• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

group clash
ଦୁଇ ଗୋଷ୍ଠୀ ମୁହାଁମୁହିଁଁ; ୧୦ରୁ ଅଧିକ ଆହତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ଗୁଣ୍ଠିରିବାଡ଼ି ଗାଁରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତକାଲି ଶୋଭାଯାତ୍ରାରେ ବର ଯାଉଥିବା ବେଳେ ଅନ୍ୟ ଏକ ଗୋଷ୍ଠୀର ଲୋକମାନେ ସେମାନଙ୍କୁ ଟେକାପଥର ମାଡ଼ କରିଥିବା ଅଭିଯୋଗ ହୋଇଛି। ଏଥିରେ ୧୨ଜଣ ଆହତ ହୋଇ ଥିବା ବେଳେ ୩ଜଣ ଗୁରୁତରଙ୍କୁ...

bolangir
ନବଜାତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ମହିମୁଣ୍ଡା ଥାନା ଅନ୍ତର୍ଗତ ପୁଡ଼ାପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନବଜାତ ଶିଶୁକୁ କୁକୁର ଝୁଣି ଖାଉଥିବା ବେଳେ ଗାଁ ଲୋକେ ଉଦ୍ଧାର କରିଛନ୍ତି। ଶିଶୁଟିର ମୃତ୍ୟୁ ଘଟିଛି। ତେବେ ଶିଶୁଟିର ଅଣ୍ଟା ତଳକୁ କୁକୁର ଖାଇ ଦେଇଥିବା ଜଣାପଡ଼ିଛି। ଶିଶୁଟି ୩-୪...

bjp
ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦୁଇଟି ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ଉପ-ସଭାପତି ସମୀର ମହାନ୍ତି ଓ ରାଜ୍ୟ ବିଜେପି ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଫେରାଦ ହୋଇଛନ୍ତି। ୩ ଜଣ ବରିଷ୍ଠ ଅଫିସରଙ୍କ ନାଁରେ ସିଇଓଙ୍କ ଠାରେ ବିଜେପି ଅଭିଯୋଗ କରିଛି। ଭି. କେ. ପାଣ୍ଡିଆନ, ଡି.ଏସ୍....

political violence
ବିଜେଡି-କଂଗ୍ରେସ ସମର୍ଥକ ମୁହାଁମୁହିଁ

ବାଙ୍କି: କଟକ ଜିଲ୍ଲା ବାଙ୍କି ଥାନା ଅନ୍ତର୍ଗତ ବ୍ରହ୍ମପୁରା ଗାଁରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ମତଦାନକୁ ନେଇ କଂଗ୍ରେସ-ବିଜେଡି ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ପ୍ରଥମେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଗଣ୍ଡଗୋଳର ରୂପ ନେଇଥିଲା।  ବିଜେଡି ସମର୍ଥକମାନେ...

accident
ବସ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌; ଜଣେ ଶିଶୁ ମୃତ, ୨୦ଆହତ

ତେଲକୋଇ (ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ବସ୍‌କୁ ଏକ ଲୁହାପଥର ବୋଝେଇ ଟ୍ରକ୍‌ ପଛପଟୁ ଧକ୍କା ଦେବା ଫଳରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ କେନ୍ଦୁଝର ଜିଲ୍ଲା ହସ୍ପିଟାଲରେ...

repolling
୯ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ଭୁବନେଶ୍ୱର: ବିଭିନ୍ନ କାରଣରୁ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ଠିକ୍‌ ଭାବେ ହୋଇପାରିନଥିବା ୯ ଟି ବୁଥ୍‌ରେ ଆଜି ସାନି ମତଦାନ ଚାଲିଛି। ଗତ ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ୯ଟି ବୁଥ୍‌ ହେଲା- ବଣାଇ ଆସନର ୧୨୯ ନମ୍ବର ଉପରପଡ଼ା କେନ୍ଦ୍ରିକେଲା ବୁଥ୍‌,...

puri
ପୁରୀରେ ଇଭିଏମ୍‌ ଭଙ୍ଗାରୁଜା ଘଟଣାରେ ୨ ଗିରଫ

ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜିଲ୍ଲା ସତ୍ୟବାଦୀ ବୀରକିଶୋରପୁରରେ ମଙ୍ଗଳବାର ଇଭିଏମ୍ ଓ ଭିଭିପ୍ୟାଟ୍ ମେସିନ୍‌ ଭଙ୍ଗାରୁଜା ସହ ପ୍ରିଜାଇଡିଂ ଅଫିସରଙ୍କୁ ଦୁର୍ବ୍ୟବହାର ଘଟଣାରେ ଗଡ଼ିଶାଗୋଦା ପୁଲିସ୍‌ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦ୍ୱୟ ହେଲେ ମନୋଜ ସାମନ୍ତରାୟ ଓ ଅକ୍ଷୟ ବିଶ୍ୱାଳ। ଏହି ଘଟଣାରେ...

