• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

heavy weight
ଇଭିଏମ୍‌ରେ ସିଲ୍‌ ହେବ ହେଭିୱେଟ୍‌ଙ୍କ ଭାଗ୍ୟ

ନୂଆଦିଲ୍ଲୀ: ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟ ନିର୍ବାଚନରେ ବହୁ ହେଭିୱେଟ୍‌ଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହେବ। ସେମାନଙ୍କ ମଧ୍ୟରେ ଅଛନ୍ତି ଗୁଜରାଟର ଗାନ୍ଧିନଗରରୁ ଏଥର ଲୋକସଭା ନିର୍ବାଚନ ଲଢୁଥିବା...

election-..
ହେଭିୱେଟ୍‌ଙ୍କ ମତଦାନ

ଭୁବନେଶ୍ୱର: ଓଡ଼ିଶାରେ ଆଜି ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ଦଳର ବଡ଼ ନେତାମାନେ ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ...

vote
ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ: କେଉଁଠି ଇଭିଏମ୍‌ ଅଚଳ ତ ଆଉ କେଉଁଠି ତ୍ରୁଟି

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ତେବେ କିଛି ସ୍ଥାନରେ ଇଭିଏମ୍ ଅଚଳ ଓ ଆଉ କିଛି ସ୍ଥାନରେ...

pm-modi-11
ଭୋଟ୍‌ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମଦାବାଦ: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦ ସ୍ଥିତ ଏକ ମତଦାନ କେନ୍ଦ୍ରରେ ନିଜର ମତଦାନ ସାବ୍ୟସ୍ତ...

pandian
ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ୍‌

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି।...

election
ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଥିବା ବେଳେ ଆଜି ୬ଟି ଲୋକସଭା ସହ ଏହା...

pradeep
ବିଜେଡି ନେତା ପ୍ରଦୀପ ମହାରଥୀ ଗିରଫ

ପୁରୀ: ବିଜେଡି ନେତା ପ୍ରଦୀପ ମହାରଥୀ ଗିରଫ। ଫାର୍ମହାଉସ୍‌ରେ ଫ୍ଲାଇଂ ସ୍କ୍ୱାଡ୍‌ ମାଜିଷ୍ଟ୍ରେଟ୍‌ ଓ SST ଟିମ୍‌କୁ ଆକ୍ରମଣ ଘଟଣାରେ ପିପିଲି ଥାନା ପୁଲିସ୍‌ ପ୍ରଦୀପ ମହାରଥୀଙ୍କୁ ଆଜି ଗିରଫ କରିଛି। ଗତକାଲି ରାତିରେ ମହାରଥୀଙ୍କ ଫାର୍ମହାଉସ୍‌ରେ SST ଟିମ୍ ଓ ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ ହୋଇଥିଲା। ମହାରଥୀଙ୍କ ନାଁରେ ପୁଲିସ୍‌ ବହୁ ସଙ୍ଗୀନ ଦଫା ଲଗାଇଛି।...

rahul
୨୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ଅବସରରେ ସେ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜଗତସିଂହପୁରରେ ମଧ୍ୟ ରାହୁଲ ସଭା କରିପାରନ୍ତି। କଂଗ୍ରେସ ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ ନେଇ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି...

cm
ଆହତ ଅନନ୍ତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ବାଚନୀ ହିଂସାରେ ଆହତ ହୋଇଥିବା ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ଆଜି କ୍ୟାପିଟାଲ୍‌ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ଏଥିସହ ଅନନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି। ଗତକାଲି ଅନନ୍ତ ଜେନାଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା।...

ias-topper
ଓଡ଼ିଶା ପାଇଁ ଗୌରବ ଆଣିଲେ ଅନ୍ୟା

ଭୁବନେଶ୍ୱର/ଜାମସେଦପୁର: UPSC ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଆ ଝିଅଙ୍କ କମାଲ୍‌।ଝାଡ଼ଖଣ୍ଡର ଜାମସେଦପୁରରେ ରହୁଥିବା ଓଡ଼ିଆ ଝିଅ ଅନ୍ୟା ଦାସ ୬୦ତମ ରାଙ୍କରେ ରହି ପରିବାର ପାଇଁ ଗୌରବ ଆଣିଛନ୍ତି। ଅନ୍ୟାଙ୍କ ଏହି ସଫଳତା ଉଭୟ ଓଡ଼ିଶା ଏବଂ ଝାଡ଼ଖଣ୍ଡ ପାଇଁ ଗୌରବ ଆଣିଥିବା ତାଙ୍କର...

attack
ଫ୍ଲାଇଂ ସ୍କ୍ୱାଡ୍‌ ଉପରେ ଆକ୍ରମଣ ଘଟଣାରେ ଜଣେ ଅଭିଯୁକ୍ତ ଅଟକ

ପୁରୀ: ପୁରୀ ଜିଲ୍ଲା ପିପିଲିରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାଡ୍‌ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ୍‌ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଏହାସହ ମାଜିଷ୍ଟ୍ରେଟ୍‌ ଓ ଅନ୍ୟ ଆହତଙ୍କ ବୟାନ ଆଧାରରେ ପିପିଲି ଥାନାରେ ମାମଲା ରୁଜୁ ହୋଇଛି। ତେବେ ଏହି ଘଟଣାରେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାରେ ପୁଲିସ୍‌...

ghasipura
ଘସିପୁରା ନିର୍ବାଚନୀ ହିଂସା ଘଟଣାରେ ୮ ଗିରଫ

ଆନନ୍ଦପୁର(ମୁନା ସିଂହ):ଘସିପୁରା ନିର୍ବାଚନୀ ହିଂସା ଘଟଣାରେ ପୁଲିସ୍‌ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗତକାଲି ଘସିପୁରାରେ ବିଜେଡି ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଥିଲେ। ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭଣ୍ଡାରୀପଡ଼ା ଛକ ନିକଟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ସମର୍ଥକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା।...

representational image
ପଥରରେ ଛେଚି ଯୁବକଙ୍କୁ ହତ୍ୟା ଅଭିଯୋଗ

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଡବାଗବର ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରାଜେଶ ଜେନା। ସୂଚନା ଅନୁସାରେ, ରାଜେଶ ଆଜି ସକାଳେ ଘରକୁ ଫେରୁଥିବା ବେଳେ କେହି ଜଣେ ଦୁର୍ବୃତ୍ତ ତାଙ୍କୁ ପଥରରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।