ଭୁବନେଶ୍ୱର: ଆଜି ରାଜ୍ୟର ୭ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ, ଗଜପତି ଏବଂ ଗଞ୍ଜାମ। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ଅପରାହ୍ନ ୩ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ...
ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ୯ଟି କଲେଜରେ ରେଜଲ୍ଟ ଶୂନ ରହିଥିବା ବେଳେ ୨୯ଟି କଲେଜରେ ଶହେ ପ୍ରତିଶତ ରେଜଲ୍ଟ ହୋଇଛି। ଫଳାଫଳ ପ୍ରକାଶ ପରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଯେଉଁ ଯେଉଁ...
ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତ ବର୍ଷର ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ଆଜି ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମରେ ରେଜଲ୍ଟ ପ୍ରକାଶିତ ହୋଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରେଜଲ୍ଟ ଘୋଷଣା କରିଛନ୍ତି। ଚଳିତ ବର୍ଷ ୭୨.୩୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍...
ଭୁବନେଶ୍ୱର: ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ,...
ନୂଆଦିଲ୍ଲୀ/ଭୁବନେଶ୍ୱର: ଗତ କିଛି ଦିନ ଧରି ସୋଶାଲ ମିଡିଆରେ ବେଶ୍ ଚର୍ଚ୍ଚାରେ ଥିବା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ନେବାପରେ ତାଙ୍କୁ ନେଇ ଚର୍ଚ୍ଚା କମିବାର ନାଁ ଧରୁନି। ସାରା ଦେଶରେ ତାଙ୍କ ନିଆରା ଜୀବନଶୈଳୀର ପ୍ରଶଂସକଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ସେଥିରେ ଆଉ...
ଡାମାସ୍କସ୍: ସିରିଆର ଉତ୍ତରପଶ୍ଚିମରେ ଥିବା ଅଜାଜ୍ ସହରରେ ଗତକାଲି ଏକ କାର୍ ବୋମା ବିସ୍ଫୋରଣରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ମଧ୍ୟ ହୋଇଛନ୍ତି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ସହରର ଏକ ମସଜିଦ ନିକଟରେ ଏହି...
ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ କପୁରମାଲ ନିକଟସ୍ଥ ରଜାମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳ ପ୍ରାୟ ୬ଟା ବେଳେ ଏହି ଦୁର୍ଘଟଣା...
ଭୁବନେଶ୍ୱର: ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକ୍ ଅନ୍ତର୍ଗତ ଭଦ୍ରା ଗାଁରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଛି। ସଂପର୍କରେ ଏ ଦୁଇ ଜଣ ଯାଆ ବୋଲି ଜଣାପଡ଼ିଛି। ସେମାନେ ହେଲେ...
ଭୁବନେଶ୍ୱର: ସାଧାରଣ ନିର୍ବାଚନରେ ନିଜ ଦଳର ୬ଜଣ ରାଜ୍ୟସଭା ସାଂସଦଙ୍କୁ ପ୍ରାର୍ଥୀ କରିଥିବା ବିଜେଡି ଏବେ ପୁଣିଥରେ ଏହି ସମସ୍ତ ସିଟ୍କୁ ନିଜ ଅକ୍ତିଆରରେ ରଖିବା ପାଇଁ ଅଙ୍କକଷା ଆରମ୍ଭ କରିଦେଇଛି। ବିଜେଡିର ୬ଜଣ ରାଜ୍ୟସଭା ସାଂସଦଙ୍କ ମଧ୍ୟରୁ ୪ଜଣ ସାଧାରଣ ନିର୍ବାଚନରେ ବିଜୟୀ ହୋଇଥିବାରୁ ଉକ୍ତ ୪ଟି...
ଭୁବନେଶ୍ୱର: ଆଜି ସାବିତ୍ରୀ ଅମାବାସ୍ୟା। ସ୍ୱାମୀଙ୍କ ଦୀର୍ଘାୟୁ ଓ ମଙ୍ଗଳ କାମନା କରି ବିବାହିତ ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରୁଛନ୍ତି। ଏଥିପାଇଁ ସକାଳୁ ସକାଳୁ ମନ୍ଦିର ଗୁଡିକରେ ମହିଳାଙ୍କ ଭିଡ ଦେଖିବାକୁ ମିଳିଛି। ନୂଆ ଶାଢୀ, ଚୁଡ଼ି, ସିନ୍ଦୂର ଓ ଫଳ ମୂଳ ଇତ୍ୟାଦି ଧରି ମହିଳାମାନେ...
କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ସଦର ଥାନା ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିବେଦିତା ଦାଶ ଓ ପଙ୍କଜିନୀ ଦାଶ। ସେମାନଙ୍କ ଘର ରାଇସୁଆଁ ଗାଁରେ। ପ୍ରତିଦିନ ଭଲି ଆଜି ସକାଳେ ଦୁଇ ଭଉଣୀ ମର୍ଣ୍ଣିଂ ୱାକ୍ରେ ବାହାରିଥିଲେ। ହେଲେ ସଦର...
ବେଜିଂ: ଚାଇନାର ସୋଶାଲ ମିଡିଆରେ ଉଡ଼ନ୍ତା ଥାଳିଆକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଜାରି ରହିଛି। କୁହାଯାଉଛି ଯେ, ଚାଇନାର ବିଭିନ୍ନ ପ୍ରଦେଶର ବାସିନ୍ଦା କୁଆଡ଼େ ଆକାଶରେ ଉଡ଼ନ୍ତା ଥାଳିଆ ଭଳି କିଛି ବସ୍ତୁ ଦେଖିଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ଶନିବାର ଓ ରବିବାର ଦୁଇ ଦିନ ଧରି ଚାଇନା...
ଭୁବନେଶ୍ୱର: ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ଆଜି ମଧ୍ୟାହ୍ନ ୧୨ଟାରେ ପ୍ରକାଶ ପାଇବ। ଭୁବନେଶ୍ୱର ସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଛାତ୍ରଛାତ୍ରୀ www.chseodisha.nic.in କିମ୍ବା www.orissaresults.nic.in ୱେବସାଇଟ୍ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ୩ ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ...