• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

cm-naveen-patnaik..
ବାଣପୁରରେ ଚିଲିକା କାର୍ଡ ଖେଳିଲେ ନବୀନ

ପୁରୀ: ପୁରୀ ଲୋକସଭା କ୍ଷେତ୍ରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ରଣପୁରରେ ପ୍ରଚାର କରିବା ପରେ ବାଣପୁରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଚିଲିକା କାର୍ଡ ଖେଳିଥିଲେ। ‘ଚିଲିକା ଆମର ମା’ ଏବଂ ଓଡ଼ିଶାର ଗର୍ବ’ ବୋଲି ନବୀନ କହିଛନ୍ତି। ଚିଲିକା...

baijyant-panda..
ମହାକାଳପଡ଼ାରେ ବୈଜୟନ୍ତ ପଣ୍ଡାଙ୍କ ବିଶାଳ ଶୋଭାଯାତ୍ରା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ନିର୍ବାଚନମଣ୍ଡଳୀରେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ଏକ ବିଶାଳ ଶୋଭାଯାତ୍ରା କରିଛନ୍ତି। ମହାକାଳପଡ଼ା ନିର୍ବାଚନମଣ୍ଡଳୀର ବତୀଘର ପଞ୍ଚାୟତ ବଡ଼ଟୁବି ଗାଁରୁ ଏହି ଶୋଭାଯାତ୍ରା ଆରମ୍ଭ ହୋଇଥିଲା। ଶୋଭାଯାତ୍ରାରେ ହଜାର ହଜାର ଦଳୀୟ କର୍ମୀ ଓ ଜନସାଧାରଣ ସାମିଲ ହୋଇଥିଲେ। ସାଂସଦ...

hardik-patel.
ନିର୍ବାଚନୀ ସଭାରେ ହାର୍ଦ୍ଦିକଙ୍କୁ ଚାପୁଡ଼ା ମାଡ଼

ଗାନ୍ଧିନଗର: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲଙ୍କୁ ଆକ୍ରମଣ। ଗୁଜରାଟର ସୁରେନ୍ଦ୍ରନଗରରେ ଜନ ଆକ୍ରୋଶ ସଭାରେ ହାର୍ଦ୍ଦିକ ଭାଷଣ ଦେଉଥିବା ବେଳେ ଜଣେ ଅଜଣା ବ୍ୟକ୍ତି ହଠାତ୍‌ ତାଙ୍କ ନିକଟକୁ ଆସି ତାଙ୍କୁ ଏକ ଶକ୍ତ ଚାପୁଡ଼ା ମାରିଥିଲେ। ଏହି ଘଟଣା ପରେ କଂଗ୍ରେସ ସମର୍ଥକ ଓ ଆକ୍ରମଣକାରୀଙ୍କ ମଧ୍ୟରେ...

sambit-patra
‘ଜୟ ଜଗନ୍ନାଥ’ କହିବା ଆମ ସଂସ୍କାର: ସମ୍ବିତ ପାତ୍ର

ପୁରୀ(ମଧୁସୂଦନ ମିଶ୍ର): ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ଡାକ୍ତର ସମ୍ବିତ ପାତ୍ରଙ୍କ ବିରୋଧରେ ଥାନାରେ ହୋଇଥିବା ମାମଲା ସମ୍ପର୍କରେ ସେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,  ‘ଜୟ ଜଗନ୍ନାଥ’ କହିବା ଆମ ସଂସ୍କାର। ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ସେ ଅଧ୍ୟୟନ କରିବେ। ସେହିପରି ଜଗନ୍ନାଥଙ୍କୁ ଧରି ସେ...

bbsr.
ଆନ୍ଦୋଳନକାରୀଙ୍କୁ ବନ୍ଧୁକ ଧମକ!

