• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

dharmendra-pradhan..
ଗରିବଙ୍କୁ ଡରେଇ, ଧମକାଇ ଭୋଟ୍‌ ନେବାକୁ ଉଦ୍ୟମ କରୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ହେଲେ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ବନ୍ଦ ହୋଇଯିବ ବୋଲି ବିଜେଡି ଅପପ୍ରଚାର କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଭିଯୋଗ କରିଛନ୍ତି। ରାଜ୍ୟର ଗରିବ ଲୋକଙ୍କୁ ଡରେଇ, ଧମକାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ୍‌ ନେବାକୁ ଉଦ୍ୟମ କରୁଛନ୍ତି ବୋଲି ଧର୍ମେନ୍ଦ୍ର...

cm
କେନ୍ଦ୍ରରେ କୌଣସି ଜାତୀୟ ଦଳକୁ ବହୁମତ ମିଳିବ ନାହିଁ: ନବୀନ

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ସରୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାରାଥନ ପ୍ରଚାର କରୁଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ସମ୍ବଲପୁର କୁଚିଣ୍ଡାରେ ପହଞ୍ଚି ବିଜେଡି ପ୍ରାର୍ଥୀଙ୍କ ପାଇଁ ଜନତାଙ୍କୁ ଭୋଟ୍‌ ମାଗିଥିଲେ। ଏହି ଅବସରରେ କୁଚିଣ୍ଡାରେ ଆୟୋଜିତ ସମାବେଶରେ କେନ୍ଦ୍ରକୁ ପୁଣିଥରେ ମୁଖ୍ୟମନ୍ତ୍ରୀ...

puri
ନା ମିଳିଲା ଷ୍ଟ୍ରେଚର୍ ନା ଚାଲିଲା ଲିଫ୍ଟ: ଡାକ୍ତରଖାନା ଲିଫ୍ଟ ବାହାରେ ପ୍ରସବ କଲେ ମହିଳା

ପୁରୀ(ମଧୁସୂଦନ ମିଶ୍ର): ନା ମିଳିଲା ଷ୍ଟ୍ରେଚର୍ ନା ଚାଲିଲା ଲିଫ୍ଟ।  ପରିବାର ଲୋକେ ଡାକି ଡାକି ଥକିଗଲେ ସିନା ଡାକ୍ତରଖାନାର କୌଣସି କର୍ମଚାରୀ ମଧ୍ୟ ଆସିଲେ ନାହିଁ।  ଶେଷରେ ଲିଫ୍ଟ ବାହାରେ ପ୍ରସବ କଲେ ମହିଳା। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।...

srilanka
କଲମ୍ବୋରେ ସିରିଏଲ ବ୍ଲାଷ୍ଟ : ମୃତ୍ୟୁ ସଂଖ୍ୟା ୧୫୬କୁ ବୃଦ୍ଧି

କଲମ୍ବୋ: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋରେ ସଂଗଠିତ ସିରିଏଲ ବ୍ଲାଷ୍ଟରେ ମୃତ୍ୟୁ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି।  ଏହାସହ ୩୦୦ରୁ ଅଧିକ ଆହତ ହୋଇଛନ୍ତି। ଆଜି କଲେମ୍ବୋର ତିନିଟି ଚର୍ଚ୍ଚ ଏବଂ ୩ଟି ପଞ୍ଚ ତାରକା ହୋଟେସଲ୍‌ରେ ୬ରୁ ଅଧିକ ବିସ୍ଫୋରଣ ହୋଇଛି। ଯାହା ଦୋହଲେଇ ଦେଇଛି ସାରା ଶ୍ରୀଲଙ୍କାକୁ।...

bus-accident
ଟ୍ରକ୍‌ରେ ପିଟି ହେଲା ବସ୍‌; ୭ ମୃତ, ୩୦ ଆହତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୈନପୁରୀରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଆଗ୍ରା- ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେରେ ଏକ ଟ୍ରକ୍‌ ସହ ବସ୍‌ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଆହତଙ୍କୁ ଉଦ୍ଧାର କରି...

bus-accident
ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଗଲା ବସ୍‌

କଣ୍ଟାବାଞ୍ଜି (ସୁରଦାସ ବାଗ୍): ଭୁବନେଶ୍ୱରରୁ ଖଡ଼ିଆଳ ଆସୁଥିବା ସାରଳା ନାମକ ଏକ ଘରୋଇ ବସ୍ ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କନ୍ଦବାହାଲ ଗାଁ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଦୋକାନ ଭିତରେ ପଶି ଯାଇଥିଲା। ତେବେ ଦୁର୍ଘଟଣା...

nayagarh
ନୟାଗଡ଼ରେ ରାଜନୈତିକ ହିଂସା; ଗୋଷ୍ଠୀ ସଂଘର୍ଷରେ ୩ ଗୁରୁତର

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ କାଳିକାପ୍ରସାଦ ଗାଁରେ ରାଜନୈତିକ ହିଂସା ଘଟଣା ସାମ୍ନାକୁ ଆସିଛି। ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ବେଳେ ଜଣଙ୍କୁ ଜିଲ୍ଲା...

bombing
ବୋମାମାଡ଼ରେ ଜଣେ ମୃତ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଅନ୍ତର୍ଗତ ବଡ଼ଗୁମୁଳା ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଶାନ୍ତ ସାହୁ। ପୂର୍ବ ଶତ୍ରୁତା କେନ୍ଦ୍ର କରି ଏହି ବୋମାମାଡ଼ ହୋଇଥିବା କୁହାଯାଉଥିବା ବେଳେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି...

rourkela
ବିବାହ ଉତ୍ସବର ବଳକା ଖାଦ୍ୟ ଖାଇ ଅସୁସ୍ଥ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସେକ୍ଟର ୨ ସ୍ଥିତ ଖରିଆବହଲ ବସ୍ତିରେ ବିବାହ ଉତ୍ସବର ବଳକା ଖାଦ୍ୟ ଖାଇ ୧୯ଜଣ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଅସୁସ୍ଥଙ୍କ ମଧ୍ୟରେ ମହିଳା ଓ...

pm modi
୨୩ରେ କେନ୍ଦ୍ରାପଡ଼ା ଆସିବେ ମୋଦି

ଭୁବନେଶ୍ୱର: ଏପ୍ରିଲ ୨୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଗସ୍ତରେ ଆସିବେ। କେନ୍ଦ୍ରାପଡାର ବାରୁଅଠାରେ ପ୍ରଧାନମନ୍ତ୍ରୀ ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ଏଥିସହ ଚଳିତ...

election
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ତେଣୁ ମଇଦାନ୍‌ରେ କଳ, ବଳ, କୌଶଳ ଲଗାଇ ଦିନରାତି ଏକ୍ କରିଦେଇଛନ୍ତି ନେତା ଓ କର୍ମୀ। ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୨୦ମିନିଟ୍‌ରେ ସେ ଭୁବନେଶ୍ୱର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।