• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

summer
ରାଜ୍ୟରେ ବଢ଼ୁଛି ତାତି: ୪୦ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଗତ କିଛି ଦିନ ଧରି ଉପକୂଳ ଓଡ଼ିଶାବାସୀ ଛଟପଟ ହେଉଥିବା ବେଳେ ଏବେ ପଶ୍ଚିମ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକିଲେଣି। ତେବେ ଉପକୂଳରେ ଖରା ସାମାନ୍ୟ କମିଛି। ସେହିପରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି...

ill
ମିଠା ଖାଇ ୧୨ଶିଶୁ ଅସୁସ୍ଥ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ଅନ୍ତର୍ଦ୍ଦା ଗାଁରେ ଗତକାଲି ରାତିରେ ମିଠା ଖାଇ ୧୨ଜଣ ଶିଶୁ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଶିଶୁଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ପିଲାମାନେ ୮ଦିନ ତଳର ମିଠା ଖାଇଥିଲେ। ବାସି ମିଠା...

fire
ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ୍‌ ଅନ୍ତର୍ଗତ ତିରୁଖା ଗାଁରେ ଥିବା ଏକ ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଡ଼ା ଓ ବାସୁଦେବପୁରରୁ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟ ସର୍କିଟ୍‌ରୁ ନିଆଁ...

dharmendra pradhan
ବ୍ଲାକ୍‌ ରୋଜ୍‌ ଦୁର୍ନୀତିକୁ ନେଇ ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍‌

ଯାଜପୁର: ଯାଜପୁର ଜିଲ୍ଲା ବରୁଆଁରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବ୍ଲାକ୍‌ ରୋଜ୍‌ ଜାହାଜ କଥା ଉଠାଇଛନ୍ତି । ସେ କହିଛନ୍ତି, ଏହି ଅଞ୍ଚଳର ଜନ ପ୍ରତିନିଧି ଜଣେ ଦୁର୍ନୀତିଗ୍ରସ୍ତ ନେତା।  ସେ ହେଉଛନ୍ତି ବ୍ଲାକ୍‌ ରୋଜ୍‌ ଦୁର୍ନୀତିର ମୁଖ୍ୟ ଖଳନାୟକ।...

money-seize
କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର-କଟକ ପାରାଦୀପ ରାସ୍ତାର ଚୌଧୁରୀଗଡ଼ା ନିକଟରୁ ଜଣେ ବ୍ୟକ୍ତିଙ୍କ ନିକଟରୁ ୬ଲକ୍ଷ ୫୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ପାଇଁ ଗଠିତ ଫ୍ଲାଇଂ ସ୍କ୍ୱାଡ୍‌ ଏହି ଟଙ୍କା ଜବତ କରିଛି। ସୂଚନା ଅନୁସାରେ, ଜଣେ ବ୍ୟକ୍ତି କାର୍‌ରେ ଯାଉଥିବା ବେଳେ ଫ୍ଲାଇଂ ସ୍କ୍ୱାଡ୍‌...

pradeep
ଆଜି ପ୍ରଦୀପ ମହାରଥୀଙ୍କ ଜାମିନ ଶୁଣାଣି

ଭୁବନେଶ୍ୱର: ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଜାମିନ ନେଇ ଆଜି ଶୁଣାଣି ହେବ। ଗତ ସୋମବାର ପ୍ରଦୀପ ମହାରଥୀଙ୍କୁ ଗିରଫ କରାଯାଇଥିଲା। ତାଙ୍କୁ ପ୍ରଥମେ ପିପିଲି ଜେଏମ୍ଏଫ୍‌ସି କୋର୍ଟ ଓ ପରେ ଭୁବନେଶ୍ୱର କୋର୍ଟରେ ହାଜର କରାଯାଇଥିଲା। ତେବେ ମହାରଥୀଙ୍କ ଜାମିନ ଖାରଜ ହେବାରୁ ତାଙ୍କୁ ଝାରପଡ଼ା ଜେଲକୁ...

evm
ପୁରୀରେ ଇଭିଏମ୍‌ ଭଙ୍ଗାରୁଜା ଘଟଣାରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ପୁରୀ(ମଧୁସୂଦନ ମିଶ୍ର): ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ପୁରୀ ଜିଲ୍ଲା ସତ୍ୟବାଦୀ ଓ ବ୍ରହ୍ମଗିରିରେ ଇଭିଏମ୍‌ ଭଙ୍ଗା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି ବୋଲି ପୁରୀ ଜିଲ୍ଲାପାଳ କହିଛନ୍ତି। ବ୍ରହ୍ମଗିରି କମାଶାସନର ବୁଥ ନମ୍ବର ୨୨୨ରେ ଗୋଟିଏ ଇଭିଏମ୍‌କୁ ଦୁର୍ବୃତ୍ତମାନେ...

election
ସରିଲା ତୃତୀୟ ପର୍ଯ୍ୟାୟ ଭୋଟ୍, ୨୯ରେ ହେବ ଚତୁର୍ଥ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର ଜୋର ଧରିଛି। ଆସନ୍ତା ୨୯ ତାରିଖରେ ଭୋଟ୍‌ ଗ୍ରହଣ ହେବ।  ରାଜ୍ୟର ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନରେ ମତଦାନ ହେବ। ତେବେ କେନ୍ଦ୍ରାପଡ଼ା ଲୋକସଭା ଆସନ ଅଧୀନରେ ଥିବା ପାଟକୁରା ବିଧାନସଭା...

RP Sharma
ଭୋଟ୍‌ ଦେଲେ ପୁଲିସ୍‌ ଡିଜି ଆର୍‌.ପି. ଶର୍ମା

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟରେ ଆଜି ଓଡ଼ିଶାରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଗଣତନ୍ତ୍ରର ଏହି ମହାପର୍ବରେ ସବୁ ବର୍ଗର ଲୋକ ସାମିଲ ହେଉଛନ୍ତି। ପୁଲିସ୍‌ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା...

pm narendra modi
‘ନବୀନ ବାବୁ ଆପଣ ବିଦା ହେଉଛନ୍ତି, ଆପଣଙ୍କ ଯିବା ନିଶ୍ଚିତ’

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ବିଜେପିର ‘ବିଜୟ ସଂକଳ୍ପ ସମାବେଶ’ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ୍‌ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ଥର ପାଇଁ ନିର୍ବାଚନୀ ସଭାରେ ସେ ନବୀନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ଅବସରରେ ସେ ଓଡ଼ିଆରେ ଭାଷଣ ଦେଇ ବିଜେଡି ସରକାରଙ୍କୁ କଡ଼ା ସମାଲୋଚନା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।