• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sand art
ବାଲୁକା କଳା ମାଧ୍ୟମରେ କଳ୍ପନାଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ(ମଧୁସୂଦନ ମିଶ୍ର): ଓଡ଼ିଶାର ପ୍ରଥମ ଏଭରେଷ୍ଟ ଆରରୋହଣକାରୀ କଳ୍ପନା ଦାଶଙ୍କ ଦୁଃଖଦ ବିୟୋଗ ଘଟିଛି। ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭରେଷ୍ଟ ଉପରେ ପ୍ରାଣ ହରାଇଛନ୍ତି ପାହାଡ଼ ରାଣୀ କଳ୍ପନା। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କଳ୍ପନାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବାଲୁକା କଳା ମାଧ୍ୟମରେ କଳ୍ପନା ଦାଶଙ୍କ...

fire
ଦୋକାନରେ ଲାଗିଲା ନିଆଁ

ରାୟଗଡ଼ା(ମନୋଜ ପାତ୍ର): ଦୋକାନ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ। ରାୟଗଡ଼ା ଜିଲ୍ଲା ସାରଳା ଛକ ନିକଟ ଓଭରବ୍ରିଜ୍‌ ତଳେ ଏହି ଅଘଟଣ ଘଟିଛି। ଆଜି ଭୋର ସମୟରେ ଓଭରବ୍ରିଜ୍‌ ତଳେ ଥିବା ଘଣ୍ଟା, ଚପଲ ଓ ଫଳ ଦୋକାନରେ କୌଣସି କାରଣରୁ  ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ...

child dead body rescue
ନାଳ ଭିତରୁ ନିଖୋଜ ଶିଶୁର ମୃତଦେହ ଉଦ୍ଧାର

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଟାଉନ୍‌ ଥାନା ଅନ୍ତର୍ଗତ ଲକ୍ଷ୍ମୀନଗର ପଡ଼ାର  ନିଖୋଜ ହୋଇଥିବା ଜଣେ ୫ ବର୍ଷର ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ରାତିରେ ଏକ ପରିତ୍ୟକ୍ତ ନାଳରୁ ଶିଶୁର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦିଆଯାଇଥିଲା। ଟାଉନ୍  ଥାନା ପୁଲିସ୍‌...

aparajita sarangi
ବିଜୟ ପରେ ଅପରାଜିତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିଜେପିର ନବ ନିର୍ବାଚିତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି ପାର୍ଟି ଅଫିସ୍‌ରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଭୁବନେଶ୍ୱର ଲୋକସଭା ଆସନରୁ ବିଜୟୀ ହେବା ପରେ ଗତକାଲି ଅପରାଜିତା ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇଥିଲେ।  ସେଠାରେ କର୍ମୀ ଏବଂ ନେତାମାନେ ତାଙ୍କୁ ପୁଷ୍ପ ଗୁଚ୍ଛ ସହ ସ୍ୱାଗତ...

drown
ପାଣିରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ; ବନ୍ଧା ହେଲେ କୋଚିଂ ସେଣ୍ଟର ମାଲିକ

ସମ୍ବଲପୁର(ସଞ୍ଜୟ ଜେନା): ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରଜତ କୁମାର ସାହୁ। ସମ୍ବଲପୁର ଜିଲ୍ଲା ବାମରା ଅଞ୍ଚଳରେ ତାଙ୍କ ଘର। ସେ ଚିପିଲିମା ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର। ସମ୍ବଲପୁରର ସିଂହପାଲିରେ ଥିବା ଏକ କୋଚିଂ ସେଣ୍ଟରରେ ରହି ସେ ସମରକୋର୍ସ କରୁଥିଲେ...

bombing
ପିପିଲିରେ ବିଜେପି ନେତାଙ୍କ ଘର ଉପରକୁ ବୋମାମାଡ଼

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପିପିଲିରେ ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ତାଙ୍କ ଘର ଉପରକୁ ବୋମାମାଡ଼ କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ବଳଙ୍ଗା ଥାନା ଅନ୍ତର୍ଗତ କମାକନ୍ତିଆରେ ଥିବା ଆଶ୍ରିତଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ୨ଟି ବୋମା ମାଡ଼...

rahul gandhi
ଆସନ୍ତାକାଲି ଇସ୍ତଫା ଦେଇପାରନ୍ତି ରାହୁଲ ଗାନ୍ଧି!

