• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

supremecourt
ଲୁହାପଥର ଖଣି ଦୁର୍ନୀତି ମାମଲାରେ ଓଡ଼ିଶାକୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର: ୬ ଲକ୍ଷ କୋଟିର ଲୁହାପଥର ଖଣି ଦୁର୍ନୀତି ମାମଲାରେ ଓଡ଼ିଶା ସମେତ  କର୍ଣ୍ଣାଟକ, ଝାଡ଼ଖଣ୍ଡକୁ ସୁପ୍ରିମକୋର୍ଟ ନୋଟିସ୍‌ ଜାରି କରିଛନ୍ତି। ତେବେ ୩ ରାଜ୍ୟ ସମେତ କେନ୍ଦ୍ର ସରକାର ଓ ସିବିଆଇକୁ ମଧ୍ୟ ସୁପ୍ରିମକୋର୍ଟ ନୋଟିସ୍ କରିଛନ୍ତି। କିଛି ରାଜ୍ୟରେ ବେଆଇନ୍‌ ଖଣି ଆବଣ୍ଟନରେ ବ୍ୟାପକ ଦୁର୍ନୀତି...

railway-track
ରେଳ ଧାରଣାରୁ ୨ ମୃତଦେହ ଉଦ୍ଧାର

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଆଙ୍କୁଲି ଝାମି ମନ୍ଦିର ନିକଟ ରେଳ ଧାରଣାରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି। ଟ୍ରେନ୍‌ରେ କଟି ଉଭୟଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିଚୟ ମିଳି ପାରି...

pm-modi-...
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସମ୍ବଲପୁର ଯାଇ ସେଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ବଲପୁରରେ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ। ଅପରାହ୍ଣରେ ମୋଦି...

election-campaign
ପ୍ରଚାର ଅଭିଯାନରେ ସାମିଲ ହେଲେ ଅଭିନେତା ରାଇମୋହନ

ସୁନ୍ଦରଗଡ଼(ବିଜୟ ବରୁଆ):  ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆସନ୍ତା ୧୮ ତାରିଖରେ ଭୋଟ୍ ଗ୍ରହଣ ଥିବାରୁ ପ୍ରଚାରର ଶେଷ ଦିନରେ ପ୍ରାର୍ଥୀ ଓ ଷ୍ଟାର ପ୍ରଚାରକମାନେ ପ୍ରଚାରକୁ ଜୋରଦାର କରିଛନ୍ତି। ଓଲିଉଡ୍‌ ଅଭିନେତା ରାଇମୋହନ ପରିଡ଼ା ସୁନ୍ଦରଗଡ଼ ଲୋକସଭା ଆସନର ବିଜେଡି ପ୍ରାର୍ଥୀ ସୁନୀତା...

dacoit
୧୨ ଡକାୟତ ଗିରଫ

ରାଉରକେଲା(ପୱନ ତିୱାରୀ): ରାଉରକେଲା ବ୍ରାହ୍ମଣୀ ତରଙ୍ଗ ପୁଲିସ୍‌ ୧୨ ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲ୍ଲାରେ ବି ଏମାନଙ୍କ ନାଁରେ ୧୩ରୁ ଅଧିକ ମାମଲାରେ ସମ୍ପୃକ୍ତି ଥିବା ପୁଲିସ୍‌ କହିଛି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ଦେଶୀ ବନ୍ଧୁକ, ଖଣ୍ଡା, ୩ଟି...

malkangiri
ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିରେ ସଡକ ଦୁର୍ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଛି। ମାଲକାନଗିରି-କାଲିମେଳା ରାସ୍ତାର ବଦଳି ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମେଘନାଦ  ଦାସ ଓ ସାମଲ ସେନ୍। ସେମାନଙ୍କ ଘର ଏମ୍‌ପିଭି ୧୩ ଗାଁରେ ବୋଲି...

atm
ପୁଣି ଏଟିଏମ୍ ତାଡ଼ି ନେଲେ ଦୁର୍ବୃତ୍ତ

ସୋର(ଶଶିକାନ୍ତ ବେହେରା): ପୁଣି ଏଟିଏମ୍ ତାଡ଼ି ନେଲେ ଦୁର୍ବୃତ୍ତ। ବାଲେଶ୍ୱର ଜିଲ୍ଲା ସୋର କଲେଜ ଛକ ନିକଟରେ ଥିବା ଫେଡେରାଲ୍‌ ବ୍ୟାଙ୍କ୍ ଏଟିଏମ୍‌କୁ ଦୁର୍ବୃତ୍ତମାନେ ତାଡ଼ି ନେଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏହି ଲୁଟ୍ କରିଛନ୍ତି। ତେବେ ଏଟିଏମ୍‌ରୁ କେତେ ଟଙ୍କା ଚୋରି ହୋଇଛି ସେନେଇ କିଛି...

congress
କଂଗ୍ରେସରେ ମିଶିଲେ ବିଜେଡି ନେତା ଓ କର୍ମୀ

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ବିଜେଡିର ନେତା ଓ କର୍ମୀ। ଭୁବନେଶ୍ୱର ସ୍ଥିତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବାସଭବନରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପିସିସି ସଭାପତିଙ୍କ ଉପସ୍ଥିତିରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେଡି ବ୍ଲକ୍ ଉପ-ସଭାପତି ଆନନ୍ଦ ଓଝା, ବିଜୁ ଯୁବବାହିନୀ ସଦସ୍ୟ...

2nd-phase-election
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆସନ୍ତା ୧୮ ତାରିଖରେ ଭୋଟ୍ ଗ୍ରହଣ ଥିବାରୁ ପ୍ରଚାରର ଶେଷ ଦିନରେ ପ୍ରାର୍ଥୀ ଓ ଷ୍ଟାର ପ୍ରଚାରକମାନେ ପ୍ରଚାରକୁ ଜୋରଦାର କରିବେ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଭୋଟରଙ୍କୁ ହାତେଇବା ପାଇଁ ଆଜି ପ୍ରାର୍ଥୀଙ୍କ ପାଖରେ ଶେଷ...

pm-modi.
ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’

ଭୁବନେଶ୍ୱର: ଆଜି ଦେଖିବାକୁ ମିଳିବ ହାଇଭୋଲଟେଜ୍ ପ୍ରଚାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ଅପରାହ୍ଣରେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ମୋଦି ସମ୍ବଲପୁରରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦି ସକାଳ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।