• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

kalpana
ଜନ୍ମମାଟିରେ କଳ୍ପନାଙ୍କ ମରଶରୀର

ଢେଙ୍କାନାଳ: ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳରେ ପହଞ୍ଚିବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ଓ ସାଧାରଣ ଜନତା ମିନି ଷ୍ଟାଡିୟମରେ ତାଙ୍କର ଶେଷ ଦର୍ଶନ କରିଛନ୍ତି। କଳ୍ପନାଙ୍କ ମରଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ତାଙ୍କ ଗାଁ ସାରିଆପଡ଼ାକୁ ନିଆଯାଇଛି। ସେଠାରେ...

crocodile
ଯୁବକଙ୍କୁ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅନ୍ତର୍ଗତ ମଣ୍ଡପଡ଼ା ଗାଁରେ ଜଣେ ଯୁବକଙ୍କୁ କୁମ୍ଭୀର ଟାଣି ନେଇଛି। ଯୁବକଙ୍କ ନାଁ ସଞ୍ଜୟ ପ୍ରଧାନ । ଆଜି ସକାଳେ ସଞ୍ଜୟ ବ୍ରାହ୍ମଣୀ ନଦୀରେ ଗାଧୋଉ ଥିବାବେଳେ ହଠାତ୍‌ ତାଙ୍କୁ କୁମ୍ଭୀର ଟାଣି ନେଇଥିଲା। ଗାଁ ଲୋକ କୁମ୍ଭୀର ମୁହଁରୁ ତାଙ୍କୁ ଉଦ୍ଧାର କରିବା ପାଇଁ...

katrina
’କାମ ଉପରେ କମ୍, ରଣବୀରଙ୍କ ଉପରେ ଥିଲା ଅଧିକ ଧ୍ୟାନ’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ତାଙ୍କ ଆଗାମୀ ଫିଲ୍ମ ‘ଭାରତ’ର ପ୍ରମୋସନ୍‌ରେ ବ୍ୟସ୍ତ ଅଛନ୍ତି। ତେଣୁ ବିଭିନ୍ନ ସାକ୍ଷାତକାରରେ ତାଙ୍କୁ ଦେଖିବାକୁ ମିଳୁଛି। ନିକଟରେ ଏକ ସାକ୍ଷାତକାରରେ କ୍ୟାଟ୍ରିନାଙ୍କୁ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଆଲୋଚନା କରୁଥିବାର ଦେଖିବାକୁ ମିଳିଥିଲା। ଏହି ସାକ୍ଷାତକାରରେ ନିଜ ପୂର୍ବ ରିଲେସନ୍‌ସିପ୍‌କୁ...

bbsr
ଭୁବନେଶ୍ୱର ଏସ୍‌ପ୍ଲାନେଡ୍‌ରେ ଡାଇନୋସର୍‌!

ଭୁବନେଶ୍ୱର: ଭୁବନେଶ୍ୱର ଏସ୍‌ପ୍ଲାନେଡ୍ ମଲ୍‌ରେ ଡାଇନୋସର୍‌! କଥା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ହେଲେ ଏହା କୌଣସି ସତସତିକା ଡାଇନୋସର୍‌ ନୁହେଁ ବରଂ କୃତ୍ରିମ ଡାଇନୋସର୍‌। ରାଜଧାନୀର ସବୁଠାରୁ ଏହି ବଡମଲ୍‌ରେ ଡାଇନୋସର୍‌  ବୁଲୁଥିବା ଖବର ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ଖରା ଛୁଟି ଥିବାରୁ ମଲ୍‌ରେ...

murder in bbsr
ରାଜଧାନୀରେ ମର୍ଡର! ପେଟି ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ମର୍ଡର! ଭୁବନେଶ୍ୱର ନୟାପଲ୍ଲୀ ଥାନା ହର୍ଟିକଲ୍ଚର୍ ଅଫିସ୍ ନିକଟରୁ ଏକ ପେଟି ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଦିଲୀପ ସାହୁ। ତାଙ୍କ ଘର ନୟାଗଡ଼ ଜିଲ୍ଲା କଣ୍ଟିଲୋରେ ବୋଲି ଜଣାପଡ଼ିଛି। ଏକ ଅଟାକଳରେ ସେ କାମ କରୁଥିଲେ।  ଏହି ଘଟଣାରେ ପୁଲିସ୍‌...

indian high comission
ଭାରତୀୟ ଦୂତାବାସର ଇଫତାର ପାର୍ଟିରେ ଅତିଥିଙ୍କୁ ତଡ଼ିଦେଲେ ପାକ୍‌ ଅଧିକାରୀ

