• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sambit-patra
ଭୋଟର୍‌ଙ୍କ ନିକଟରେ ପହଞ୍ଚିବା ପାଇଁ ସମ୍ବିତଙ୍କ ନିଆରା ପ୍ରୟାସ: ତେଲୁଗୁ ଭାଷାରେ ଗାଇଲେ ଗୀତ

ପୁରୀ: ଭୋଟର୍‌ଙ୍କ ନିକଟରେ ପହଞ୍ଚିବା ପାଇଁ ପ୍ରାର୍ଥୀମାନେ ବିଭିନ୍ନ ପ୍ରକାରର ପ୍ରୟାସ କରୁଥିବା ବେଳେ ପୁରୀ ଲୋକସଭା ଆସନର ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିଆରା ପ୍ରୟାସ କରିଛନ୍ତି। ଗତକାଲି ସଂଧ୍ୟାରେ ପୁରୀ ପେଣ୍ଠକଟାରେ ନିର୍ବାଚନ ପ୍ରଚାର ପାଇଁ ଯାଇଥିବା ବେଳେ ସମ୍ବିତ ମଞ୍ଚ ଉପରେ ତେଲୁଗୁ ଭାଷାରେ...

election.
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜୋରଦାର୍‌ ପ୍ରଚାର

ଭୁବନେଶ୍ୱର: ୨୦୧୯ ମହାସଂଗ୍ରାମର ଦୁଇଟି ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଏପ୍ରିଲ ୨୩ରେ ହେବ ତୃତୀୟ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆସନ୍ତାକାଲି ସଂଧ୍ୟାରେ ପ୍ରଚାର ସରୁଛି। ହାତରେ ମାତ୍ର ଆଉ ଦୁଇ ଦିନ ଥିବାରୁ ବିଭିନ୍ନ ଦଳର ପ୍ରାର୍ଥୀମାନେ ସେମାନଙ୍କର ନିର୍ବାଚନ ପ୍ରଚାର ଜୋରଦାର କରିଛନ୍ତି। ତୃତୀୟ ପର୍ଯ୍ୟାୟରେ...

rajgangpur
ବିବାହ ଭୋଜିରେ ସେଉବୁନ୍ଦି ଖାଇ ଅସୁସ୍ଥ

ରାଜଗାଙ୍ଗପୁର(ଗୌତମ ମିଶ୍ର): ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ୍‌ ଅନ୍ତର୍ଗତ ରାଠୋପଡ଼ା ଗାଁରେ ଏକ ବିବାହ ଭୋଜିରେ ସେଉବୁନ୍ଦି ଖାଇ ୩୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବିବାହ ଭୋଜିର ଆୟୋଜନ କରାଯାଇଥିଲା। ଏଥିରେ ନିମନ୍ତ୍ରିତ ଅତିଥିମାନେ ସେଉବୁନ୍ଦି ଖାଇବା ପରେ ହଠାତ୍‌ ଅସୁସ୍ଥ...

ranpur
ମୁଖ୍ୟମନ୍ତ୍ରୀଙ୍କୁ ନବ ନିର୍ମାଣ କୃଷକ ସଂଗଠନର ବିରୋଧ

ନୟାଗଡ଼: ନୟାଗଡ଼ ଜିଲ୍ଲା ରଣପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର ପାଇଁ ଯାଇଥିବା ବେଳେ ନବ ନିର୍ମାଣ କୃଷକ ସଂଗଠନର କର୍ମକର୍ତ୍ତାମାନେ ତାଙ୍କୁ ବିରୋଧ କରିଛନ୍ତି। ସଂଗଠନର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗରେ ଶୋଇ ପ୍ରତିବାଦ ଜଣାଇଥିଲେ। ଫଳରେ ସଂଗଠନର କର୍ମକର୍ତ୍ତାମାନେ ରାସ୍ତାରେ ଶୋଇ ରହି ବିକ୍ଷୋଭ କରିବାରୁ ସେମାନଙ୍କୁ ହଟାଇବାକୁ ପୁଲିସ୍‌କୁ...

accident
ଭାରସାମ୍ୟ ହରାଇ ଗଛରେ ପିଟି ହେଲା ଭ୍ୟାନ୍

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): କଟକ-ପାରାଦୀପ ରାସ୍ତାର ବର୍ତ୍ତୀ ନିକଟରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଭ୍ୟାନ୍ ଗଛରେ ପିଟି ହେବା ଫଳରେ ୭ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଜଗତସିଂହପୁର ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ...

otv-ob-van
ଓଟିଭି ଓବି ଭ୍ୟାନ୍ ଉପରେ ଆକ୍ରମଣ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁରରେ ଓଟିଭି ଓବି ଭ୍ୟାନ୍ ଉପରେ ଆକ୍ରମଣ ହୋଇଛି। ଖବର ସଂଗ୍ରହ କରି ଫୁଲବାଣୀରୁ ଜୟପୁର ଫେରୁଥିବା ବେଳେ କୋରାପୁଟ ସଦର ଥାନା ଅନ୍ତର୍ଗତ ବାଗରା ଛକ ନିକଟରେ ଓଟିଭି ଭ୍ୟାନ୍‌ ଉପରେ ଏହି ଆକ୍ରମଣ ହୋଇଛି। ଜଣେ ଦୁର୍ବୃତ୍ତ ଭ୍ୟାନ୍‌ର ଡ୍ରାଇଭର ଓ...

express-train
କାନପୁର ନିକଟରେ ପୂର୍‌ଭା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର: ଉତ୍ତରପ୍ରଦେଶର କାନପୁର ନିକଟରେ ହାୱଡା-ନୂଆଦିଲ୍ଲୀ ପୂର୍‌ଭା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି। ଏକ୍ସପ୍ରେସ୍‌ର ୧୨ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଏଥିରେ ୧୩ ଜଣ ଆହତ ହୋଇଛନ୍ତି। ଏକ୍ସପ୍ରେସ୍‌ଟି ପ୍ରୟାଗରାଜରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବେଳେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ରୁମା ଗାଁ...

earthquake..
ରାଇରଙ୍ଗପୁରେ ଭୂମିକମ୍ପ

ରାଇରଙ୍ଗପୁର(ରାଜେଶ ଶର୍ମା): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରେ ଭୂମିକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ସକାଳ ପ୍ରାୟ ୬ଟା ୨୦ ମିନିଟ୍‌ରେ ଏହା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ଥିଲା। ପାଣିପାଗ ବିଭାଗର ସୂଚନା ଅନୁସାରେ ଝାଡ଼ଖଣ୍ଡର ଷଢ଼େଇକଳା ଅଞ୍ଚଳରେ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିଲା ବୋଲି ଜଣାପଡ଼ିଛି।...

election.
୬ ପୋଲିଂ କର୍ମଚାରୀ ନିଲମ୍ବିତ

ବରଗଡ଼(ଦୀପକ ଶର୍ମା): ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ବରଗଡରେ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ବରଗଡ ଜିଲ୍ଲାପାଳ ସେମାନଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ୩ଜଣ ପ୍ରିଜାଇଡିଂ ଓ ୩ଜଣ ସେକ୍ଟର ଅଫିସର ଅଛନ୍ତି।  ୬୮ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।