• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

snake bite
ସାପ କାମୁଡ଼ାରେ ମା’ପୁଅଙ୍କ ମୃତ୍ୟୁ

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍‌ କୁର୍ସି ପଞ୍ଚାୟତ ମାଳପାରା ଗାଁରେ ସାପ କାମୁଡ଼ି ଦେବାରୁ ଜଣେ ମହିଳା ଓ ତାଙ୍କ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତକ ମହିଳାଙ୍କ ନାଁ ଲକ୍ଷ୍ମୀ ଗଣ୍ଡ। ତାଙ୍କ ପୁଅ ନାଁ ଭାଗିରଥୀ ଗଣ୍ଡ (୫)। ଗତକାଲି ରାତିରେ ଏ ଦୁଇ ଜଣ...

police station
ହାତୁଡ଼ିରେ ପିଟି ପିଟି ବୋହୂକୁ ହତ୍ୟା!

ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଜଣେ ମହିଳାଙ୍କୁ ତାଙ୍କ ଶାଶୂ ଘର ଲୋକେ ହାତୁଡ଼ିରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପିଙ୍କି ସ୍ୱାଇଁ। ତାଙ୍କ ବାପଘର ମଧ୍ୟ ସେହି ଗାଁରେ। ଆଜି ସକାଳେ ପିଙ୍କିଙ୍କ...

patnagarh
ଜେଇଙ୍କୁ ଉଠ୍‌ବସ୍‌ ଘଟଣା: ପରିବାର ପ୍ରତି ବିପଦ ଥିବା ‌ଆଶଙ୍କା କଲେ ଜେଇଙ୍କ ପତ୍ନୀ

ବଲାଙ୍ଗିର: ପାଟଣାଗଡ଼ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ(ଜେଇ)ଙ୍କୁ ଉଠ୍‌ବସ୍‌ କରିବା ଘଟଣାରେ ବିଧାୟକ ସରୋଜ ମେହେରଙ୍କ ବିରୋଧରେ ପୁଲିସ୍‌ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ଜେଇଙ୍କ ପତ୍ନୀ ଅଭିଯୋଗ କରିଛନ୍ତି। ତାଙ୍କ ପରିବାର ସଦସ୍ୟଙ୍କ ଜୀବନ ପ୍ରତି ବିପଦ ଥିବା କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କ ପତ୍ନୀ ଆଶଙ୍କା କରିଛନ୍ତି। ...

sbi
ଜୁଲାଇ ୧ରୁ ବଦଳିବ ଏସ୍‌ବିଆଇର ନିୟମ

ନୂଆଦିଲ୍ଲୀ: ଜୁଲାଇ ୧ ତାରିଖରୁ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ (ଏସ୍‌ବିଆଇ) ତା’ର କିଛି ନିୟମ ପରିବର୍ତ୍ତନ କରିବାକୁ ଘୋଷଣା କରିଛି। ଏହା ଦ୍ୱାରା ବ୍ୟାଙ୍କର ୪୨ କୋଟି ଗ୍ରାହକ ସିଧାସଳଖ ଭାବେ ପ୍ରଭାବିତ ହେବେ। ଏସ୍‌ବିଆଇ ପକ୍ଷରୁ କୁହାଯାଇଛି ଯେ, ଜୁଲାଇ ୧ରୁ ରେପୋ ରେଟ୍‌ ଅନୁସାରେ...

kerala
କେରଳ ଛୁଇଁଲା ମୌସୁମୀ; ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ନୂଆଦିଲ୍ଲୀ/ଭୁବନେଶ୍ୱର: କେରଳ ଛୁଇଁଲା ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଉପକୂଳ ଛୁଇଁଥିବା ନେଇ ଭାରତୀୟ ପାଣିପାଗ ବିଭାଗରର ନବ ନିଯୁକ୍ତ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  ଏହାର ପ୍ରଭାବରେ କେରଳର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ପ୍ରବଳରୁ ଅତି ପ୍ରବଳ ମାତ୍ରାରେ...

sitalasashthi
ସରିଲା ଦେବ ଦମ୍ପତିଙ୍କ ବିବାହ

ସମ୍ବଲପୁର: ଭୋଳାବାବାଙ୍କ ବିବାହ ଗତକାଲି ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଆଜି ରାତିରେ ଦେବ ଦମ୍ପତିଙ୍କ ଯୁଗଳ ଦର୍ଶନ ଶୋଭାଯାତ୍ରା ଆରମ୍ଭ ହେବ। ସବୁ ରୀତିନୀତି ସରିବା ପରେ ଗତକାଲି ବରଯାତ୍ରୀଙ୍କୁ ସାଥିରେ ନେଇ କନ୍ୟାଘର ଅଭିମୁଖେ ବାହାରିଥିଲେ ମହାଦେବ। ଏଥିଲାଗି ଚଳଚଞ୍ଚଳ ସମ୍ବଲପୁର ସହର ହୋଇ ପଡ଼ିଥିଲା। ସହରର ଝାଡୁଆପଡ଼ା,...

pm modi..
‘ଭାଙ୍ଗିବ କଂଗ୍ରେସ ରେକର୍ଡ, ୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ ବିଜେପି’

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦି ଲଗାତାର ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିବା ବେଳେ ବିଜେପି ମହାସଚିବ ରାମ ମାଧବ ଦାବି କରିଛନ୍ତି ଯେ, ତାଙ୍କ ଦଳ ୨୦୪୭ ପର୍ଯ୍ୟନ୍ତ ଦେଶରେ ଶାସନ କରିବ। ତ୍ରିପୁରାର ରାଜଧାନୀ ଅଗରତାଲାରେ ଏକ ରାଲିରେ ଯୋଗ ଦେବା ଅବସରରେ ସେ ଏହିକଥା କହିଛନ୍ତି।...

rain
୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର। ଦିନ ୨ଟା ପର୍ଯ୍ୟନ୍ତ...

ojee
ଆଜି ଓଜେଇଇ ଅନ୍‌ଲାଇନ୍ ଟେଷ୍ଟ

ଭୁବନେଶ୍ୱର: ଏମ୍‌ବିଏ,ଏମ୍‌ସିଏ, ଏମ୍‌.ଟେକ୍‌, ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି, ଏମ୍‌ସିଏ ପାଠ୍ୟକ୍ରମରେ ନାମ ଲେଖା ପାଇଁ  ଓଜେଇଇ ପକ୍ଷରୁ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଅନ୍‌ଲାଇନ୍‌ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମଥର ଲାଗି ପିଜି ସ୍ତରର କୋର୍ସ ପାଇଁ ଓଜେଇଇ ପକ୍ଷରୁ ଅନ୍‌ଲାଇନ୍‌ ପରୀକ୍ଷା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।