• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

team india
ବିଶ୍ୱକପ୍ ଅଭିଯାନ ଆରମ୍ଭ ପୂର୍ବରୁ ଟିମ୍‌ ଇଣ୍ଡିଆର ମସ୍ତି ଫଟୋ ଭାଇରାଲ

ନୂଆଦିଲ୍ଲୀ: ଜୁନ୍ ୫ରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳି ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ। ଏହା ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ଇଂଲଣ୍ଡରେ କିଛି ସ୍ଥାନକୁ ଗସ୍ତ କରି ମଉଜ୍‌ ମସ୍ତି କରୁଥିବା ଫଟୋ ଏବେ ଭାଇରାଲ ହୋଇଛି। Fun times...

ananya
‘ରାଇଜିଂ ଷ୍ଟାର୍‌’ ଟପ୍‌-୬ରେ ଓଡ଼ିଆ ଝିଅ ଅନନ୍ୟା

ଭୁବନେଶ୍ୱର: ଓଡ଼ିଶାକୁ ପୁଣିଥରେ ଗର୍ବିତ କରିବାକୁ ଯାଉଛନ୍ତି ଓଡ଼ିଆ ଝିଅ ଅନନ୍ୟା ଶ୍ରୀତମ ନନ୍ଦ। ଇଣ୍ଡିଆନ୍‌ ଆଇଡଲ୍‌ ଜୁନିୟର ବିଜେତା ହୋଇ ରାଜ୍ୟ ପାଇଁ ଗୌରବ ଆଣିଥିବା କଣ୍ଠଶିଳ୍ପୀ ଅନନ୍ୟା ଆଉ ଏକ ବିଜୟ ଅପେକ୍ଷାରେ। କଲର୍ସ ଟିଭିରେ ପ୍ରସାରିତ ସିଙ୍ଗିଙ୍ଗ ଶୋ’ ‘ରାଇଜିଂ ଷ୍ଟାର୍‌-୩’ର ଟପ୍‌ ୬ରେ ସେ...

konark temple
କୋଣାର୍କ ମନ୍ଦିରରେ ପୁଣି ଆରମ୍ଭ ହେଲା ଲାଇଟ୍ ଏଣ୍ଡ ସାଉଣ୍ଡ ବ୍ୟବସ୍ଥା

କୋଣାର୍କ: ବାତ୍ୟା ‘ଫୋନି’ରେ କ୍ଷତିଗ୍ରସ୍ତ ହୋଇଥିବା ବିଶ୍ୱ ଐତିହ୍ୟ କୋଣାର୍କ ମନ୍ଦିରର ଲାଇଟ୍ ଏଣ୍ଡ ସାଉଣ୍ଡ ବ୍ୟବସ୍ଥା ମରାମତି ପରେ ପୁଣିଥରେ ଗତକାଲିଠୁ ଆରମ୍ଭ ହୋଇଛି। ‘ଫୋନି’ ତାଣ୍ଡବର ୨୮ ଦିନ ପରେ କୋଣାର୍କ ମନ୍ଦିର ପରିସରରେ ଏହି ଲାଇଟ୍‌ ଏଣ୍ଡ ସାଉଣ୍ଡ ବ୍ୟବସ୍ଥା ଆରମ୍ଭ ହୋଇଛି। ମନ୍ଦିର...

admission
ଯୁକ୍ତ ଦୁଇ ନାମଲେଖା ପାଇଁ ବିଜ୍ଞପ୍ତି, ଜୁନ୍‌ ୬ରୁ ମିଳିବ ଆବେଦନ ପତ୍ର

ଭୁବନେଶ୍ୱର: ରାଜ୍ୟରେ ଯୁକ୍ତ ୨ରେ ନାମଲେଖା ନେଇ DHSE (ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୬ ତାରିଖରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୩ ଶହ ଟଙ୍କା, ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୨ ଶହ ଟଙ୍କା...

