ଫାଇଭ୍ ଷ୍ଟାର୍ ହୋଟେଲ୍ରେ ଚାଲିଥିଲା ହାଇପ୍ରୋଫାଇଲ୍ ସେକ୍ସ ରାକେଟ୍। ଆଉ ଏଥିରେ ସମ୍ପୃକ୍ତ ଥିଲେ ଫିଲ୍ମ ଅଭିନେତ୍ରୀ ଓ ମଡେଲ୍।
ଅନଙ୍ଗ ଉଦୟ ସିଂ ଦେଓଙ୍କ ସାନ ପୁଅ ଅର୍କେଶ ସିଂ ଦେଓଙ୍କ ବିରୋଧରେ ତାଙ୍କ ପତ୍ନୀ ଅଦ୍ରିଜା ସିଂ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଅଭିଯୋଗ ଅନୁସାରେ, ଶ୍ୱଶୁର ଅନଙ୍ଗ ଉଦୟ ସିଂ ଦେଓ, ବିଜୟ ଲକ୍ଷ୍ମୀ ଦେବୀ, ମେଘନା ରାଣା ଗତ ୫ ବର୍ଷ ଧରି ବାରମ୍ବାର ମାନସିକ ନିର୍ଯାତନା ଦେଉଥିଲେ।
୧୫ କିଲୋରୁ ଅଧିକ ମୂଲ୍ୟବାନ ସୁନା ଓ ରୂପା ଅଳଙ୍କାର ଧରି କୁଆଡ଼େ ଗଲେ ଡକାୟତ ? ଗତକାଲି ଦିନ ଦ୍ୱିପ୍ରହରରେ ଅଳଙ୍କାର ଦୋକାନରେ ପଶି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଡକାୟତମାନେ ସୁନା, ହୀରା ଓ ରୂପା ଅଳଙ୍କାର ଲୁଟି ନେଇଥିଲେ।
ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଲୋକମାନେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଅଘୋଷିତ ବିଦ୍ୟୁତ୍ କାଟ୍ ଏହି ଦୁଃଖକୁ ଆହୁରି ବଢ଼ାଇ ଦେଇଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍କୁ ନେଇ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଓଡ଼ିଶାର ସିମ୍, ପାକିସ୍ତାନରେ ଅପରେଟ୍ ! ଏଠି କିଣା ହେଉଥିଲା ସିମ୍, ଆଉ ପାକିସ୍ତାନକୁ ଦିଆଯାଉଥିଲା ଓଟିପି। ଅଭିଯୁକ୍ତମାନେ ଜାଲିଆତି କରି ଅନ୍ୟ ନାଁରେ ସିମ୍ କାର୍ଡ ହାତଉଥିଲେ।
ଗତ ୩ /୪ ଦିନ ହେଲାଣି ବନ୍ଦ ଘରେ ୩ ଜଣଙ୍କ ମୃତଦେହ ପଡ଼ି ରହିଥିଲା। ଗତକାଲି ଦୁର୍ଗନ୍ଧ ବାହାରିବା ପରେ ଲୋକେ ଜାଣିପାରି ପୋଲିସକୁ ଖବର ଦେଇଥିଲେ।
ଆମେରିକାରେ ଜଣେ ମହିଳା ସ୍ୱାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସବୁଠାରୁ ବଡ଼ କଥା, ଯେଉଁ ଦିନ ସେ ସ୍ୱାମୀଙ୍କୁ ହତ୍ୟା କଲେ ଠିକ୍ ଏହାର ଦିନକ ପରେ ସାଙ୍ଗମାନଙ୍କୁ ଡାକି ଘରେ ପାର୍ଟି ଦେଇଥିଲେ।
ଦିନ ଗଡିଲେ କଂଗ୍ରେସ ପାଇଁ ଜଟିଳ ହୋଇପାରେ ସମସ୍ୟା। କର୍ଣ୍ଣାଟକ ସ୍ଥିତି ଯେ, ରାଜସ୍ଥାନ ଭଳି ନହେବ ସେନେଇ କଂଗ୍ରେସ ଶିବିର ଉଦ୍ୟମ କରିବ।
ପାଣିରେ ବୁଡ଼ି ୫ ନାବାଳକଙ୍କ ମୃତ୍ୟୁ ହୋଇଛି। ହ୍ରଦରେ ଗାଧୋଇବା ବେଳେ ପ୍ରଥମେ ୨ ନାବାଳକ ବୁଡ଼ି ଯାଇଥିଲେ, ସେମାନଙ୍କୁ ବଞ୍ଚାଇବାକୁ ଯାଇ ଆଉ ୩ ଜଣ ବି ବୁଡ଼ି ଯାଇଥିଲେ।
