ପୁରୀ(ମଧୁସୂଦନ ମିଶ୍ର): ବାତ୍ୟା ‘ଫୋନି’ରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ସହରରେ କିଭଳି ସ୍ୱାସ୍ଥ୍ୟସେବା ଚାଲିଛି ସେନେଇ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ସ୍ଥିତି ପରଖିଛନ୍ତି। ସେ ଜିଲ୍ଲା ସଦର ଚିକିତ୍ସାଳୟରେ ଆହତଙ୍କୁ ଭେଟି କିଭଳି ଚିକିତ୍ସା ଚାଲିଛି ପଚାରି ବୁଝିଥିଲେ। ଏହାପରେ ଉନ୍ନତ ଚିକିତ୍ସା ସେବା...
ଭୁବନେଶ୍ୱର: ବିଦ୍ୟୁତ୍ ସଂଯୋଗରେ ବିଳମ୍ବ ଯୋଗୁ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାକୁ ନେଇ ଲୋକମାନେ ରାସ୍ତାକୁ ଓହ୍ଲାଉଛନ୍ତି। ଗତକାଲି ସନ୍ଧ୍ୟାରେ ମୁଣ୍ଡାସାହି ବାସିନ୍ଦା ସିଆରପି-ବରମୁଣ୍ଡା ରାସ୍ତା ଅବରୋଧ କରିଥିଲେ। ଏଥିପାଇଁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା। ନୟାପଲ୍ଲୀରେ ଥିବା ବିଦ୍ୟୁତ୍ ବିଭାଗ ଅଫିସରେ...
ନୂଆଦିଲ୍ଲୀ: ଆସନ୍ତାକାଲି ଷଷ୍ଠ ପର୍ଯ୍ୟାୟରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ଦିଲ୍ଲୀର ୭ଟି ଆସନ ପାଇଁ ମତଦାନ ହେବ। ହେଲେ ଏହା ପୂର୍ବରୁ ପୂର୍ବ ଦିଲ୍ଲୀ ଲେକସଭା ଆସନର ଆମ୍ ଆଦମି ପାର୍ଟି (ଆପ୍) ପ୍ରାର୍ଥୀ ଆତୀଶ ମାରଲେନାଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟରକୁ ନେଇ ମୁହାଁମୁହିଁ ହୋଇଛନ୍ତି...
ଭୁବନେଶ୍ୱର: ବାତ୍ୟା ‘ଫୋନି’ କ୍ଷତିଗ୍ରସ୍ତଙ୍କ ପାଇଁ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସ୍ଏସ୍) ସହାୟତାର ହାତ ବଢ଼ାଇଛି। ସଂଘ ପକ୍ଷରୁ ୧ ଲକ୍ଷ ୬୪ ହଜାର ୭୬ଜଣ ବିପନ୍ନଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ, ପାଣି, ତାରପୋଲିନ ଓ ଔଷଧ ଯୋଗାଇ ଦିଆଯାଇଛି। ଏହାସହ କ୍ଷତିଗ୍ରସ୍ତ ହୋଇଥିବା ପ୍ରାୟ ୧୦...
ଢେଙ୍କାନାଳ: ବାର୍ହାକୁ ଧକ୍କା ଦେଇ କାର୍ଟିଏ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜଣେ ବୃଦ୍ଧ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଏବଂ ଦୁଇ ନାତିନାତୁଣୀ (୫ ବର୍ଷର ନାତି,...
ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ରାଉରକେଲାର ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ଛକ ନିକଟରେ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୫ଜଣ ବସ୍ ଯାତ୍ରୀଙ୍କ ସମେତ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର...
କଟକ: ଘର ଉପରୁ ଉଡ଼ିଯାଇଛି ଚାଳ ଛପର। ଆଉ ଖୋଲା ଆକାଶ ତଳେ କଟୁଛି ଜୀବନ। ଖାଲି ଏତିକି ନୁହେଁ ଘରେ ଥିବା ଆସବାବପତ୍ର ସବୁ ନଷ୍ଟ ହୋଇଯାଇଥିବାରୁ ରାନ୍ଧିକି ଖାଇବା ବି କଷ୍ଟକର ହୋଇପଡ଼ୁଛି। କଟକ ସଦର ନିମେଇସାପୁର ଗାଁରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି।...
