• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

pak
ଏସିଆ କପ୍‌ ଆୟୋଜନ କରିବ ପାକିସ୍ତାନ

ଇସ୍‌ଲାମାବାଦ:୨୦୨୦ରେ ହେବାକୁ ଥିବା ଏସିଆ କପ୍‌ର ଆୟୋଜନ ପାକିସ୍ତାନ କରିବ। ଦୁଇ ବର୍ଷକୁ ଥରେ ଖେଳାଯାଉଥିବା ଏସିଆ କପ୍‌ ଏଥର ଟି-୨୦ ଫର୍ମାଟରେ ହେବ। ପାକିସ୍ତାନ ଏହାର ଆୟୋଜନ କରୁଥିଲେ ହେଁ ନିଜ ଦେଶରେ କୌଣସି ମ୍ୟାଚ୍‌ ଖେଳିବ ନାହିଁ। ବରଂ ୟୁଏଇରେ ମ୍ୟାଚ୍‌ ଗୁଡ଼ିକ ଅନୁଷ୍ଠିତ ହେବ।...

pm modi
ଓଡ଼ିଶାରୁ ଏହି ୩ଜଣଙ୍କୁ ମିଳିପାରେ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ମନ୍ତ୍ରିପଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ କିଏ ରହିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି।ମୋଦିଙ୍କ ମନ୍ତ୍ରିମଣ୍ଡଳର ଆକାର କ’ଣ ରହିବ? କେଉଁମାନଙ୍କୁ ମିଳିବ ସୁଯୋଗ ଏବଂ କେଉଁମାନଙ୍କୁ ବାଦ୍‌ ଦିଆଯିବ, ଏସବୁକୁ ନେଇ ଏବେ ବି ସସ୍‌ପେନ୍ସ ଜାରି ରହିଛି। ଓଡ଼ିଶାରୁ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ...

monsoon
ଜୁନ୍‌ ୬ ରେ କେରଳ ଛୁଇଁପାରେ ମୌସୁମୀ

ନୂଆଦିଲ୍ଲୀ: ମେ’ ୧୮ ତାରିଖରେ ଆଣ୍ଡାମାନ ପହଞ୍ଚିବା ପରେ ଦକ୍ଷିଣ –ପଶ୍ଚିମ ମୌସୁମୀ ବାୟୁ ଏକ ପ୍ରକାରର ଧିମା ହୋଇଯାଇଥିଲା। ଏହା କେବେ କେରଳ ଛୁଇଁବ, ତାକୁ ନେଇ ନାନା ପ୍ରକାରର ଆଶଙ୍କା ପ୍ରକାଶ ପାଇଥିଲା। ତେବେ ମୌସୁମୀ ଆସନ୍ତା ୩ ଦିନ ମଧ୍ୟରେ ପୁଣିଥରେ ସକ୍ରିୟ ହେବାର...

Mamata-banerjee
ଧାରଣା ଦେବେ ଦିଦି

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଧାରଣାରେ ବସିବେ। ନିର୍ବାଚନ ଜିତିବା ପରେ ବିଜେପି କର୍ମୀ ପଶ୍ଚିମବଙ୍ଗରେ ହିଂସାକାଣ୍ଡ ଘଟାଇବା ସହ ଟିଏମ୍‌ସି କର୍ମୀଙ୍କ ଘର ଦ୍ୱାର ଭଙ୍ଗାରୁଜା କରିଥିବା ମମତା ଅଭିଯୋଗ କରିଛନ୍ତି। ବିଜୁପୁର ଓ ନଇହାତୀ ଅଞ୍ଚଳରେ ଏଭଳି ଘଟଣା ହୋଇଥିବା ସେ କହିବା...

joint pain
ଆଣ୍ଠୁ ଗଣ୍ଠି ବିନ୍ଧାରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ସବୁ ଘରୋଇ ଉପଚାର

ଭୁବନେଶ୍ୱର: ଆଜିକାଲି ଆଣ୍ଠୁ ଏବଂ ଅଣ୍ଟା ବିନ୍ଧିବା ଏକ ସାଧାରଣ କଥା। ଅନେକ ଲୋକ ଏହି ସମସ୍ୟାରେ ପୀଡ଼ିତ ଅଛନ୍ତି।  ହେଲେ ଅଧିକାଂଶ ଲୋକ ଏହାକୁ ଖାମଖିଆଲି ଭାବେ ନେଇଥାନ୍ତି।  ଜାଣନ୍ତୁ ଏହି ସମସ୍ୟାରୁ ମୁକ୍ତି ପାଇବାକୁ କିଛି ଘରୋଇ ଉପଚାର। ଯାହାକୁ ବ୍ୟବହାର କରି ଆପଣ ଏହି ସମସ୍ୟାରୁ...