ଇସଲାମାବାଦ: ସୌଜନ୍ୟତା ଭୁଲିଗଲା ପାକିସ୍ତାନ। ଇସଲାମାବାଦରେ ଥିବା ଭାରତୀୟ ଦୂତାବାସର ଅତିଥିଙ୍କୁ ଧମକ ଦେଖାଇ ଭାରତ ପ୍ରତି ନିଜର ଅସଲ ଆଭିମୁଖ୍ୟ ପାକିସ୍ତାନ ପ୍ରଶାସନ ଦେଖାଇଛି। ଗତକାଲି ଭାରତୀୟ ଦୂତାବାସ ପକ୍ଷରୁ ଇଫତାର ପାର୍ଟିର ଆୟୋଜନ ହୋଇଥିଲା। ଏହି ପାର୍ଟିରେ ଯୋଗ ଦେବା ପାଇଁ ଭାରତୀୟ ଦୂତାବାସ ପକ୍ଷରୁ...

mamata
ମମତାଙ୍କ ପାଖକୁ ‘ଜୟ ଶ୍ରୀରାମ‘ ଲେଖାଥିବା ୧୦ ଲକ୍ଷ ପୋଷ୍ଟକାର୍ଡ ପଠାଇବ ବିଜେପି

କୋଲକାତା: ‘ଜୟ ଶ୍ରୀରାମ’ ନାରାକୁ ନେଇ ପଶ୍ଚିମବଙ୍ଗ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି। ଗୋଟିଏ ପଟେ ‘ଜୟ ଶ୍ରୀରାମ’ ନାରା ଶୁଣିବା ମାତ୍ରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଗି ଯାଉଛନ୍ତି, ଅନ୍ୟପଟେ ମମତାଙ୍କ ପାଖକୁ ଜୟ ଶ୍ରୀରାମ ଲେଖାଥିବା ଆହୁରି କାର୍ଡ ପଠାଇବ ବୋଲି କହିଛି ବିଜେପି। ତେବେ...

katrina
ମୋଦିଙ୍କ ସହ ଡିନର୍‌ କରିବାକୁ ଚାହୁଁଛନ୍ତି କ୍ୟାଟ୍ରିନା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ବହୁ ସଂଖ୍ୟାରେ ଜନମତ ପାଇଥିବା ନରେନ୍ଦ୍ର ମୋଦି ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ୨୦୧୪ ରେ ପ୍ରଧାନମନ୍ତ୍ରୀ ହେବା ଦିନଠାରୁ ମୋଦିଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବଲିଉଡ୍‌ ସେଲେବ୍ରିଟିଙ୍କ ଠାରୁ ଆରମ୍ଭ କରି ବିଶ୍ୱସ୍ତରୀୟ ନେତା ଏବେ ମୋଦିଙ୍କ ଫ୍ୟାନ୍‌ ହୋଇଯାଇଛନ୍ତି।...

Nor’wester rain
କାଳବୈଶାଖୀ ଭାଙ୍ଗିଦେଲା ଘର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗତ କିଛିଦିନ ଧରି କିଛି ସ୍ଥାନରେ ଅପରାହ୍ନରେ କାଳବୈଶାଖୀ ହେଉଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,  ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ...

stray dogs attacked
ବୃଦ୍ଧାଙ୍କୁ ମାରିଦେଲେ ବୁଲା କୁକୁର

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ଥାନା ଅନ୍ତର୍ଗତ ବିଞ୍ଜବାହାଲ ଗାଁରେ ଜଣେ ବୁଦ୍ଧାଙ୍କୁ ବୁଲା କୁକୁର ପଲ ଝୁଣି ମାରି ଦେଇଛନ୍ତି। ମୃତ ବୃଦ୍ଧାଙ୍କ ନାଁ ଭୂମିସୂତା ମାଝୀ। ଆଜି ସକାଳେ ଭୂମିସୂତା ଶୌଚ ପାଇଁ ପୋଖରୀକୁ ଯାଉଥିବା ବେଳେ ୮ରୁ ୧୦ଟି ବୁଲା କୁକୁର ତାଙ୍କୁ...

exam result
ଜୁନ୍ ୩ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ଜୁନ୍ ୩ରେ ପ୍ରକାଶ ପାଇବ। ଦିନ ୧୨ଟା ବେଳେ ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀମାନେ www.chseodisha.nic.in ଓ www.orissaresults.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଦେଖିପାରିବେ।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।