ଭୁବନେଶ୍ୱର: ମୌସୁମୀ ପହଞ୍ଚିବାରେ ପୁଣି ବିଳମ୍ବ ହେବା ନେଇ ଭାରତୀୟ ପାଣିପାଗ ବିଭାଗ ଅନୁମାନ କରିଛି। ଆସନ୍ତାକାଲି ମୌସୁମୀ କେରଳ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ହେଲେ ମୌସୁମୀ ଓଡ଼ିଶାରେ ପହଞ୍ଚିବାରେ ବିଳମ୍ବ ହେବା ସହ ନିର୍ଦ୍ଦିଷ୍ଟ ତାରିଖ ଆକଳନ ହୋଇନି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଭାରତୀୟ...
ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶରେ ରହିବେ ପାଞ୍ଚ ଜଣ ଉପମୁଖ୍ୟମନ୍ତ୍ରୀ। ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗ, ସଂଖ୍ୟାଲଘୁ ଏବଂ କାପୁ ସମାଜରୁ ଜଣେ ଲେଖାଏ ଉପମୁଖ୍ୟମନ୍ତ୍ରୀ କରାଯିବ। ଅମରାବତୀରେ ଆୟୋଜିତ...
ଆନନ୍ଦପୁର (ମୁନା ସିଂହ): ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଜନିନ୍ଦାପାଳରେ ଜଣେ ଟ୍ରକ୍ ମାଲିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ନିରଞ୍ଜନ ସାହୁ। କେହି ଜଣେ ତାଙ୍କୁ ଫୋନ୍ କରି ଘରୁ ଡାକିବା ପରେ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ରାତିରେ କେହି...
ବଲାଙ୍ଗିର: ପାଟଣାଗଡ଼ର ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଦ୍ଧାର କରାଯିବା ପରେ ଆଜି ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ବିଧାୟକଙ୍କ ନିର୍ଦ୍ଦେଶରେ ନିର୍ବାହୀ ଯନ୍ତ୍ରୀ ଚାପୁଡ଼ା ମାରିଥିବା କନିଷ୍ଠ ଯନ୍ତ୍ରୀ ଜୟକାନ୍ତ କାନ୍ଦିକାନ୍ଦି କୋହଭରା କଣ୍ଠରେ ଅଭିଯୋଗ କରିଛନ୍ତି। ସେ ଅଭିଯୋଗ କରିଛନ୍ତି, ‘ଘଟଣାସ୍ଥଳରେ...
ଭୁବନେଶ୍ୱର: ଆଜି ଭୁବନେଶ୍ୱର ଆସୁଛନ୍ତି ବଲିଉଡ୍ ଅଭିନେତ୍ରୀ ୟମି ଗୌତମ। ଭୁବନେଶ୍ୱର ଜନପଥ ରୋଡ୍ରେ ଥିବା ଏକ ଶୋ’ରୁମ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ୟମି ଯୋଗଦେବେ। ଆଜି ଅପରାହ୍ନ ୩ଟାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ବାତ୍ୟା ‘ଫୋନି’ରେ ହୋଇଥିବା କ୍ଷୟକ୍ଷତି ଏବଂ ଏଥିରେ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ...
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିଛି। ଏଥିସହ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨-୩ ଦିନ...
ଭୁବନେଶ୍ୱର: ରୋଷେଇ ସମୟରେ ଆମେ ପିଆଜ ବ୍ୟବହାର କରିଥାଉ। ମୁଖ୍ୟତଃ ଏହାକୁ ଆମେ ମସଲା ଭାବେ ବ୍ୟବହାର କରିଥାଉ। ଏହାକୁ କଞ୍ଚା ମଧ୍ୟ ଖିଆଯାଏ। ପିଆଜ ଖାଦ୍ୟକୁ ସ୍ୱାଦିଷ୍ଟ କରିବା ସହ ଶରୀରକୁ ମଧ୍ୟ ଅନେକ ଫାଇଦା ଦେଇଥାଏ। ଏଥିରେ ଭିଟାମିନ୍ ସି, ଫାଇବର୍, କ୍ୟାଲ୍ସିୟମ୍, ଆଇରନ୍, ଆଣ୍ଟିଅକ୍ସିଡାଣ୍ଟ...
ବଲାଙ୍ଗିର: ପାଟଣାଗଡ଼ର ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଦ୍ଧାର କରାଯାଇଛି। ନୂଆପଡ଼ା ଜିଲ୍ଲା ଖରିଆରରୁ ଉଦ୍ଧାର କରି ତାଙ୍କୁ ଘରେ ଛାଡ଼ିଥିବା ନେଇ ପାଟଣାଗଡ ପୁଲିସ୍ ସୂଚନା ଦେଇଛି। ନିମ୍ନମାନର ରାସ୍ତା କାମ ଯୋଗୁଁ ପାଟଣାଗଡ଼ ବିଧାୟକ ସରୋଜ ମେହେର କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ବସ୍ କରାଇଥିଲେ।...
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ହେବ ବୋଲି ପାଣିପାଗ...
ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମାରେ ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଏନ୍କାଉଣ୍ଟର ହୋଇଛି। ଦକ୍ଷିଣ କଶ୍ମୀରର ପୁଲୱାମାର ଲାସିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ସୂଚନା ପାଇବା ପରେ ମିଳିତ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା। ଏହି ସମୟରେ ସୁରକ୍ଷାକର୍ମୀ ଓ...
ଭୁବନେଶ୍ୱର: ଗୋଆ ଓ ଆଣ୍ଡାମାନ୍ ଭଳି ଚିଲିକାରେ ଚାଲିବ କ୍ରୁଜ୍। ଏଥିସହ କେରଳ ଭଳି ବୋଟ୍ ହାଉସ୍ ତଥା ଫ୍ଲୋଟିଂ ରେଷ୍ଟୁରାଷ୍ଟର ମଜା ମଧ୍ୟ ନେଇ ପାରିବେ ଚିଲିକାକୁ ଆସୁଥିବା ପର୍ଯ୍ୟଟକ। ଏଥିପାଇଁ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛି। ଇଣ୍ଟିଗ୍ରେଟେଡ୍ କୋଷ୍ଟାଲ୍ ଜୋନ୍...
କୋରାପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ନିକଟସ୍ଥ କାଉଗୁଣ୍ଠା ଗାଁ ଠାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ‘ନଡ଼ିଆରାଣୀ’ ବସ୍ ଓଲଟି ପଡ଼ିବା ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କିଛି ମହିଳା ଅଛନ୍ତି ବୋଲି ସୂଚନା ମିଳିଛି। ତେବେ ଅନ୍ୟ...
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ୍ ଖାନ୍ଙ୍କୁ ସାଂଘାଇ କୋଅପରେସନ୍ ଅର୍ଗାନାଇଜେସନ୍ (ଏସ୍ସିଓ) ସମ୍ମିଳନୀରେ ଭେଟ ହେବାର ସମ୍ଭାବନା କମିବାର ଲାଗିଛି। ପୂର୍ବରୁ କିର୍ଗିଜ୍ସ୍ତାନର ରାଜଧାନୀ ବିଶ୍କେକ୍ଠାରେ ଉଭୟ ରାଷ୍ଟ୍ରନେତା ଭେଟ ହେବା ନେଇ ଚର୍ଚ୍ଚା ହେଉଥିଲା। କେନ୍ଦ୍ର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରବୀଶ...