ଭୁବନେଶ୍ୱର: ସ୍ଥଳଭାଗ ଛୁଇଁଲା ଘୂର୍ଣ୍ଣିଝଡ଼ ‘ପେତାଇ’। ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ କାଟ୍ରେନିକୋଣା ନିକଟରେ ‘ପେତାଇ’ ସ୍ଥଳଭାଗ ଛୁଇଁଛି । ତେବେ ସ୍ଥଳଭାଗ ଛୁଇଁବା ପୂର୍ବରୁ ସମୁଦ୍ରରେ ଏହା ଦୁର୍ବଳ ହୋଇ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା...