• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bjd
ହଟହଟା ହେଲେ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ଦାସ

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ ଅନ୍ତର୍ଗତ କଟିସାହିରେ ଭୋଗରାଇର ବିଜେଡି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କୁ ହଟହଟା ହେବାକୁ ପଡ଼ିଛି। ଗତକାଲି ନିର୍ବାଚନ ପ୍ରଚାର ପାଇଁ ଯାଇଥିବା ବେଳେ ଲୋକେ ତାଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିବା ସହ ଘେରି ଯାଇଥିଲେ। ଗତ ୫ ବର୍ଷ...

bjp
‘ବିଚଳିତ ହେଲାଣି ବିଜେଡି’

ଭୁବନେଶ୍ୱର: ବିଚଳିତ ହେଲାଣି ବିଜେଡି। କେନ୍ଦ୍ରାପଡ଼ାରେ କାହିଁକି ଦଳର ମୁଖିଆ ୨ଦିନ ପ୍ରଚାରରେ ଆସି କାହିଁକି ପଡି ରହୁଛନ୍ତି। ତା’ସହ ଗଣ୍ଡା ଗଣ୍ଡା ନେତା ଓ ମନ୍ତ୍ରୀ କେନ୍ଦ୍ରାପଡ଼ାରେ କାହିଁକି ଡେରା ପକାଇଛନ୍ତି ବୋଲି  ଓଟିଭିକୁ ସାକ୍ଷାତକାର ଦେଇ ଏଭଳି ପ୍ରଶ୍ନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ତଥା...

election
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ସରିବ। ତେବେ ଆଜି ପ୍ରଚାରର ଶେଷ ଦିନ ଥିବାରୁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଛନ୍ତି। ନିର୍ବାଚନ ପ୍ରଚାର ପାଇଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ...

union minister
ପୂର୍ବତନ ମୁଖ୍ୟମନ୍ତ୍ରୀ ଭାବେ ନବୀନ ବାବୁଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରିବୁ: ଧର୍ମେନ୍ଦ୍ର

ବାଲେଶ୍ୱର: ବାଲେଶ୍ୱରରେ ରୋଡ୍ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତୀବ୍ର ସମାଲୋଚନା କରିଛନ୍ତି। ଏଥର ବିଜେଡି ପୁଣି ସରକାର ଗଠନ କରିବ ଓ ଶପଥ ଗ୍ରହଣ ସମାରୋହକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରାଯିବ ବୋଲି ନବୀନ ଦେଇଥିବା ବୟାନ ଉପରେ ଧର୍ମେନ୍ଦ୍ର ପ୍ରତିକ୍ରିୟା...

gas leak
ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ୍ ଲିକ୍

ବାଲେଶ୍ୱର: ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ୍ ଲିକ୍। ବାଲେଶ୍ୱର ଜିଲ୍ଲା ଆଇଟିଆଇ ଛକ ସ୍ଥିତ ଏକ ଶୀତଳଭଣ୍ଡାରରୁ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗ୍ୟାସ୍ ଲିକ୍ ବନ୍ଦ କରିଛନ୍ତି।  ତେବେ ଗ୍ୟାସ୍‌ ଲିକ୍‌କୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେବାସହ ସ୍ଥାନୀୟ ଲୋକେ...

students
ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଉତ୍କଳ ବିଶ୍ୱ ବିଦ୍ୟାଳୟର ଅଧୀନରେ ଥିବା ଡିଗ୍ରୀ କଲେଜର ଛାତ୍ରଛାତ୍ରୀମାନେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳିପତିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଯୁକ୍ତ ତିନି ଚତୁର୍ଥ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରଛାତ୍ରୀମାନେ ପ୍ରତିବାଦ କରିଥିବା ଜଣାପଡ଼ିଛି। ଚତୁର୍ଥ ସେମିଷ୍ଟାରର ପାଠ୍ୟକ୍ରମ ମାତ୍ର ୩୦ ପ୍ରତିଶତ ପଢ଼ା ଯାଇଥିଲେ...

representationl image
ଯୁବତୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ

ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ବାପା ଥାନାରେ ଏତଲା ଦେଇଛନ୍ତି। ଦୁଷ୍କର୍ମ ପରେ ପୀଡିତାଙ୍କୁ ମାଡ ମରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି। ଏତଲାରେ ସୁକିନ୍ଦା ଅଞ୍ଚଳର ଜଣେ ରାଜନେତାଙ୍କ ସମ୍ପର୍କୀୟ ଓ...

dutee
୨୦୦ ମିଟର ଦୌଡ଼ରେ ଦୂତୀ ଚାନ୍ଦଙ୍କୁ ବ୍ରୋଞ୍ଜ

ଦୋହା: ଦୋହାରେ ଚାଲିଥିବା ୨୩ତମ ଏସିଆନ୍‌ ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଆ ଝିଅ ଦୂତୀ ଚାନ୍ଦଙ୍କୁ ୨୦୦ ମିଟର ଦୌଡ଼ରେ ବ୍ରୋଞ୍ଜ ପଦକ ମିଳିଛି। ସେ ୨୩.୨୪ ସେକେଣ୍ଡରେ ୨୦୦ ମିଟର ଅତିକ୍ରମ କରି ଏହି ସଫଳତା ପାଇଛନ୍ତି। ଏହି ଇଭେଣ୍ଟରେ ବାହାରିନ୍‌ର ସାଲୱା ନାସିରଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିବା...

mithoon
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ

ପୁରୀ: ବଲିଉଡ୍‌ର ବର୍ଷୀୟାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ମାନସିକ ଥିବାରୁ ପୁରୀ ଆସି ସେ ମହାପ୍ରଭୁଙ୍କୁ ଦର୍ଶନ କରିଥିବା କହିଛନ୍ତି। ଆଜି ସକାଳେ ସେ ଶ୍ରୀମନ୍ଦିରରେ ପହଞ୍ଚି ଭିତରକାଠ ନିକଟରୁ ରତ୍ନସିଂହାସନରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।