ଭୁବନେଶ୍ୱର: ନିଜ ହକ୍ ପାଇବା ପାଇଁ ଆନ୍ଦୋଳନ କରୁଥିବା ଆନ୍ଦୋଳନକାରୀଙ୍କୁ ବନ୍ଧୁକ ଦେଖାଇ ରାସ୍ତାରୁ ହଟାଇଲା ପୁଲିସ୍‌। ରାଜଧାନୀ ଭୁବନେଶ୍ୱରରେ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ବିଏମ୍‌ସିର ଠିକା ସଫେଇ କର୍ମଚାରୀ ବକେୟା ଦରମା ଦାବିରେ ଜୟଦେବ ବିହାର ଛକରେ ରାସ୍ତା ଅବରୋଧ କରିଥିଲେ।...

sambalpur
ସମ୍ବଲପୁରରେ ତ୍ରିମୁଖୀ ଲଢ଼େଇ

ସମ୍ବଲପୁର(ସଞ୍ଜୟ ଜେନା): ଆସନ୍ତା ୨୩ ତାରିଖରେ ସମ୍ବଲପୁରରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ହେବ। ଏଥିପାଇଁ ସବୁ ଦଳର ପ୍ରାର୍ଥୀ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି। ୩ ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରଚାର ଜୋରଦାର ଚାଲିଛି। ସମ୍ବଲପୁରରେ ବିଜେପିର ଲୋକସଭା ପ୍ରାର୍ଥୀ ନୀତେଶ ଗଙ୍ଗଦେବ ପ୍ରତିଦ୍ୱନ୍ଦ୍ୱିତା...

bus-accident
ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ପୁଇଁତଳା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାବେଳେ ଅନ୍ୟ ୫ ଜଣଙ୍କୁ ଭୀମ...

naveen
‘ଡବଲ ଇଞ୍ଜିନ୍‌’ ସରକାରକୁ ନେଇ ବିଜେପିକୁ ନବୀନଙ୍କ କଟାକ୍ଷ

ଭୁବନେଶ୍ୱର: ‘ଡବଲ ଇଞ୍ଜିନ୍‌’ ସରକାରକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ କଟାକ୍ଷ କରିଛନ୍ତି। କଟକ ବଡ଼ମ୍ବା ନରସିଂହପୁର ନିର୍ବାଚନମଣ୍ଡଳୀରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ନବୀନ ବିଜେପିକୁ ସମାଲୋଚନା କରିଥିଲେ। ଡବଲ ଇଞ୍ଜିନ୍‌ କଥା କହୁଥିବା ମୋଦି ସରକାରଙ୍କର ମଧ୍ୟପ୍ରଦେଶ, ଛତିଶଗଡ, ପଞାବ, ରାଜସ୍ଥାନରେ ବିକାଶ...

bjp
ଇଭିଏମ୍ ଭଙ୍ଗାରୁଜା ଘଟଣା: ଜେଲ୍ ଗଲେ ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନମଣ୍ଡଳୀରେ ଇଭିଏମ୍ ଭଙ୍ଗାରୁଜା ଘଟଣାରେ ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ଗତକାଲି ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ଜାମିନ୍ ଆବେଦନ କରିଥିଲେ। ତେବେ ଜାମିନ୍‌ ଖାରଜ ହୋଇଯିବାରୁ...

bmc
ବକେୟା ଦରମା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ବିଏମ୍‌ସିର ଠିକା ସଫେଇ କର୍ମଚାରୀ

ଭୁବନେଶ୍ୱର: ବକେୟା ଦରମା ଦାବିରେ ଭୁବନେଶ୍ୱରରେ ବିଏମ୍‌ସିର ଠିକା ସଫେଇ କର୍ମଚାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବକେୟା ଦରମା ନ ମିଳିବାରୁ ଏହାର ପ୍ରତିବାଦ କରି ସଫେଇ କର୍ମଚାରୀମାନେ ଆଜି ସକାଳେ ଜୟଦେବ ବିହାର ଛକରେ ରାସ୍ତା ଉପରେ ବସି ରହିଥିଲେ। ଫଳରେ ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା। ପ୍ରାୟ ୪୫ ମିନିଟ୍...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।