ଘରେ ଶୋଇଥିବା ବେଳେ ମାଡ଼ିଗଲା କାର୍। ଫଳରେ ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି।
ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା। ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ମୁମ୍ବାଇ କ୍ରାଇମବ୍ରାଞ୍ଚରେ ଆଜି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଅଭିଯୋଗ କରିଛନ୍ତି। ଅଜାଣତରେ ତାଙ୍କ ନାଁ, ଫଟୋ ଓ ସ୍ୱର ବ୍ୟବହାର କରି କିଛି ଅଜଣା ବ୍ୟକ୍ତି ନକଲି ବିଜ୍ଞାପନ କରିଥିବା ସେ ଅଭିଯୋଗ ଆଣିଛନ୍ତି।
କର୍ଣ୍ଣାଟକ ବିଧାନସଭା ନିର୍ବାଚନ ଫଳାଫଳରେ କଂଗ୍ରେସକୁ ଏକ ପ୍ରକାର ସ୍ପଷ୍ଟ ବହୁମତ ମିଳିଥିବା ଜଣାପଡ଼ିଛି। ଏସବୁ ଭିତରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ଚର୍ଚ୍ଚା।
ଯେଉଁ ପ୍ରାର୍ଥୀ କମ୍ପ୍ୟୁଟର ପରୀକ୍ଷାରେ ପାସ୍ କରିବେ ସେମାନେ ନିଯୁକ୍ତିର ଫାଇନାଲ ଷ୍ଟେଜ- Viva-voce Test ଦେବେ। ଓଡ଼ିଶା ଜୁଡିସିଆଲ୍ ଏକାଡେମୀରେ ଏହି Viva-voce Test ହୋଇଥାନ୍ତା। ହେଲେଏହାକୁ ସ୍ଥଗିତ ରଖାଯାଇଛି।
ଆଜି ICSEର ଦଶମ ଓ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ବାହାରିବ ବୋଲି ଜଣାପଡ଼ିଛି। ଆଜି ଅପରାହ୍ଣ ୩ଟାରେ ICSEର ଅଫିସିଆଲ୍ ୱେବ୍ସାଇଟ୍- results cisce.org ରେ ରେଜଲ୍ଟ ଉପଲ୍ଲବ୍ଧ ହେବ।
କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ, କଂଗ୍ରେସକୁ ବହୁତ ମିଳିଥିବା ଜଣାପଡ଼ିଛି।
ସେଫ୍ଟିକ୍ ଟ୍ୟାଙ୍କ୍ ସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ଯୋଗୁ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଶ୍ରମିକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ, କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଚାଲିଛି।
ଜଗତସିଂହପୁରର ସାରଳା ମନ୍ଦିରରେ ଚନ୍ଦନ ଯାତ୍ରା ବେଳେ ଅଘଟଣ ଘଟିଛି। ବାଣ ନିଆଁ ଛିଟିକି ବାଣ ଗଦା ଉପରେ ପଡ଼ିବାରୁ ଜୋରରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି।
ଶିକ୍ଷକତା ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ଥରେ OTETରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ।