• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

akshaya mohanty wife
ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀଙ୍କ ପରଲୋକ

ଭୁବନେଶ୍ୱର: ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ହସ୍‌ପିଟାଲ ନିଆଯାଉଥିବା...

encounter
ବ୍ରହ୍ମପୁରରେ ଏନ୍‌କାଉଣ୍ଟର; ୨ ଅପରାଧୀ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏନ୍‌କାଉଣ୍ଟର। ବ୍ରହ୍ମପୁର ଗୋଳନ୍ଥରା ଅଞ୍ଚଳରେ ପୁଲିସ୍‌ର ଏନ୍‌କାଉଣ୍ଟରରେ ୨ ଜଣ ଅପରାଧୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗଣେଶ ନାୟକ ଓ ହୃଷି ପାତ୍ର। ସେମାନଙ୍କ ନିକଟରୁ ୨ ଟି ପିସ୍ତଲ ସହିତ ଅଫୁଟା ଗୁଳି, ଗୋଟିଏ ବାଇକ୍‌ ପୁଲିସ୍‌ ଜବତ...

dharmendra
ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୨ ଓଡ଼ିଆଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରାଳୟର ଦାୟିତ୍ୱ

ଭୁବନେଶ୍ୱର: ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିବା ନରେନ୍ଦ୍ର ମୋଦି ଆଜି ତାଙ୍କ ଟିମ୍‌ରେ କାହାକୁ କେଉଁ ବିଭାଗ ମିଳିଛି, ତାହା ଘୋଷଣା କରିଛନ୍ତି। ମୋଦିଙ୍କ ସମେତ ଏନଡିଏ-୨ ସରକାରରେ ୫୮ ଜଣ ସଦସ୍ୟ ରହିଛନ୍ତି। ମୋଦିଙ୍କୁ ମିଶାଇ ୨୫ ଜଣ କ୍ୟାବିନେଟ ମନ୍ତ୍ରୀ ଥିବା ବେଳେ...

monsoon
ଜୁନ୍ ପ୍ରଥମ ସପ୍ତାହ ସୁଦ୍ଧା ମୌସୁମୀ କେରଳ ଛୁଇଁବା ସମ୍ଭାବନା

ଭୁବନେଶ୍ୱର: ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହେଉଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ଏହି ସୂଚନା ଦେଇଛି। ପରିବେଶ ଅନୁକୂଳ ନ ଥିବାରୁ ମୌସୁମୀ ବାୟୁ ଆଣ୍ଡାମାନ ଉପକୂଳରେ ସ୍ଥିର ରହିଛି। ଜୁନ୍ ପ୍ରଥମ ସପ୍ତାହ ସୁଦ୍ଧା ଏହା କେରଳ ଉପକୂଳ ଛୁଇଁବା ସମ୍ଭାବନା ରହିଛି।...

bjp..
ଦିଲ୍ଲୀରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ୨ ମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ପରେ ଆଜି ଦିଲ୍ଲୀର ହଜ୍‌ଖାସ୍‌ରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଆଜି ସକାଳେ ସେମାନେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସହିତ...

pm modi
ଟିମ୍ ମୋଦି: ଅମିତ ଶାହ ଗୃହମନ୍ତ୍ରୀ, ନିର୍ମଳା ସୀତାରମଣ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ମୋଦି-୨ ସରକାର ଆରମ୍ଭ ହୋଇଛି। ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଛନ୍ତି। ଗତକାଲି ଶପଥ ଗ୍ରହଣ ଉତ୍ସବ ପରେ ଆଜି ମନ୍ତ୍ରୀମାନଙ୍କୁ ସେମାନଙ୍କ ବିଭାଗ ମିଳିଛି। ମୋଦିଙ୍କ ଏହି ନୂଆ...

