• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

nda alliance
କେଉଁ ରାଜ୍ୟରେ ଏନ୍‌ଡିଏର ପ୍ରଦର୍ଶନ କିଭଳି ରହିବ, ଜାଣନ୍ତୁ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ଗଣମାଧ୍ୟମ ଓ ସର୍ଭେ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ଫଳାଫଳ ଗତକାଲି ସନ୍ଧ୍ୟାରେ ପ୍ରକାଶ ପାଇଛି। ଏଥିରେ ୨୦୧୪ ପରି ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ପ୍ରାୟ ସମସ୍ତ ଏକଜିଟ୍‌ ପୋଲ୍‌ ଆକଳନ କରିଛନ୍ତି। ରିପବ୍ଲିକ୍...

heat wave
ଆସନ୍ତା ୩ଦିନ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି; ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଅସମ୍ଭାଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଲାଗୁଛି ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି। ବିଶେଷ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲୋକେ କଲବଲ ହେଉଛନ୍ତି। ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବି ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଏବେ ଆଉ ଦିନ ୧୦ଟା ନୁହେଁ...

representational image
ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଭୁବନେଶ୍ୱର: ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରଞ୍ଜିତ ପଟ୍ଟନାୟକ। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ବୁର୍ଲା ମେଡିକାଲ୍‌ର ହୃଦରୋଗ ବିଭାଗରୁ ତାଙ୍କ ମୃତଦେହକୁ ‌ଅଣାଯାଇ ବ୍ୟବଚ୍ଛେଦ କରାଯାଇଛି। ଜେଲ୍ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ରଞ୍ଜିତଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ...

exam
ଓଡ଼ିଶାରେ ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର: ଆଜି ଓଡ଼ିଶାରେ ସର୍ବଭାରତୀୟ ନିଟ୍ ପରୀକ୍ଷା ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧ଟାରେ ଶେଷ ହେବ। ମେ’ ୫ ତାରିଖରେ ନିଟ୍ ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ‘ଫୋନି’ ପାଇଁ ଏହାକୁ ମେ’ ୨୦ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। ଓଡ଼ିଶା ବ୍ୟତୀତ...

mamata banerjee
ଏକଜିଟ୍ ପୋଲ୍‌ ଫଳାଫଳକୁ ମୁଁ ବିଶ୍ୱାସ କରେ ନାହିଁ: ମମତା ବାନାର୍ଜୀ

ନୂଆଦିଲ୍ଲୀ: ଏକଜିଟ୍ ପୋଲ୍‌ରେ ଆସିଥିବା ଫଳାଫଳକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏକଜିଟ୍ ପୋଲ୍‌ରେ ଆସିଥିବା ଫଳାଫଳକୁ ବିଶ୍ୱାସ କରେ ନାହିଁ। ଏହା କେବଳ ଲୋକଙ୍କୁ ପ୍ରଭାବିତ କରିବାକୁ ଏପରି କରାଯାଇଛି। ଏଥିସହ ସେ ସମସ୍ତ ବିରୋଧୀ ଦଳକୁ ଏକଜୁଟ୍ ହୋଇ...

businessman
ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଲୁଟ୍‌

ସୋର(ଶଶିକାନ୍ତ ବେହେରା): ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କ ଠାରୁ ଟଙ୍କା, ସୁନା ଓ ରୁପା ଲୁଟି ନେଲେ ଦୁର୍ବୃତ୍ତ। ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ସାଲୋ ବଜାରରେ ଏହି ଘଟଣା ଘଟିଛି। ସୂଚନା ଅନୁଯାୟୀ, ମହେଶ ପ୍ରସାଦ ସାହୁଙ୍କର ସାଲୋ ବଜାରରେ ଏକ ଗହଣା ଦୋକାନ ରହିଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।