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳର ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧି ଇସ୍ତଫା ଦେଇପାରନ୍ତି। ଆସନ୍ତାକାଲି କଂଗ୍ରେସର ୱାର୍କିଂ କମିଟି ବୈଠକ ବସିବ। ଏହି ସମୟରେ ରାହୁଲ ଗାନ୍ଧିଙ୍କ ଇସ୍ତଫା ସମ୍ପର୍କରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଗତକାଲି ସନ୍ଧ୍ୟାରେ ରାହୁଲ ଗାନ୍ଧି ତାଙ୍କ...

bjp celebration
ବିଜେପିକୁ କାହିଁକି ମିଳିଲା ଏ ବିପୁଳ ବିଜୟ? ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ବିଜେପି ପୁଣିଥରେ ପୂର୍ଣ୍ଣ ବହୁମତ ସହ ସରକାର ଗଠନ କରିବା ସ୍ପଷ୍ଟ ହୋଇଛି। ବିଜେପି ଏକାକୀ ୩୦୦ରୁ ଅଧିକ ଆସନ ଜିତିଥିବା ବେଳେ ଏନ୍‌ଡିଏ ୩୫୧ଟି ଆସନ ପାଇଛି। ଅର୍ଥାତ ୨୦୧୪ ତୁଳନାରେ ୨୦୧୯ରେ ବିଜେପି ଅଧିକ ଭଲ...

sheila dixit
ପରାଜୟ ହେଲେ ୭ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ଅନେକ ହେଭିୱେଟ୍‌ଙ୍କ ରାଜନୀତିକ କ୍ୟାରିୟର ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଶେଷ କରି ଅନେକ କଂଗ୍ରେସ ହେଭିୱେଟ୍‌ ଚଳିତ ନିର୍ବାଚନରେ ପରାଜୟର ସ୍ୱାଦ ଚାଖିଛନ୍ତି। ତେବେ ପରାଜୟ ପ୍ରାର୍ଥୀଙ୍କ ମଧ୍ୟରେ ୭ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ରହିଛି। ୩ ଥର ଦିଲ୍ଲୀରୁ...

amit shah
କ୍ୟାବିନେଟ୍‌ ମନ୍ତ୍ରୀ ହୋଇପାରନ୍ତି ଅମିତ ଶାହ

ନୂଆଦିଲ୍ଲୀ: ଦେଶରେ ବିଜେପି ପୁଣି ସରକାର ଗଢ଼ିବା ସ୍ପଷ୍ଟ ହୋଇଛି। ଏବେ ମୋଦିଙ୍କ ଦ୍ୱିତୀୟ ସରକାରରେ କିଏ କିଏ ମନ୍ତ୍ରୀ ହେବେ, ସେ ନେଇ ଆଲୋଚନା ଆରମ୍ଭ ହୋଇଛି। ଦଳକୁ ସଫଳତା ଦେବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ ଦ୍ୱିତୀୟ ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ...

naveen patnaik
ଏହିମାନଙ୍କୁ ମିଳିପାରେ ମନ୍ତ୍ରୀ ପଦ

ଭୁବନେଶ୍ୱର: ବିଧାନସଭା ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଗଠନକୁ ନେଇ ଆରମ୍ଭ ହୋଇଛି ଅଙ୍କକଷା। କାହାକୁ ମିଳିବ ମନ୍ତ୍ରୀପଦ, କେଉଁ ଅଞ୍ଚଳରୁ କିଏ ସାମିଲ ହେବେ- ସେ ସଂପର୍କରେ ନାନା କଳ୍ପନା ଜଳ୍ପନା ଚାଲିଛି। କ୍ୟାବିନେଟରେ କାହାକୁ ମିଳିବ ଗୁରୁ ଦାୟିତ୍ୱ, ଗତ ଥର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।