ଭୁବନେଶ୍ୱର: ବାତ୍ୟା ‘ଫୋନି’ରେ ପ୍ରଭାବିତ ହୋଇଥିବା ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରି ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ...
ଭୁବନେଶ୍ୱର: ବାତ୍ୟା ‘ଫୋନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଯୋଗାଯୋଗ କ୍ଷତିଗ୍ରସ୍ତ ହେବା ଯୋଗୁ ବିପିୟୁଟି ପକ୍ଷରୁ ସେମିଷ୍ଟାର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଆସନ୍ତା ୮, ୯, ୧୦, ଓ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ଏହି ପରୀକ୍ଷା ପରବର୍ତ୍ତୀ କେତେ ତାରିଖରେ...
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ର ମହାତାଣ୍ଡବ ପରେ ସ୍ୱାଭାବିକ ସ୍ଥିତି ଫେରାଇ ଆଣିବାକୁ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ୍ ଓ ଥଇଥାନ କାର୍ଯ୍ୟ ଆରମ୍ଭ ହୋଇଛି। ଖାସ୍ କରି ପ୍ରଭାବିତ ଲୋକଙ୍କ ପାଖରେ ପ୍ରାଥମିକତା ଭିତ୍ତିରେ ରିଲିଫ୍ ସାମଗ୍ରୀ ପହଞ୍ଚାଇବାକୁ ଉଦ୍ୟମ କରାଯାଉଛି। ଏଥିପାଇଁ ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ...
ଭୁବନେଶ୍ୱର: ‘ଫୋନି’ ପାଇଁ ପରିବା ବଜାରରେ ମହଙ୍ଗା ମାଡ଼। ବଜାରରେ ଆଳୁ ଓ ଟମାଟୋ ଦର ବୃଦ୍ଧି ହୋଇଥିବା ନେଇ ଗ୍ରାହକମାନେ ଅଭିଯୋଗ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବଜାରରେ ପରିବା ଦର ବଢୁଥିବାରୁ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବ୍ୟବସାୟୀମାନେ ଆଳୁ କିଲୋ ପିଛା ୨୫ ଟଙ୍କା ଓ...
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ବର୍ତ୍ତମାନ ପୁରୀରୁ ୩୬୦ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି। ଆସନ୍ତାକାଲି ଦିନ ୧୦ଟାରୁ ୧୨ଟା ପରେ ଯେକୌଣସି ସମୟରେ ସ୍ଥଳଭାଗକୁ ଛୁଇଁପାରେ ବୋଲି ସୂଚନା ମିଳିଛି। ଏକ୍ସଟ୍ରିମ୍ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଥିବା ଏହି ସାମୁଦ୍ରିକ ଝଡ଼ ସ୍ଥଳଭାଗ...
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’କୁ ଦୃଷ୍ଟିରେ ରଖି ଉପକୂଳ ଓ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି। ଆଜି ଦିନ ୧୦ଟା ୩୦ ସୁଦ୍ଧା ୨୫ ହଜାର ଲୋକଙ୍କୁ ସ୍ଥାନାନ୍ତର ସରିଲାଣି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସରକାରଙ୍କ...
ଭୁବନେଶ୍ୱର: ଏକ୍ସଟ୍ରିମ୍ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଥିବା ସାମୁଦ୍ରିକ ଝଡ଼ ‘ଫୋନି’ ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ୪୩୦ କିଲୋମିଟର ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୨୫ କିଲୋମିଟର ଦୂରରେ ଥିବା ଜଣାପଡ଼ିଛି। ଭାରତୀୟ ପାଣିପାଗ ବିଭାଗର ବୁଲେଟିନ୍ ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ...
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିପାଇଁ ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଟିମ୍ ମଧ୍ୟ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଅଛନ୍ତି। ପାଟନାରୁ ଏନ୍ଡିଆର୍ଏଫ୍ର ୪୦ ଜଣିଆ ଟିମ୍ କେନ୍ଦୁଝରରେ ପହଞ୍ଚିବା ପରେ ଆନନ୍ଦପୁର ଅଭିମୁଖେ ଗସ୍ତ କରିଛନ୍ତି। ସେହିପରି ଗଜପତି ଜିଲ୍ଲାରେ ମଧ୍ୟ...
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚିପାରେ। ଏହାଦ୍ୱାରା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ଥିବା ସମସ୍ତ ପ୍ରକାର ମାଟି ଘର, ପୁରୁଣା ପକ୍କା ଘର କ୍ଷତିଗ୍ରସ୍ତ ହୋଇପାରେ। ସେହିପରି ଯୋଗାଯୋଗ ଏବଂ ବିଦ୍ୟୁତ୍ ଖୁଣ୍ଟ...