ନୂଆଦିଲ୍ଲୀ: ଚଳିତ ମାସ ମେ ୧୩ ତାରିଖରୁ ଜୁନ ୩୦ ତାରିଖ ଯାଏ ସୁପ୍ରିମକୋର୍ଟରେ ଗ୍ରୀଷ୍ମ ଅବକାଶ ଛୁଟି ରହିବ। ତେବେ ମେ ୨୫ରୁ ୩୦ ମଧ୍ୟରେ ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇ ଛୁଟିରେ ରହିବେ ବୋଲି ଜଣାପଡ଼ିଛି। ଜୁଲାଇ ୧ ତାରିଖରେ ସୁପ୍ରିମକୋର୍ଟ ପୁଣି ଖୋଲିବ।...
ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ଅଞ୍ଚଳରେ ତୈଳ ବିକ୍ରି ପ୍ରକ୍ରିୟା ଧରେ ଧୀରେ ସ୍ୱାଭାବିକ ହେଉଛି। ବିଶେଷ କରି ପୁରୀ, ଖୋର୍ଦ୍ଧା ଓ କଟକରେ ପେଟ୍ରୋଲ, ଡିଜେଲ ଓ LPG ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ଅଞ୍ଚଳରେ କ୍ଷତିଗ୍ରସ୍ତ ୨୩୪ଟି ପେଟ୍ରୋଲ ପମ୍ପରୁ...
ଭୁବନେଶ୍ୱର: ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ହେଲେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ନୂଆ କୁଳପତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଆଜି ଏହି ନିଯୁକ୍ତି ପ୍ରଦାନ କରାଯାଇଛି। ଏବେ ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ଭାରତୀୟ କୃଷି ଗବେଷଣା ପରିଷଦ...
କଟକ: ସାରଥି ଓରଫ୍ ସନ୍ତୋଷ ରାଉଳଙ୍କୁ ଆଜି କଟକ ଏସ୍ସି/ଏସ୍ଟି କୋର୍ଟରେ ହାଜର କରାଯାଇଥିଲା। କ୍ରାଇମବ୍ରାଞ୍ଚର ମୂଳ ମାମଲାର ଚାର୍ଜଫ୍ରେମ୍ ପାଇଁ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ତେବେ ଆଜି କୋର୍ଟରେ ଅନ୍ୟ ୨ଦୁଇ ଜଣ ସାକ୍ଷୀ ଅନୁପସ୍ଥିତ ରହିବାରୁ ଚାର୍ଜଫ୍ରେମ୍ ହୋଇପାରିନାହିଁ। ଆସନ୍ତା ୧୭ରେ ସାରଥିଙ୍କୁ ହାଜର କରିବାକୁ...
ନୂଆଦିଲ୍ଲୀ: ଗତ ସାଧାରଣ ନିର୍ବାଚନରେ ବିଜେପି ଉତ୍ତର ପ୍ରଦେଶରେ ୮୦ଟି ଆସନରୁ ୭୩ଟିରେ ବିଜୟୀ ହୋଇଥିବା ବେଳେ ଏଥର ଅଧାରୁ କମ୍ ଆସନ ପାଇପାରେ। ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟରେ ୨୭ଟି ଆସନ ପାଇଁ ମତଦାନ ହେବାକୁ ଥିବା ବେଳେ ବ୍ରୋକେରାଜେ ଫାର୍ମ ଏହି ସର୍ଭେ ରିପୋର୍ଟ ପ୍ରକାଶ...
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା-ବାବ୍ରୀ ମସଜିଦ୍ ବିବାଦ ମାମଲାର ‘ଚୂଡ଼ାନ୍ତ ଷ୍ଟାଟସ୍ ରିପୋର୍ଟ୍’ ଦାଖଲ କରିବାକୁ, ସୁପ୍ରିମକୋର୍ଟ ଆଜି ‘ମଧ୍ୟସ୍ଥି ପ୍ୟାନେଲ୍’କୁ ଆଉ କିଛିଦିନ ସମୟ ଦେଇଛନ୍ତି। ଅଗଷ୍ଟ ୧୫ ସୁଦ୍ଧା ଏହି ବିବାଦୀୟ ମାମଲାର ସମସ୍ତ ରିପୋର୍ଟ ଦାଖଲ କରିବାକୁ, ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ...
ବାସୁଦେବପୁର(କୀର୍ତ୍ତି ଦାସ): କାଳ ହେଲା ବିଷାକ୍ତ ଫଳ। ଜ୍ୱର ଭଲ ହେବା ପାଇଁ କୋଚିଲା ଫଳ ଚୋପା ସିଝେଇ ଖାଇବାରୁ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ବିନାକାରପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।...
ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ନାକେଦମ୍ କଲାଣି। ଆହୁରି ଦୁଇ ଦିନ ଯାଏ ଏଭଳି ହିଟ୍ ୱେଭ୍ ଲାଗି ରହିବ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ...