରେ ବୁଡ଼ିଛି ପାକିସ୍ତାନ। ଦେଶ ଚଳାଇବା ପାଇଁ ନାହିଁ ଆବଶ୍ୟକ ଟଙ୍କା। ଗତକାଲି ପାକିସ୍ତାନ ସରକାର ସଂସଦରେ ବଜେଟ ଉପସ୍ଥାପନ କରିବା ବେଳେ ଏହା ଜଣାପଡ଼ିଛି। ବଜେଟ ଉପସ୍ଥାପନ ପୂର୍ବରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ୍ ଖାନ୍ ଗଣମାଧ୍ୟମକୁ ଦେଇଥିବା ପ୍ରତିକ୍ରିୟା ଏବେ ପାକିସ୍ତାନରେ ଚର୍ଚ୍ଚାର ବିଷୟ ପାଲଟିଛି।...
ଭୁବନେଶ୍ୱର: ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆ ତୀର୍ଥଯାତ୍ରୀଙ୍କ ପରିବାର ପ୍ରତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଗଭୀର ସମବେଦନା ଜଣାଇଛନ୍ତି। ବୈଦେଶିକ ମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି,“ନେପାଳରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶ୍ରୀଯୁକ୍ତ ଜେନା ଓ ଶ୍ରୀଯୁକ୍ତ ବିଶ୍ୱାଳଙ୍କ ପରିବାରକୁ ମୁଁ ଗଭୀର...
ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ନିଖୋଜ ବିମାନ ଏନ୍-୩୨ ଆଠ ଦିନ ପରେ ଠାବ ହୋଇଛି। ଠାବ ପରେ ବିମାନର ଭଗ୍ନାବଶେଷର ପ୍ରାୟ ନିକଟରେ ବାୟୁସେନା ଓ ସ୍ଥଳସେନାର ହେଲିକପ୍ଟର ପହଞ୍ଚିଛି। ଆଜି ଭୋରରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ଭାରତୀୟ ବାୟୁସେନାର ଏମ୍ଆଇ-୧୭ ବିମାନ ଆକଶ ମାର୍ଗରେ ସର୍ଚ୍ଚ...
ବଲାଙ୍ଗିର: ପାଟଣାଗଡ଼ର ବିଜେଡି ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ଜୋର ଧରିଛି। ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଚେତାବନୀ ଦେଇଛି। ଏହାସହ ବଲାଙ୍ଗିର ଚାଲ ଡାକରା ମଧ୍ୟ ଦିଆଯାଇଛି। ଅନ୍ୟପକ୍ଷେ, କଲମ ଛାଡ଼ ଆନ୍ଦୋଳନ ଜାରି...
ନୂଆଦିଲ୍ଲୀ: ଆରବ ସାଗରରେ ସୃଷ୍ଟ ହୋଇଥିବା ସାମୁଦ୍ରିକ ଝଡ଼ ‘ବାୟୁ’ ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଗୁଜରାଟରୁ ୪୨୦ କି.ମି. ଦୂରରେ ଅଛି। ଭୟଙ୍କର ବାତ୍ୟାର ରୂପ ନେଇ ଆସନ୍ତାକାଲି ସକାଳେ ଏହି ସାମୁଦ୍ରିକ ଝଡ଼ ଗୁଜରାଟ ଉପକୂଳ ଅତିକ୍ରମ କରିବ ବୋଲି...
ଲଣ୍ଡନ: ଏବେ ବିଶ୍ୱକପ୍ ପାଇଁ ଚର୍ଚ୍ଚାରେ ଥିବା ଲଣ୍ଡନରେ ମିଳୁଛି ସମ୍ପୂର୍ଣ୍ଣ ଭାରତୀୟ ଶୈଳୀରେ ପ୍ରସ୍ତୁତ ‘ଝାଲମୁଢ଼ି’। ତା’ପୁଣି ଭାରତ ସଦ୍ୟ ଅଷ୍ଟ୍ରେଲିଆକୁ ହରାଇଥିବା ଓଭାଲ ଷ୍ଟାଡିଅମ୍ ବାହାରେ। ପସରାର ଶୈଳୀ ସମ୍ପୂର୍ଣ୍ଣ ଭାରତୀୟ। ବିଭିନ୍ନ ଡବାରେ ଭଳିକି ଭଳି ମୁଡ଼ୁମୁଡ଼ିଆ ଖାଦ୍ୟ ଦ୍ରବ୍ୟ। ଆଉ ଏସବୁକୁ ଘାଣ୍ଟି...