surya
ସୂର୍ଯ୍ୟ ପାତ୍ର ହେଲେ ବିଧାନସଭା ବାଚସ୍ପତି

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ଆଜି ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାମ ପ୍ରସ୍ତାବ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସମର୍ଥନ କରିଥିଲେ। ତା’ପରେ ବାଚନିକ ଭୋଟ୍‌ରେ ତାଙ୍କୁ ବାଚସ୍ପତି ଭାବେ...

gdp
୫ ବର୍ଷରେ ସର୍ବନିମ୍ନ ସ୍ତରକୁ ଖସିଲା ଜିଡିପି

ନୂଆଦିଲ୍ଲୀ: ୨୦୧୮-୧୯ ଆର୍ଥିକ ବର୍ଷର ଜାନୁଆରୀ-ମାର୍ଚ୍ଚ କ୍ୱାର୍ଟର ବା ତ୍ରୟମାସିକରେ ଭାରତର ଅର୍ଥନୀତିକ ଅଭିବୃଦ୍ଧି ହାର ୫ ବର୍ଷରେ ସର୍ବନିମ୍ନ ସ୍ତର ୫.୮%କୁ ଖସିଆସିଛି। ଫଳରେ ଏହା କେନ୍ଦ୍ରରେ ମୋଦି ସରକାରଙ୍କୁ ଏକ ଝଟ୍‌କା ଲାଗିଥିବା କୁହାଯାଉଛି। କୃଷି ଏବଂ ଉତ୍ପାଦନ ଆଦି କ୍ଷେତ୍ରରେ ନିମ୍ନମାନର ପ୍ରଦର୍ଶନ କାରଣରୁ ଏପରି...

women-fire
କଲେଜ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ସହପାଠୀ

କୋରାପୁଟ: କୋରାପୁଟ ଜିଲ୍ଲା ସେମିଳିଗୁଡ଼ାର ଗାନ୍ଧିନଗର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ କଲେଜ ଛାତ୍ରୀଙ୍କ ଉପରେ ତାଙ୍କ ସହପାଠୀ ଛାତ୍ର ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ନିଆଁ ଲଗାଇ ଦେଇଥିବା ଯୁବକଙ୍କ ଘର ନନ୍ଦପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି।...

small business man
ଛୋଟ ବ୍ୟବସାୟୀଙ୍କୁ ମୋଦିଙ୍କ ବଡ଼ ଉପହାର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ କ୍ୟାବିନେଟ୍‌ ବୈଠକରେ ବ୍ୟବସାୟୀ, ଖୁଚୁରା ବ୍ୟବସାୟୀ ଏବଂ ଆତ୍ମନିଯୁକ୍ତ ବ୍ୟକ୍ତିଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ଘୋଷଣା ଅନୁଯାୟୀ ୬୦ ବର୍ଷ ପରେ ସେମାନଙ୍କୁ ମାସିକ ସର୍ବନିମ୍ନ ୩ ହଜାର ଟଙ୍କା ଲେଖାଏ ପେନ୍‌ସନ୍‌ ମିଳିବ। ସେମାନଙ୍କ ସାମାଜିକ ସୁରକ୍ଷା...

rodrigo duterte
ମଞ୍ଚରେ ୫ ମହିଳାଙ୍କୁ ଚୁମ୍ବନ ଦେଲେ ଫିଲିପାଇନ୍ସ ରାଷ୍ଟ୍ରପତି

ଟୋକିଓ: ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଜାପାନର ଟୋକିଓଠାରେ ଏକ କାର୍ଯ୍ୟକ୍ରମରେ ଏକାଥରେ ୫ ଜଣ ମହିଳାଙ୍କ ଚୁମ୍ବନ ପାଇଥିବା ଖବର ଏବେ ଚର୍ଚ୍ଚାରେ। ସେ କହିଛନ୍ତି, ଏହି ସୁନ୍ଦରୀ ମହିଳାଙ୍କ ଚୁମ୍ବନ ପାଇ ସେ ‘ସମଲଙ୍ଗୀ’ ହେବାରୁ ରକ୍ଷା ପାଇଯାଇଛନ୍ତି। ଏହି ସମୟରେ ତାଙ୍କ ପତ୍ନୀ ମଧ୍ୟ...

