• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

summer
ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା; ସରବତ ଓ ତରଭୁଜ ଦୋକାନରେ ଲୋକଙ୍କ ଭିଡ଼

ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଓ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପାଦେପାଦେ ଅଂଶୁଘାତର ଭୟ ରହୁଛି। ଅସହ୍ୟ ତାତି ବଲାଙ୍ଗିରବାସୀଙ୍କୁ ନାକେଦମ୍ କରିସାରିଲାଣି। ଦିନ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ୍‌ ହୋଇପଡ଼ିଛି। ରାସ୍ତାଘାଟ ଖାଁଖାଁ ରହୁଥିବା ବେଳେ...

fani affected people
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଅର୍ଥ ପ୍ରଦାନ କଲେ ବିଭିନ୍ନ ସଂସ୍ଥା

ଭୁବନେଶ୍ୱର: ବାତ୍ୟା ‘ଫୋନି’ ଦ୍ୱାରା ପ୍ରଭାବିତ ଲୋକଙ୍କୁ ସହାୟତା ଓ ପୁନଃଥଇଥାନ ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷ ଓ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ଏସାର୍‌ ଷ୍ଟିଲ ପକ୍ଷରୁ ୧୦ ଲକ୍ଷ, ଏସ୍‌ପ୍ଲାନେଡ୍ ପକ୍ଷରୁ ୧୧ ଲକ୍ଷ, ବେଙ୍ଗାଲୁରୁର କଳିଙ୍ଗ ୟୁଥ୍ ଆସୋସିଏନ ପକ୍ଷରୁ...

dgp
ଆସନ୍ତା ୨୩ରେ ଭୋଟ୍‌ ଗଣତି ନେଇ ଡିଜିପିଙ୍କ ସୁରକ୍ଷା ବୈଠକ

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ଭୋଟ୍‌ ଗଣତି ହେବ।  ଏହି ସମୟରେ ସୁରକ୍ଷାକୁ ନେଇ ପୁଲିସ୍‌ ଡିଜି ଆର୍‌.ପି.ଶର୍ମାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।  ୬୨ଟି ସ୍ଥାନରେ ଭୋଟ୍‌ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ନେଇ ଏକ ପ୍ରେସ୍‌ନୋଟ୍ ମାଧ୍ୟମରେ ଡିଜିପି ସୂଚନା ଦେଇଛନ୍ତି। ସେହିପରି...

last phase voting
୨୦୧୯ ସାଧାରଣ ନିର୍ବାଚନର ଆଜି ଶେଷ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ: ୨୦୧୯ ମହାଲଢ଼େଇର ଆଜି ହେଉଛି ଅନ୍ତିମ ପର୍ଯ୍ୟାୟ ମତଦାନ ଅର୍ଥାତ୍‌, ଆଜି ୧୯ ସାଧାରଣ ନିର୍ବାଚନର ଶେଷ ତଥା ସପ୍ତମ ପର୍ଯ୍ୟୟ ଭୋଟ୍ ଗ୍ରହଣ। ୭ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବାକି ଥିବା ୫୯ଟି ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଅନ୍ତିମ...

election
ଓଡ଼ିଶାର ୩୪ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ଭୁବନେଶ୍ୱର: ବୁଥ୍ ରିଗିଂ, ଇଭିଏମ୍ ତ୍ରୁଟି ଓ ବିଶୃଙ୍ଖଳା ଅଭିଯୋଗ ଆସିଥିବା ଓଡ଼ିଶାର ୩୪ଟି ବୁଥ୍‌ରେ ଆଜି ସାନି ମତଦାନ ହେଉଛି। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ଭୋଟ୍ ଗ୍ରହଣ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୩୪ଟି ବୁଥ୍ ଭିତରୁ ଯାଜପୁର ସଂସଦୀୟ କ୍ଷେତ୍ରର ସର୍ବାଧିକ ୯ଟି...

ambulance
ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଆମ୍ବୁଲାନ୍ସ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ନିକଟରେ ଆଜି ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ତେବେ ଡ୍ରାଇଭର ଓ ଫାର୍ମାସିଷ୍ଟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେମାନଙ୍କର କିଛି କ୍ଷତି ହୋଇନି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। ଆଜି ସକାଳେ ଆମ୍ବୁଲାନ୍ସଟି ଜଣେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।