• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

pm modi
ମୋଦିଙ୍କ ଫୋକସ୍‌ରେ ଓଡ଼ିଶା; କାଲି ପୁଣି ଆସିବେ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପୁଣି ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ସମ୍ବଲପୁରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ରାଜଧାନୀ ଭୁବନେଶ୍ୱରରେ ଏକ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଏହି ରୋଡ୍‌ ଶୋ’ ଏୟାରପୋର୍ଟ ଛକରୁ ବାହାରି ଗଙ୍ଗ ନଗର, ଓୟୁଏଟି ଓ ଶିରିପୁର ଛକ...

fire
ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ଢିପସାହି ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ସମ୍ପର୍କରେ ଜଣାପଡ଼ିବା ପରେ ଏନେଇ ଗ୍ରାମବାସୀ...

rukuna-rath
ଭାଙ୍ଗିଲା ପରମ୍ପରା, ଦ୍ୱିତୀୟ ଦିନରେ ବି ଅଟକିଲା ରୁକୁଣା ରଥ

ଭୁବନେଶ୍ୱର: ଭାଙ୍ଗିଲା ପରମ୍ପରା। ଦ୍ୱିତୀୟ ଦିନରେ ବି ଅଟକିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଦୁଇଦିନ ରଥଟଣା ପରେ ବି ମାଉସୀ ମା’ ମନ୍ଦିରରେ ପହଞ୍ଚି ପାରିଲାନି ରୁକୁଣା ରଥ। ଅସୁର କିଆରୀ ନିକଟରେ ରୁକୁଣା ରଥ ଅଟକିଛି। ଶନିବାର ମାତ୍ର କିଛି ମିଟର ଆସିବା ପରେ ରଥଟି...

naveen-patnaik.
ବିଜେପି ନେତାଙ୍କ ହତ୍ୟା ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଭଳି ହିଂସାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିବା ସହ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ବୋଲି ଟ୍ୱିଟ୍‌ କରି...

puri
ଶ୍ରୀମନ୍ଦିର ପରିସରରୁ ଲୁଟ୍‌ ଘଟଣାରେ ନାବାଳକ ଗିରଫ

ପୁରୀ(ମଧୁସୂଦନ ମିଶ୍ର): ପୁରୀ ଶ୍ରୀମନ୍ଦିର ପରିସରରେ ହୋଇଥିବା ଲୁଟ୍‌ ଘଟଣାର ପର୍ଦ୍ଦାଫାସ ହୋଇଛି। ଏହି ଘଟଣାରେ ପୁଲିସ୍‌ ବ୍ରହ୍ମଗିରି ଅଞ୍ଚଳରୁ ଜଣେ ନାବାଳକଙ୍କୁ ଗିରଫ କରିଛି। ପୁଲିସ୍‌ ତା’ ନିକଟରୁ ୧୬ ହଜାର ୩୬୧ ଟଙ୍କା ଓ ଗୋଟିଏ ମୋବାଇଲ ଜବତ କରିଛି। ନାବାଳକ ଜଣକ କୋଇଲି ବୈକୁଣ୍ଠ...

flag-march
ବଲାଙ୍ଗିରରେ ପ୍ରାକ୍ ନିର୍ବାଚନୀ ହିଂସା ପରେ ଶାନ୍ତି ପାଇଁ ଅପିଲ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିରରେ ପ୍ରାକ୍ ନିର୍ବାଚନୀ ହିଂସା ପରେ ଶାନ୍ତି ପାଇଁ ଅପିଲ କରାଯାଇଛି। ନିର୍ବାଚନ ସମୟରେ ସହରରେ ଶାନ୍ତିପୂର୍ଣ୍ଣ ବାତାବରଣ ବଜାୟ ରଖିବାକୁ ଅପିଲ କରି ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ଏସ୍‌ପି ଅଫିସରୁ ବାହାରିଥିବା ଏହି ଫ୍ଲାଗମାର୍ଚ୍ଚ ସହର ପରିକ୍ରମା କରିବା ପରେ ପୁଣି ଏସ୍‌ପି...

bolangir
ବିଜେଡି କର୍ମୀଙ୍କୁ କଂଗ୍ରେସ କର୍ମୀଙ୍କ ଆକ୍ରମଣ ଅଭିଯୋଗ

କଣ୍ଟାବାଞ୍ଜି(ସୁର ଦାସ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ନିର୍ବାଚନୀ ହିଂସା ଦେଖା ଦେଇଛି। ବିଜେଡି କର୍ମୀଙ୍କୁ କଂଗ୍ରେସ କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୁରିବାହାଲ ଥାନା ଅନ୍ତର୍ଗତ ପାତଲପଡ଼ା ଗାଁରେ ନିର୍ବାଚନ ପ୍ରଚାର ବେଳେ କିଛି ବିଜେଡି କର୍ମୀଙ୍କୁ କଂଗ୍ରେସ କର୍ମୀ ନିର୍ଧୂମ ପିଟିଥିବା ଅଭିଯୋଗ ହୋଇଛି। ଏନେଇ...

dharmendra-pradhan.
‘ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ’

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଟ୍ୱିଟ୍‌ କରି ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଗଣତନ୍ତ୍ର ବାଲଟ୍‌ର ଲଢେଇ ବୁଲେଟ୍‌ରେ ନୁହେଁ। ଏଥିସହ ବିଜେପିର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଗଣତନ୍ତ୍ର ଉପରେ ଅତୁଟ ବିଶ୍ୱାସ ରଖି...

bjp-leader-killed-.
ବିଜେପି ନେତାଙ୍କୁ ହତ୍ୟା ପ୍ରତିବାଦରେ ଖୋର୍ଦ୍ଧାରେ ବନ୍ଦ ଡାକରା

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା ପ୍ରତିବାଦରେ ଆଜି ଖୋର୍ଦ୍ଧାରେ ବନ୍ଦ ଡାକରା ଦିଆଯାଇଛି।  ବିଜେପି ପକ୍ଷରୁ ଏହି ବନ୍ଦ ପାଳନ ହେଉଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଗୁଳିକାଣ୍ଡର ପ୍ରତିବାଦ କରିବା ସହ ଅଭିଯୁକ୍ତଙ୍କୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।