police
ଭର୍ଜିନିଆ ବିଚ୍‌ରେ ଗୁଳିମାଡ଼: ୧୨ ମୃତ, ୬ ଆହତ

ୱାଶିଂଟନ୍‌: ଆମେରିକାର ଭର୍ଜିନିଆ ବିଚ୍‌ରେ ଗୁଳିମାଡ଼ରେ ୧୨ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଗୁଳିମାଡ଼ କରିଥିବା ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସେ ଭର୍ଜିନିଆ ବିଚ୍‌ରେ କାର୍ଯ୍ୟ କରୁଥିଲେ। ଭର୍ଜିନିଆ ବିଚ୍‌ରେ ଥିବା ମ୍ୟୁନିସିପାଲିଟି ଅଫିସ୍‌ରେ ଗତକାଲି ଅପରାହ୍ଣ...

surya
ସୂର୍ଯ୍ୟ ନାରାୟଣ ପାତ୍ର ହେବେ ରାଜ୍ୟର ୨୨ତମ ବାଚସ୍ପତି

ଭୁବନେଶ୍ୱର: ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହୋଇଯାଇଛି। ଏବେ କାମଚଳା ବାଚସ୍ପତି ବିଧାନସଭା ଚଳାଉଥିବା ବେଳେ ଆଜି ହେବ ବାଚସ୍ପତି ନିର୍ବାଚନ। ବରିଷ୍ଠ ନେତା ତଥା ସାତ ଥର ବିଧାୟକ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶାସକ ବିଜେଡି ବାଚସ୍ପତି ପ୍ରାର୍ଥୀ କରିଛି।...

injured
ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି? ଆପଣାନ୍ତୁ ଏହିସବୁ ଘରୋଇ ଉପଚାର

ଭୁବନେଶ୍ୱର: ଛୋଟବେଳେ ଆପଣ ସାଇକେଲ୍‌ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ି ଯାଇ ଖଣ୍ଡିଆ ହୋଇଥିବେ ନିଶ୍ଚୟ। ତେବେ ଖଣ୍ଡିଆ ହୋଇ ଶରୀରରେ ଏହି ଦାଗ ରହିଲେ ଏହା ସୁନ୍ଦର ଦେଖାଯାଇନଥାଏ। ଫଳରେ ଆମେ ବିଭିନ୍ନ ଉପାୟ ମାଧ୍ୟମରେ ଦାଗ ଲିଭାଇବା ପାଇଁ ଚେଷ୍ଟା କରିଥାଉ।...

farmer
ଏବେ ସବୁ ଚାଷୀଙ୍କ ପାଇଁ ପିଏମ୍‌-କିଷାନ୍‌ ଯୋଜନା, ବର୍ଷକୁ ମିଳିବ ୬ ହଜାର ଟଙ୍କା

ନୂଆଦିଲ୍ଲୀ: ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ଦେଇଥିବା ପ୍ରତିଶ୍ରୁତି ପୂରଣ କରି ସମସ୍ତ ଚାଷୀଙ୍କ ପାଇଁ ବାର୍ଷିକ ୬ ହଜାର ଟଙ୍କାର ସହାୟତା ନିଶ୍ଚିତ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅର୍ଥାତ ପିଏମ୍‌-କିଷାନ୍‌ ଯୋଜନାରେ ଆଉ ଜମି ପରିମାଣକୁ ନେଇ ରହିଥିବା କଟକଣା...

monsoon
ରଜ ସରିଲେ ଆସିବ ମୌସୁମୀ!

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ଚାଷୀକୁଳ ନିର୍ଭର କରୁଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ କେବେ ପହଞ୍ଚିବ, ତାକୁ ନେଇ ସସପେନ୍ସ ଜାରି ରହିଛି। ଆସନ୍ତା ୬ ତାରିଖରେ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ କହୁଥିବା ବେଳେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍‌ ୭ ତାରିଖରେ ମୌସୁମୀ କେରଳ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।