bjd
ଅରୁଣ ସାହୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଦଳ ଛାଡ଼ିଲେ ମୟୂରଭଞ୍ଜ ଜିଲ୍ଲା ବିଜେଡି ଉପ-ସଭାପତି ଓ ସମ୍ପାଦକ

ବାରିପଦା: ଆସନ୍ତାକାଲି ବାରିପଦାରେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା ବିଜେଡିକୁ ଏକ ପ୍ରକାର ଝଟ୍‌କା ଲାଗିଛି। ନିଜର ଶତାଧିକ ସମର୍ଥକଙ୍କ ସହ ଜିଲ୍ଲା ବିଜେଡି ଉପ-ସଭାପତି ଈଶାନ୍ ମିଶ୍ର ଓ ଜିଲ୍ଲା ସମ୍ପାଦକ ସଞ୍ଜୟ ବେହେରା ଦଳ ଛାଡ଼ିଛନ୍ତି। ସେମାନେ ସେମାନଙ୍କର ଇସ୍ତଫାପତ୍ରକୁ...

brown sugar
ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗର ଜବତ; ୩ ଗିରଫ

ଭୁବନେଶ୍ୱର: ଆଜି ରାଜ୍ୟର ଦୁଇଟି ସ୍ଥାନରୁ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗର ଜବତ କରାଯାଇଛି। ରାଜଧାନୀ ଭୁବନେଶ୍ୱରରୁ ବ୍ରାଉନ୍‌ସୁଗର ଜବତ କରାଯାଇଥିବା ବେଳେ ଯାଜପୁରରୁ ମଧ୍ୟ ବ୍ରାଉନ୍‌ସୁଗର ଜବତ ହୋଇଛି। ଭୁବନେଶ୍ୱରର ହଳଦୀପଡ଼ିଆ ବସ୍ତିରୁ ଅବକାରୀ ବିଭାଗର ସ୍ୱତନ୍ତ୍ର ସ୍କ୍ୱାଡ୍‌ ଚଢ଼ାଉ କରି ୪୫ ଗ୍ରାମ ବ୍ରାଉନସୁଗର ଜବତ କରିଛି।...

modi
ଅକ୍ଷୟଙ୍କ ସହ ମୋଦିଙ୍କ ମନ ଖୋଲା କଥା

ନୂଆଦିଲ୍ଲୀ: ବଲିଉଡ୍‌ର ଖିଲାଡି ଅକ୍ଷୟ କୁମାରଙ୍କ ସହ ମନ ଖୋଲା କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଅକ୍ଷୟଙ୍କ ସହ ଏକ ଅଣରାଜନୈତିକ ଆଲୋଚନା କରି ନିଜ ବ୍ୟକ୍ତିଗତ ଜୀବନର ଅନେକ ଅନୁଭୂତି ଏବଂ ତଥ୍ୟ ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ ହୋଇ ନ ଥିଲେ କ’ଣ ହୋଇଥାନ୍ତେ, କାହା...

forest
ବନ ବିଭାଗ କାର୍ଯ୍ୟାଳୟରୁ ବନ୍ଧୁକ ଓ ମୋବାଇଲ୍‌ ଲୁଟି ନେଲେ ମାଓବାଦୀ

ନୟାଗଡ଼(ଆର୍ତ୍ତତ୍ରାଣ  ପ୍ରଧାନ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଥିବା ବାଣୀଗୋଛା ବନ ବିଭାଗ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମାଓବାଦୀମାନେ ଅସ୍ତ୍ରଶସ୍ତ୍ର  ଲୁଟି ନେଇଥିବା ଅଭିଯୋଗ ହୋଇଛି। ଗତ ରାତିରେ ସଶସ୍ତ୍ର ମାଓବାଦୀମାନେ ବନ ବିଭାଗ କାର୍ଯ୍ୟାଳୟରେ ପଶି ୩ଟି ବନ୍ଧୁକ ଓ ୭ଟି ମୋବାଇଲ ଫୋନ୍ ଲୁଟି ନେଇଥିଲେ।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।