• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

adr
କଂଗ୍ରେସ ପ୍ରାର୍ଥୀ ବବି ମହାନ୍ତି ସବୁଠୁ ଧନୀ, ଦ୍ୱିତୀୟରେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଭିନ୍ନ ଦଳର ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା, ମୋଟ ସମ୍ପତ୍ତି, ସେମାନଙ୍କ ବିରୋଧରେ ଥିବା ଅପରାଧିକ ମାମଲା ଓ ଅନ୍ୟାନ୍ୟ ବିଷୟରେ ବିସ୍ତୃତ ତଥ୍ୟକୁ ନେଇ ଓଡ଼ିଶା ଇଲେକ୍ସନ ଓ୍ୱାଚ୍ ଓ ଆସୋସିଏସନ୍ ଫର ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ...

contractor
ଠିକାଦାରଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଲେରପଙ୍ଗା ଗାଁରେ ମାଓବାଦୀମାନେ ଜଣେ ଠିକାଦାରଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ତାଙ୍କ ନାଁ କୈଳାସ ଦିଗଲ୍‌ (୪୦)। ଗତକାଲି ବିଳମ୍ବିତ ରାତିରେ ମାଓବାଦୀମାନେ ତାଙ୍କୁ ଘରୁ ଡାକି ନେଇ ତାଙ୍କୁ ଗୁଳି କରି ହତ୍ୟା କରିଥିବା...

bjd mla
ବିଜେଡି ବିଧାୟକ ପ୍ରମୋଦ ମଲ୍ଲିକଙ୍କୁ ବିରୋଧ

ଭୁବନେଶ୍ୱର: ନିଆଳିର ବିଜେଡି ବିଧାୟକ ପ୍ରମୋଦ ମଲ୍ଲିକଙ୍କୁ ବିରୋଧ। ଗତକାଲି ରାତିରେ ପ୍ରମୋଦ କସର୍ଦା ଭାଲିଆକଣକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଜୋର୍‌ଦାର୍‌ ବିରୋଧ କରିଥିଲେ। ଏପରିକି ସେ ଲୋକଙ୍କ ଆକ୍ରୋଶର ଶିକାର ମଧ୍ୟ ହୋଇଥିଲେ ଯାହା ସୋଶାଲ୍‌ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି।...

kendrapada
ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ; ଫୋକସ୍‌ରେ କେନ୍ଦ୍ରାପଡ଼ା

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଅର୍ଥାତ୍‌ ଶେଷ ପର୍ଯ୍ୟାୟ ନିର୍ବାଚନ। ଏହି ପର୍ଯ୍ୟାୟରେ  ନିର୍ବାଚନ ହେବାକୁ ଥିବା ରାଜ୍ୟର ୬ଟି ଲୋକସଭା ଆସନ ମଧ୍ୟରୁ କେନ୍ଦ୍ରାପଡ଼ା ଉପରେ ସମସ୍ତଙ୍କ ନଜର ରହିଛି।  କାରଣ ଏଠାରେ ହେଉଛି କଡ଼ା ଟକ୍କର।  ଏଥର ଏଠାରେ ବିଜେପିରୁ...

ganja seized
କାର୍‌ରୁ ୩୨ କେଜି ଗଞ୍ଜେଇ ଜବତ, ୩ ଇଞ୍ଜିନିୟରିଂ ଛାତ୍ର ଗିରଫ

କଟକ(ବିଶ୍ୱଜିତ ଆଚାର୍ଯ୍ୟ): କାର୍‌ରୁ ୩୨ କିଲୋଗ୍ରାମ ଗଞ୍ଜେଇ ଜବତ। ଆଜି ଭୋର ସମୟରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗର ଟିମ୍‌ କଟକ ସ୍ଥିତ ଲିଙ୍କ୍‌ରୋଡ୍‌ରେ ଚଢ଼ାଉ କରି ଏହି ଗଞ୍ଜେଇ ଜବତ କରିଛି। ଦୁଇଟି ବସ୍ତାରେ ଭର୍ତ୍ତି ଗଞ୍ଜେଇକୁ ଏକ କାର୍‌ ଯୋଗେ କନ୍ଧମାଳରୁ ବାଲେଶ୍ୱରକୁ ଚାଲାଣ ହେଉଥିବା...

bolero accident
ବୋଲେରୋ ଓଲଟି ୧୪ ଶ୍ରମିକ ଆହତ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ଭାରସାମ୍ୟ ହରାଇ ଓଲିଟି ପଡ଼ିଲା ବୋଲେରୋ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଲଗୁଣ୍ଠା ରାସ୍ତାର ଚୋପ୍ରା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବୋଲେରୋଟି ଓଲଟି ପଡ଼ିବା ଫଳରେ ୧୪ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଭଞ୍ଜନଗର ମେଡିକାଲ୍‌ରେ ଭର୍ତ୍ତି...

man killed his brother
ବଡ଼ ଭାଇର କଟୁରି ଚୋଟରେ ସାନ ଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ବରକାନିରେ ବଡ଼ ଭାଇର କଟୁରି ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକ ହେଲେ ସୋମା ଏକ୍କା। ତାଙ୍କ ବଡ଼ ଭାଇଙ୍କ ନାଁ କୋକା ଏକ୍କା। ଗତକାଲି ସନ୍ଧ୍ୟାରେ କୌଣସି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ବଚସା ହୋଇଥିଲା।...

vlcsnap-error882
ଖାତରୁ ଉଦ୍ଧାର ହେଲା ମା’ ଓ ଛୁଆ ହାତୀ

ସମ୍ବଲପୁର: ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ଯୁଯୁମୁରା ବ୍ଲକ୍‌ର ବସିଆପଡ଼ା ଜଙ୍ଗଲର ଏକ ଖାତରୁ ଦୁଇ ହାତୀଙ୍କୁ ବନ ବିଭାଗ ଉଦ୍ଧାର କରିଛି। ପାଣି ପିଇବାକୁ ଯାଇଥିବା ଛୁଆ ହାତୀ ପ୍ରଥମେ ଖାତରେ ଖସି ପଡ଼ିଥିଲା। ଏହାପରେ ଛୁଆ ହାତୀକୁ ଉଦ୍ଧାର କରିବାକୁ ମାଆ ହାତୀ ଉଦ୍ୟମ କରିଥିଲା।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।