pm modi
ଆଜିଠୁ ଆରମ୍ଭ ହେବ ମୋଦିଙ୍କ ଦ୍ୱିତୀୟ ଇନିଂସ୍‌

ନୂଆଦିଲ୍ଲୀ: ଆଜିଠାରୁ ଦ୍ୱିତୀୟ ଇନିଂସ ଆରମ୍ଭ କରିବେ ନରେନ୍ଦ୍ର ମୋଦି। ଆଜି ସଂଧ୍ୟା ୭ଟାରେ ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳ ପଦ ଓ ଗୋପନୀୟତାର ଶପଥ ନେବେ। ଏଥିପାଇଁ ରାଷ୍ଟ୍ରପତି ଭବନରେ ଭବ୍ୟ ଆୟୋଜନ କରାଯାଇଛି। ଗତଥର ଭଳି ଏଥର ମଧ୍ୟ ବିଭିନ୍ନ ପଡୋଶୀ ଦେଶର ରାଷ୍ଟ୍ରମୁଖ୍ୟଙ୍କୁ ନରେନ୍ଦ୍ର...

orang utan bini
ଆଖି ବୁଜିଲା ଓରାଙ୍ଗଓଟାନ୍ ‘ବିନି’

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଏକମାତ୍ର ଓରାଙ୍ଗଓଟାନ୍ ‘ବିନି’ର ମୃତ୍ୟୁ ହୋଇଛି। ଗତକାଲି ରାତି ୯ଟା ୪୦ ମିନିଟ୍‌ରେ ଏହି ପ୍ରାଣୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାକୁ ୪୧ ବର୍ଷ ବୟସ ହୋଇଥିଲା। ୨୦୦୩ ନଭେମ୍ବରେ ପୁଣେ ଚିଡିଆଖାନାରୁ ଏହି ଓରାଙ୍ଗଓଟାନ୍ ‘ବିନି’କୁ ଅଣାଯାଇ...

salman
ଦିଶାଙ୍କ ଟେନ୍‌ସନ୍‌ ଦୂର କଲେ ସଲମାନ

ମୁମ୍ୱାଇ: ବଲିଉଡ୍‌ ବିୟୁଟି ଦିଶା ପଟାନୀଙ୍କ ଲାଗି ଏବେ ତାଙ୍କ ବୟସ କାଳ ହୋଇଛି। ହାତୀ ମୁଣ୍ଡରେ ସୁନା କଳସ ଢାଳିବା ପରି କ୍ୟାରିଅର ଆରମ୍ଭରେ ଦବଙ୍ଗ ଖାନଙ୍କ ସହ କାମ କରି ଦିଶାଙ୍କ ମନ ଗଗନେ ଉଡୁଥିଲା। ହେଲେ ଉଭୟଙ୍କ ମଧ୍ୟରେ ବୟସ ତାରତମ୍ୟ  ଢେର ଅଧିକ...

accident
ଦୁର୍ଘଟଣାରେ ଚାଲିଗଲା ବାପା, ମା’ ଓ ପୁଅର ଜୀବନ

ଲଖନପୁର: ଝାରସୁଗୁଡ଼ା ଜିଲ୍ଲା ଏନ୍ଏଚ୍ ୪୯ର ପିପିଲିମାଲ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ କୋଇଲା ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାପା ବିଶିକେଶନ କାଲୋ, ମା’ ତପସ୍ୱିନୀ କାଲୋ...

malaika...
ନ୍ୟୁଡ୍‌ ଡ୍ରେସ୍‌ ପିନ୍ଧି ଟ୍ରଲ୍‌ ହେଲେ ମଲାଇକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଅରୋରା ଫିଲ୍ମ ଦୁନିଆରୁ ଦୂରେଇ ଯାଇଛନ୍ତି ସତ କିନ୍ତୁ, ରିଅଲ୍‌ ଲାଇଫ୍‌ ଏବଂ ବଲିଉଡ୍‌ ଅଭିନେତା ଅର୍ଜୁନ କପୁର୍‌ଙ୍କ ସହ ରିଲେସନ୍‌ସିପ୍‌କୁ ନେଇ ସେ ଚର୍ଚ୍ଚାରେ ରହିଆସୁଛନ୍ତି। ଏବେ ସେ ପୁଣି ଥରେ ଏକ ଫଟୋ ଶେଆର୍‌ କରି ଚର୍ଚ୍ଚାକୁ ଆସିବା ସହ...

police station
ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅଧିକାରୀ। ସ୍ଥାନୀୟ ଅଞ୍ଚଳର ଜଣେ କ୍ରସର ମାଲିକଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନା ଅଧିକାରୀ ସନ୍ତୋଷ ପ୍ରଧାନ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ମାସିକ ଚାନ୍ଦା ଆଦାୟ ଉଦ୍ଦେଶ୍ୟରେ ଥାନା ବାବୁ ସେ...

modi-naveen
ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର: କ୍ରମାଗତ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ୍ ଜରି‌ଆରେ ନବୀନ ଓ ତାଙ୍କ ସହ ଶପଥ ନେଇଥିବା ନୂଆ ମନ୍ତ୍ରିମଣ୍ଡଳକୁ ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଓଡ଼ିଶାର ବିକାଶରେ କେନ୍ଦ୍ର ସମସ୍ତ ପ୍ରକାର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।