• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

elephant.
ହାତୀ ନେଲା ୫ ଜୀବନ

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଷଣ୍ଡ ଗାଁରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସନ୍ଥପଡ଼ା ଗାଁରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଷଣ୍ଡ...

sorada
ସୋରଡ଼ାରେ ବିଜେପି ସମର୍ଥକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ାରେ ରାଜନୈତିକ ହିଂସାକୁ ନେଇ ବିଜେପି ସମର୍ଥକଙ୍କ ମୃତ୍ୟୁ ଘଟଣାର  ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଏନେଇ ସୂଚନା ଦେଇଛନ୍ତି। ମୃତକ ହେଲେ ସନ୍ତୋଷ ପତି। ତାଙ୍କ ଘର କଦଳୀଝୋଳା ଗାଁରେ ବୋଲି ଜଣାପଡ଼ିଛି। ନିର୍ବାଚନରେ...

vote...
ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌: ଦିନ ୧ଟା ସୁଦ୍ଧା ୩୩% ମତଦାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଆଜି ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଦିନ ୧ଟା ସୁଦ୍ଧା ୩୩ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଏକ ସାମ୍ବାଦିକ ସମ୍ମିଳନୀରେ ଏ ସଂପର୍କ ସୂଚନା ଦେଇଛନ୍ତି।...

radharani panda
ବିଧାୟିକା ରାଧାରାଣୀ ପଣ୍ଡାଙ୍କ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ

ବ୍ରଜରାଜନଗର: ବିଧାୟିକା ରାଧାରାଣୀ ପଣ୍ଡାଙ୍କ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ସୁରକ୍ଷାକର୍ମୀଙ୍କ ମୁଣ୍ଡରେ ଆଘାତ ଲାଗିଛି ଓ ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ମ୍ୟୁନିସିପାଲ୍‌ଟି ୪ନମ୍ବର ୱାର୍ଡରେ ଆଜି ଏହି  ଆକ୍ରମଣ ହୋଇଛି। ଗଙ୍ଗାନଗରର ଏକ ବୁଥ୍‌କୁ ଯାଇଥିବା ବେଳେ ଆକ୍ରମଣ...

evm
ଇଭିଏମ୍‌ରେ ତ୍ରୁଟି ଯୋଗୁ ମତଦାନ ବାଧାପ୍ରାପ୍ତ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ସାଲେପାଲି ଗାଁର ୧୧୮ ନମ୍ବର ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳୁ ଭୋଟ୍‌ ଗ୍ରହଣ ହେବା ପୂର୍ବରୁ ସମସ୍ତ ଦଳର ଏଜେଣ୍ଟ୍‌ମାନଙ୍କୁ ନେଇ ଏକ ମକ୍ ପୋଲ୍‌ ହୋଇଥିଲା। ତେବେ ଏଥିରେ...

maoists
ଟଳିଲେ ୨ ମାଓବାଦୀ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ କ୍ୟାଡର୍‌ ମାଓବାଦୀ ବର୍ଗିଜ୍ ରହିଥିବା ବେଳେ ଅନ୍ୟ ଜଣେ ମହିଳା ମାଓବାଦୀ ଥିବା ସୂଚନା ମିଳିଛି। କୁଆକୋଣ୍ଡା ଜଙ୍ଗଲରେ ପୁଲିସ୍‌ ସହ ଗୁଳି ବିନିମୟ ବେଳେ ଏହି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।