• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

fani 1
ବାତ୍ୟା ପୂର୍ବରୁ ଓ ପରେ କ’ଣ କରିବେ, ପଢ଼ନ୍ତୁ

ଭୁବନେଶ୍ୱର: ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଥିବା ସାମୁଦ୍ରିକ ଝଡ଼ ‘ଫୋନି’ ବର୍ତ୍ତମାନ ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ୪୩୦ କିଲୋମିଟର ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୨୫ କିଲୋମିଟର ଦୂରରେ ରହିଛି। ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଆସନ୍ତାକାଲି ଗୋପାଳପୁର...

fani
ଆସୁଛି ‘ଫୋନି’: ଜୋରରେ ପବନ ବହିବ, ସମୁଦ୍ରରେ ଆସିପାରେ ଉଚ୍ଚ ଜୁଆର

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୋରରେ ପବନ ବହିବ। ପବନର ବେଗ ଘଣ୍ଟା ପ୍ରତି ୧୮୦ରୁ ୧୯୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।  ଆଜି ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିବା...

jagannath temple
ଶ୍ରୀମନ୍ଦିର ଉପରୁ ଉଡ଼ିଗଲା ନୀଳଚକ୍ର ବାନା

ପୁରୀ: ପୁରୀ ଶ୍ରୀମନ୍ଦିର ଉପରୁ ୫ ହାତ ଲମ୍ବର ନୀଳଚକ୍ର ବାନା ଉଡ଼ି ଯାଇଛି। ସାମୁଦ୍ରକି ଝଡ଼ ‘ଫୋନି’ରେ ଶ୍ରୀମନ୍ଦିର ନୀଳଚକ୍ର ପ୍ରଭାବିତ ହେବା ଆଶଙ୍କା ଥିବାରୁ ଗତକାଲି ନୀଳଚକ୍ରରେ ୫ ହାତ ଲମ୍ବର କେବଳ ଗୋଟିଏ ଧ୍ୱଜା ବନ୍ଧା ଯାଇଥିଲା। ତେବେ ବାନା ଉଡ଼ିଯିବା ପରେ ଏବେ ପୁଣି ନୀଳଚକ୍ର...

puri
ପୁରୀ ଛାଡ଼ିବାକୁ ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ବସ୍ ଓ ଟ୍ରେନ୍‌ ବ୍ୟବସ୍ଥା

ପୁରୀ: ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଥିବା ସାମୁଦ୍ରିକ ଝଡ଼ ‘ଫୋନି’ ବର୍ତ୍ତମାନ ପୁରୀର ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୫୧୦ କି.ମି. ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୬୦ କିଲୋମିଟର ଦୂରରେ ରହିଛି। ଏହାକୁ ଦୃଷ୍ଟିରେ ରଖି ପୁରୀ ଛାଡ଼ିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ପର୍ଯ୍ୟଟକଙ୍କ...

rainfall
ଓଡ଼ିଶା ମୁହାଁ ‘ଫୋନି’: ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ, ୟଲୋ ଓ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’କୁ ନେଇ ଭାରତୀୟ ପାଣିପାଣ ବିଭାଗ ସତର୍କ ସୂଚନା ଜାରି କରିଛି। ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ, ୟଲୋ ଏବଂ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଓ ଆସନ୍ତାକାଲି ମଧ୍ୟରେ ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ...

fani
ପାଖେଇ ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’, ପ୍ରବଳ ବର୍ଷା ସାଙ୍ଗକୁ ୧୮୦ କି.ମି. ବେଗରେ ପବନ ବହିବ

ଭୁବନେଶ୍ୱର: ପାଖେଇ ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’। ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଥିବା ଏହି ସାମୁଦ୍ରିକ ଝଡ଼ ବର୍ତ୍ତମାନ ପୁରୀଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୫୧୦ କି.ମି. ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୬୦ କିଲୋମିଟର ଦୂରରେ ରହିଛି। ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି...

maoist blast
ମହାରାଷ୍ଟ୍ରରେ ମାଓବାଦୀଙ୍କ ବର୍ବରକାଣ୍ଡ; ୧୫ଜଣ ସୁରକ୍ଷାକର୍ମୀ ସହିଦ, ଜଣେ ଡ୍ରାଇଭର ମୃତ

ଗଡ଼ଚିରୋଲି: ମହ।ର।ଷ୍ଟ୍ରର ଗଡ଼ଚିରୋଲିରେ ମାଓବାଦୀଙ୍କ ବର୍ବରକାଣ୍ଡ। ମାଓବାଦୀମ।ନେ ଘଟ।ଇଥିବ। ଏକ ବଡ଼ ଧରଣର ବିସ୍ଫୋରଣରେ ୧୫ ଜଣ ସୁରକ୍ଷ।କର୍ମୀ ସହିଦ ହୋଇଥିବା ବେଳେ ଜଣେ ଡ୍ରାଇଭରଙ୍କ ମଧ୍ୟ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଛତିଶଗଡ଼ ସୀମ।ବର୍ତ୍ତୀ ଏହି ମାଓପ୍ରବଣ ଅଞ୍ଚଳରେ ଆଇଇଡି ଯୋଗେ ଏଭଳି ଘଟଣ। ଘଟିଥିବ। ଜଣ।ପଡ଼ିଛି।  କମାଣ୍ଡୋ ମାନେ ମାଓ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।