jual oram
ଜୁଏଲ୍‌ଙ୍କୁ ଭେଟିଲେ ଧର୍ମେନ୍ଦ୍ର ଓ ପ୍ରତାପ

ନୂଆଦିଲ୍ଲୀ: ମୋଦି-୨ ସରକାରରେ ମନ୍ତ୍ରୀ ଭାବେ ସ୍ଥାନ ପାଇବା ପରେ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କୁ ଭେଟିଛନ୍ତି। ଆଜି ସକାଳେ ମନ୍ଦିରରେ ପୂଜାର୍ଚ୍ଚନା ପରେ ଧର୍ମେନ୍ଦ୍ର ଏବଂ ପ୍ରତାପ, ଜୁଏଲଙ୍କ ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ପହଞ୍ଚିଥିଲେ। ଦୁଇ...

rakhi
ଦୀପକଙ୍କ ସହ ବିଗ୍‌ବସ୍‌ରେ ଏଣ୍ଟ୍ରି କରିବେ ରାକ୍ଷୀ!

ମୁମ୍ବାଇ: ବିଗ୍‌ବସ୍‌ର ନୂଆ ସିଜିନ୍‌ ବହୁତ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ବିଗ୍‌ବସ୍‌ରେ କେଉଁ କେଉଁ ମାନେ ଭାଗ ନେବେ ତାକୁ ଏବେଠୁ ଚର୍ଚ୍ଚା ଆରମ୍ଭ ହୋଇଛି। ଚଳିତ ଥର ବିଗ୍‌ବସ୍‌ରେ ସେଲିବ୍ରିଟି ପ୍ରତିଯୋଗୀଙ୍କ ମଧ୍ୟରେ ରାକ୍ଷୀ ସାୱନ୍ତ-ଦୀପକ କଲାଲଙ୍କ ପରି ଚର୍ଚ୍ଚିତ ଯୋଡ଼ି, ମିଥୁନ୍‌ ରକ୍ରବର୍ତ୍ତୀଙ୍କ ପୁଅ ମହାଅକ୍ଷୟ,...

labourer
ଦୁବାଇରେ ଫସିଛନ୍ତି ୧୦ ଦାଦନ ଶ୍ରମିକ; ଫେରାଇ ଆଣିବାକୁ ପ୍ରଶାସନକୁ କଲେ ନିବେଦନ

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ପୁଣି ସାମନାକୁ ଆସିଲା ଦାଦନ ଦୁଃଖ। ପରିବାର ପୋଷଣ ପାଇଁ ଯାଇ ଦୁବାଇରେ ଫସି ରହିଛନ୍ତି ୧୦ଦାଦନ ଶ୍ରମିକ। ୧୧ମାସ ହେଲା ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ଲାଗି ପରିବାର ଲୋକେ ସରକାରଙ୍କ ପାଖରେ ନେହୁରା ହୋଇଛନ୍ତି। ନୟାଗଡ଼ ଜିଲ୍ଲା ଗୋଡ଼ିପଡ଼ା କୁରୁଡାଙ୍ଗିର ୨...

fire
ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୫୦ରୁ ଅଧିକ ବଖରା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଜାଲକଣା ଗାଁରେ ୩୩ଟି ପରିବାରର ୫୦ରୁ ଅଧିକ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଦୁଇ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମହାକାଳପଡ଼ା, କେନ୍ଦ୍ରାପଡା ଓ ମାର୍ଶାଘାଇ ସମେତ...

man killed wife
ସ୍ତ୍ରୀକୁ ଗୋଡ଼ାଇ ଗୋଡ଼ାଇ ହାଣିଲା ସ୍ୱାମୀ

ଜଳେଶ୍ୱର(ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ସ୍ତ୍ରୀକୁ ସ୍ୱାମୀ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ୍‌ ସ୍ୱାମୀ କମଳାକାନ୍ତଙ୍କୁ ଗିରଫ କରିଛି। କମଳାକାନ୍ତଙ୍କ ଘର ପଶ୍ଚିମବଙ୍ଗର ରାମନଗରରେ। ସୂଚନା ଅନୁସାରେ, କମଳାକାନ୍ତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।