• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

vote..
ଭୋଟ୍‌ ଦେଲେ ନବବିବାହିତ ଦମ୍ପତି

ଶ୍ରୀନଗର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ମହାପର୍ବରେ ସମସ୍ତେ ସାମିଲ ହେଉଛନ୍ତି। ଏପରିକି  ନବବିବାହିତ ଦମ୍ପତି  ବି ଏଥିରେ ସାମିଲ ହୋଇଛନ୍ତି। ବିବାହ ବେଦୀରେ ବସିବା ପରେ ନବବିବାହିତ...

representational image
ଭୋଟ୍‌ ଦେବା ପାଇଁ ଧାଡ଼ିରେ ଛିଡ଼ା ହୋଇଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ

ଆସିକା(ମନୋଜ ମୁନି): ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବୁଥ୍ ନମ୍ବର-୧୮୩ରେ ଜଣେ ବୃଦ୍ଧ ଭୋଟ୍ ଦେବାକୁ ଆସିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନଟବର ବେହେରା। ତାଙ୍କ ଘର କଂସାମାରି ଗାଁରେ। ତାଙ୍କୁ ୯୫ ବର୍ଷ ବୟସ ବୋଲି ଜଣାପଡ଼ିଛି। ନଟବର ଏକ ଲମ୍ବା ଧାଡ଼ିରେ...

murder
ବିଜେପି କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ପୁଣି ନିର୍ବାଚନୀ ହିଂସା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଗଝୋଳ ଗାଁର ଜଣେ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସଦାଶିବ ପ୍ରଧାନ। ସଦାଶିବଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ତେବେ ଏହା ରାଜନୈତିକ ହତ୍ୟାକାଣ୍ଡ ବୋଲି ଅଭିଯୋଗ ହୋଇଛି। ଏହି...

election-1
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଭିନ୍ନ କେନ୍ଦ୍ରରେ ମତଦାନ ବିଳମ୍ବ

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ତେବେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଭିନ୍ନ ବୁଥ୍‌ରେ ମତଦାନ ବିଳମ୍ବ ହୋଇଥିବା ସୂଚନା ମିଳିଛି। ବଲାଙ୍ଗିର ଜିଲ୍ଲା ଲୋଇସିଂହାର କୁରୁଲ ଗାଁର ୨୭୮ ନମ୍ବର ବୁଥ୍‌ରେ ଇଭିଏମ୍‌ ଅଚଳ ହୋଇଛି। ସେହିପରି...

election
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଥିବା ବେଳେ ଆଜି ୫ଟି ଲୋକସଭା...

school-750x430
ଏପ୍ରିଲ ୧୮ରୁ ଖରା ଛୁଟି

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରୁ ହେବ ଖରାଛୁଟି। ଏନେଇ ଆଜି ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଥିବା ଗ୍ରୀଷ୍ମପ୍ରବାହକୁ ଦେଖି ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।   ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି କରିବାକୁ ସ୍କୁଲ ଓ...

cm
ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍‌ ପ୍ରଚାର

ବରଗଡ଼(ଦୀପକ ଶର୍ମା): ଆସନ୍ତା ଏପ୍ରିଲ ୧୮ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ ଥିବାରୁ ବରଗଡ଼ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ବରଗଡ଼ରେ ପହଞ୍ଚି ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। ବରଗଡ଼ ବିଧାନସଭା...

pm-modi..
ଟଙ୍କିକିଆ ଚାଉଳର ଗୁମର ଖୋଲିଲେ ମୋଦି

ସମ୍ବଲପୁର(ସଞ୍ଜୟ ଜେନା): ନିର୍ବାଚନୀ ପ୍ରଚାର ପାଇଁ ଆଜି ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ବିଜୟ ସଂକଳ୍ପ ସଭାରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଆରମ୍ଭରୁ ହିଁ ରାଜ୍ୟ ସରକାରଙ୍କ ଉପରେ ବର୍ଷି ଥିଲେ। ଚାଷୀ, ଚିଟ୍‌ଫଣ୍ଡ, ଖଣି,...

moblie-battery-blast
ମୋବାଇଲ ବ୍ୟାଟେରି ଫାଟି ୩ ଆହତ

ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ ଅନ୍ତର୍ଗତ ଅଡାକସା ଗାଁରେ ମୋବାଇଲ ବ୍ୟାଟେରି ଫାଟି ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ୩ଜଣ ମୋବାଇଲ ଫୋନ୍‌ ବ୍ୟାଟେରିରେ ଖେଳୁଥିବା ସମୟରେ ବ୍ୟାଟେରିଟି ହଠାତ୍‌ ଫାଟି ଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।