ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣଙ୍କ ହେଲେ ଆକୁଳ ଗାଁର ରବି ରଣାସିଙ୍ଗଙ୍କ ସ୍ତ୍ରୀ କଦଳୀ ରଣାସିଙ୍ଗ। ଆଜି ସକାଳେ ସେ ମହୁଲ ଗୋଟାଇବାକୁ ମଲଣ୍ଡା ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିଲେ। ସେହି ସମୟରେ ସେ ହାତୀ...
ଭୁବନେଶ୍ୱର: ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ପବନ ମଧ୍ୟ ବହିବ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ...
ଭୁବନେଶ୍ୱର: ଓଡ଼ିଆ ହାସ୍ୟ ଅଭିନେତା ସଲିଲ୍ ମିତ୍ରଙ୍କ ପରଲୋକରେ ଓଡ଼ିଆ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି। ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସଲିଲ୍ଙ୍କ ମୃତ୍ୟୁକୁ ନେଇ ବର୍ଷୀୟାନ୍ ଅଭିନେତା ଅଜିତ୍ ଦାସ କହିଛନ୍ତି, ‘ସଲିଲ୍ ଜଣେ ଭଲ ମଣିଷ ଓ...
କୋଲକାତା: ସାଧାରଣ ନିର୍ବାଚନ ପାଇଁ ବ୍ୟବହୃତ ହୋଇଥିବା ଇଭିଏମ୍ ମେସିନ୍ ହଟାଇବା ଦାବିରେ ପୁଣି ଏକ ହେବା ପାଇଁ ୨୩ ବିରୋଧୀ ଦଳକୁ ଆହ୍ୱାନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଇଭିଏମ୍ ବଦଳରେ ବ୍ୟାଲଟ୍ ପେପର ବ୍ୟବହୃତ ଦାବି କରି ଆଗାମୀ ଦିନରେ ଆନ୍ଦୋଳନ କରିବେ ବୋଲି...
ବେଙ୍ଗାଲୁରୁ: ଚରମ ଆର୍ଥିକ ଦୁଃସ୍ଥିତି ଯୋଗୁ ଜଣେ ବାପା ତା’ର ନିଜର ୧୨ ବର୍ଷର ପୁଅକୁ ଫ୍ୟାନ୍ରେ ଟଙ୍ଗାଇ ହତ୍ୟା କରିଛି। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ପୁଅକୁ ହତ୍ୟା କରିବା ବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କ ଝିଅ ମୋବାଇଲ୍ ଫୋନ୍ରେ ଏହାକୁ ରେକର୍ଡିଂ ମଧ୍ୟ କରିଛି। ବ୍ୟକ୍ତି...
କଟକ: ଦୀର୍ଘ ଅଢ଼େଇ ବର୍ଷ ପରେ କଟକ ବାରବାଟୀ ଷ୍ଟାଡିୟମକୁ ଫେରିଲା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍ ମ୍ୟାଚ୍। ବାରବାଟୀରେ ଆଗାମୀ ଭାରତ-ୱେଷ୍ଟ୍ଇଣ୍ଡିଜ୍ ସିରିଜର ତୃତୀୟ ମ୍ୟାଚ୍ ଖେଳାଯିବ ନେଇ ଓସିଏ ପରିଚାଳନା କମିଟି ଅଧ୍ୟକ୍ଷ ଧୀରେନ୍ ପଲେଇ ସୂଚନା ଦେଇଛନ୍ତି। ବିସିସିଆଇ ପକ୍ଷରୁ ସମ୍ପୂର୍ଣ୍ଣ ଘରୋଇ ଅନ୍ତର୍ଜାତୀୟ ସୂଚୀ...
ଭୁବନେଶ୍ୱର: ଓଡ଼ିଆ ହାସ୍ୟ ଅଭିନେତା ସଲିଲ୍ ମିତ୍ରଙ୍କ ପରଲୋକ। ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗତ ୧୨ ତାରିଖରେ କେନ୍ଦୁଝର ଘଟଗାଁ କଲେଜ ଛକ ନିକଟରେ ସଲିଲଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଓ ପରେ...
ଭୁବନେଶ୍ୱର: ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହେଉଛି। ଓଡ଼ିଶାରେ ମୌସୁମୀ ବାୟୁ ବିଳମ୍ବରେ ପହଞ୍ଚିବ। ଆସନ୍ତା ୬ ତାରିଖରେ ମୌସୁମୀ କେରଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୌସୁମୀ ଏବେ ଆଣ୍ଡାମାନକୁ ପ୍ରଭାବିତ କରି ଆଗକୁ ବଢ଼ୁଛି। ୬ରେ କେରଳ ଛୁଉଁଥିବାରୁ ଓଡ଼ିଶାକୁ...
ନୂଆଦିଲ୍ଲୀ/ଭୁବନେଶ୍ୱର: ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନେଇ ଏବେ ଦେଶ ସାରା ଚର୍ଚ୍ଚା ଚାଲିଛି। ବିଶେଷ କରି ତାଙ୍କ ସରଳ ଜୀବନଯାପନ ସମସ୍ତଙ୍କୁ ଆକୃଷ୍ଟ କରିଥିବା ବେଳେ ଜାତୀୟ ଗଣମାଧ୍ୟମଗୁଡ଼ିକ ତାଙ୍କୁ ‘ଓଡ଼ିଶାର ମୋଦି’ ବୋଲି କହୁଛନ୍ତି। ଉଭୟ ଗଣମାଧ୍ୟମ ଓ ସୋଶାଲ୍ ମିଡିଆରେ ତାଙ୍କୁ ନେଇ...
ଭୁବନେଶ୍ୱର: ଆଜି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ୯୭, ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୦,୭୦୬ ଜଣ ପାସ୍ କରିଛନ୍ତି। ଚଳିତ ବର୍ଷ ୭୨.୩୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି। ଯାହା ଗତବର୍ଷ ତୁଳନାରେ ୪.୬୫% କମ୍। ଚଳିତ ବର୍ଷ ୨୦, ୮୦୬ଜଣ ଛାତ୍ରଛାତ୍ରୀ...