• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

puri
କାଲି ସନ୍ଧ୍ୟା ସୁଦ୍ଧା ପୁରୀ ଛାଡ଼ିବାକୁ ପର୍ଯ୍ୟଟକଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଅତ୍ୟନ୍ତ ଭୟଙ୍କର ରୂପ ନେଇ ସାମୁଦ୍ରିକ ଝଡ଼ ‘ଫୋନି’ ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି। ଏହି ସାମୁଦ୍ରିକ ଝଡ଼ ବର୍ତ୍ତମାନ  ପୁରୀଠାରୁ ୭୧୦ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି। ଏହା ୩ ତାରିଖ ଅପରାହ୍ଣରେ ଓଡ଼ିଶା ଉପକୂଳ ଛୁଇଁବ ବୋଲି ଆକଳନ କରାଯାଇଛି। ଗୋପାଳପୁର ଓ ଚାନ୍ଦବାଲି ମଧ୍ୟରେ ‘ଫୋନି’...

cyclone
‘ଫୋନି’କୁ ଦୃଷ୍ଟିରେ ରଖି ୧୧ଟି ଜିଲ୍ଲାରୁ ନିର୍ବାଚନ ଆଚରଣ ବିଧି ପ୍ରତ୍ୟାହାର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଫୋନି’କୁ ଦୃଷ୍ଟିରେ ରଖି ରାଜ୍ୟର ୧୧ଟି ଜିଲ୍ଲାରୁ ନିର୍ବାଚନ ଆଚରଣ ବିଧି ପ୍ରତ୍ୟାହାର କରି ନିଆଯାଇଛି। ଫଳରେ ବାତ୍ୟା ସମୟରେ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହଜ ହେବ। ଏଥିସହ ସରକାରୀ ଅଧିକାରୀ ବିନା ବାଧାରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ...

cyclone
ଅତ୍ୟନ୍ତ ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ‘ଫୋନି’

ଭୁବନେଶ୍ୱର: ଓଡ଼ିଶାକୁ ସାମୁଦ୍ରିକ ଝଡ଼ ‘ଫୋନି’ ଭୟ। ଏହା ଭେରି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରୁ ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଉପକୂଳ ଓଡ଼ିଶା, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶକୁ ହାଇ ଆଲର୍ଟରେ ରଖାଯାଇଛି। ଆସନ୍ତା ୩ ତାରିଖ ସଂଧ୍ୟାରେ ଗୋପାଳପୁରରୁ...

jee main exam
ମାଡ଼ି ଆସୁଛି ‘ଫୋନି’: ଆସନ୍ତାକାଲିଠୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଫୋନି’ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ପ୍ରଥମ ପର୍ଯ୍ୟାୟରେ ଏନ୍‌ଡିଆର୍‌ଏଫ୍‌ର ୫ଟି ଟିମ୍‌କୁ ଉପକୂଳ ଜିଲ୍ଲାକୁ ପଠାଯାଇଛି। ଜଗତସିଂହପୁର ଜିଲ୍ଲାକୁ ୩ଟି ଟିମ୍ ଓ ଭଦ୍ରକ ଜିଲ୍ଲାକୁ ୨ଟି ଟିମ୍ ପଠାଯାଇଛି। ଏହାସହ କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲା...

heavy rainfall
ରାଜ୍ୟର ୯ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ତାଣ୍ଡବ ରଚିପାରେ ‘ଫୋନି’

ଭୁବନେଶ୍ୱର: ରାଜ୍ୟର ୯ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ତାଣ୍ଡବ ରଚିପାରେ ସାମୁଦ୍ରିକ ଝଡ଼ ‘ଫୋନି’। ତେଣୁ ଏସମସ୍ତ ଜିଲ୍ଲାରେ ଆଗୁଆ ସତର୍କତାମୂଳକ ପଦକ୍ଷେପ ନେବାକୁ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ୯ଟି ଜିଲ୍ଲା ହେଲା- ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,...

yeti
ବଞ୍ଚି ରହିଛି କି ହିମ ମାନବ? ହିମାଳୟରୁ ଠାବ ହେଲା ପାଦ ଚିହ୍ନ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ହିମ ମାନବର ପାଦ ଚିହ୍ନକୁ ଭାରତୀୟ ସେନା ଠାବ କରିଛି। ଏନେଇ ଭାରତୀୟ ସେନା ପକ୍ଷରୁ ଟ୍ୱିଟ୍ କରି ପାଦ ଚିହ୍ନ ଥିବା ଫଟୋକୁ ବି ସେୟାର କରାଯାଇଛି। ହିମାଳୟର ମକାଲୁ ବେସ୍ କ୍ୟାମ୍ପରୁ ଭାରତୀୟ ସେନାର ଏକ ଟିମ୍ ପର୍ବତ ଆରୋହଣ...

vlcsnap-error590
‘ଫୋନି’ ନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କଲା ପ୍ରଶାସନ

ପୁରୀ: ବାତ୍ୟା ‘ଫୋନି’କୁ ନେଇ ପୁରୀ ଜିଲ୍ଲା କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି। ସୁରକ୍ଷିତ ଏବଂ ଉଚ୍ଚ ସ୍ଥାନକୁ ଯିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କରାଯାଉଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।...

cyclone fani
‘ଫୋନି’ ପାଇଁ ୪ ରାଜ୍ୟକୁ ଆଗୁଆ ସହାୟତା

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ଫୋନି’। ଏହା କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ତେବେ ଓଡ଼ିଶା ସମେତ ୫ଟି ରାଜ୍ୟ ଓ ୩ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ କେନ୍ଦ୍ର ସ୍ୱରାଷ୍ଟ ମନ୍ତ୍ରାଳୟର ଏନ୍‌ଇଆର୍‌ସି ପକ୍ଷରୁ ଆଡ୍‌ଭାଇଜାରୀ ଜାରି କରାଯାଇଛି। ଏଥିସହ ସ୍ଥିତି...

heavy rainfall
ବାତ୍ୟା ‘ଫୋନି’ର ଲ୍ୟାଣ୍ଡଫଲ୍‌ ସ୍ଥାନକୁ ନେଇ ଭିନ୍ନ ମତ

ଭୁବନେଶ୍ୱର: ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରୁ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଥିବା ବାତ୍ୟା ‘ଫୋନି’ର ଲ୍ୟାଣ୍ଡଫଲ୍‌ ସ୍ଥାନକୁ ନେଇ ଚିତ୍ର ସ୍ପଷ୍ଟ ହୋଇପାରି ନାହିଁ। ଓଡ଼ିଶାର କେଉଁ ସ୍ଥାନରେ ଏହା ଲ୍ୟାଣ୍ଡଫଲ୍‌ କରିବ ସେନେଇ ଭିନ୍ନ ମତ ପ୍ରକାଶ ପାଇଛି। ‘ଫୋନି’ର ଲ୍ୟାଣ୍ଡଫଲ୍‌କୁ ନେଇ ଭାରତୀୟ ପାଣିପାଗ ବିଭାଗର ଏଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ...

rainfall
‘ତିତ୍‌ଲି’ଠାରୁ ଅଧିକ ପ୍ରଭାବଶାଳୀ ହୋଇପାରେ ‘ଫୋନି’; ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଓଡ଼ିଶା ପାଇଁ ବାତ୍ୟା ବିପଦ।  ମାଡ଼ି ଆସୁଛି ବାତ୍ୟା ‘ଫୋନି’। ଆହୁରି ଘନୀଭୂତ ହେବା ପରେ ବର୍ତ୍ତମାନ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରୁ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହାର ପ୍ରଭାବରେ ମେ’ ୨ରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।