ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଗତକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ନେଇ ସୂଚନା...
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଏମ୍ ଜେ ଆକବର ବିଦେଶ ଗସ୍ତ ସାରି ଆଜି ଦିଲ୍ଲୀ ଫେରିଛନ୍ତି। ତାଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ଅଭିଯୋଗ ଉପରେ ପରେ ବୟାନ ଜାରି କରିବେ ବୋଲି କହିଛନ୍ତି। ଗତ କିଛି ଦିନ ତଳେ ଅନେକ ମହିଳା ବୈଦେଶିକ ରାଷ୍ଟ୍ରମନ୍ତ୍ରୀ ତଥା ପ୍ରଖ୍ୟାତ ସାମ୍ବାଦିକ...
ଅନୁଗୁଳ: ହାତୀ ଆକ୍ରମଣରେ ଜଣେ ମୃତ। ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ଅନ୍ତର୍ଗତ ନୂଆଖେତା ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରମେଶ ସାହୁ। ସୂଚନା ଅନୂସାରେ, ରମେଶ ସାହୁ କୌଣସି କାମରେ ଘର ନିକଟ ଜଙ୍ଗଲ ପାଖକୁ ଯାଇଥିବାବେଳେ ହାତୀ...
ବାଲେଶ୍ୱର: ଓଡ଼ିଶାରେ ପ୍ରେମିକା, ଦୁବାଇରେ ପ୍ରେମିକ। ଉଭୟ ରୋଜଗାରିଆ। ଚାକିରି କରିବାକୁ ଉଭୟ ରହୁଥିଲେ ବାହାରେ। ଡିସେମ୍ବରରେ ବାହାଘର ପାଇଁ କଥା ଦେଇଥିଲା ପ୍ରେମିକା। କିନ୍ତୁ ଦୁଇ ଦିନ କାଳ ଫୋନ୍ ନ ଲାଗିବାରୁ ପ୍ରେମିକାକୁ ହତ୍ୟା କରିବାର ଯୋଜନା। ଏହି କାଣ୍ଡ ପାଇଁ ସୁଦୂର ଦୁବାଇରୁ ଚାକିରି...
ମୁମ୍ବାଇ: ଶେଷରେ ଆଇନ୍ର ଦ୍ୱାରସ୍ଥ ହେଲେ ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତା। ତନୁଶ୍ରୀ ଗତକାଲି ମୁମ୍ବାଇର ଓଶିୱାରା ପୁଲିସ୍ ଷ୍ଟେସନରେ ବର୍ଷିୟାନ୍ ଅଭିନେତା ନାନା ପାଟେକର୍ଙ୍କ ବିରୋଧରେ ଅସଦାଚରଣ ଅଭିଯାଗ ଆଣି ଏତଲା ଦେଇଛନ୍ତି। ଏତଲାରେ ବଲିଉଡର ଜଣାଶୁଣା କୋରିଓଗ୍ରାଫର୍ ଗଣେଶ ଆଚାର୍ଯ୍ୟଙ୍କ ନାଁ ବି ଅଛି। ୨୦୦୮...
ବ୍ରହ୍ମପୁର: ଦେଶୀ ମଦଭାଟିର ସେଲ୍ସମ୍ୟାନ୍ଙ୍କୁ ହତ୍ୟା। ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଜଗଦଳପୁର ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ଗତକାଲି ରାତିରେ କେହି ଦୁର୍ବୃତ୍ତ ଏକ ଦେଶୀ ମଦଭାଟିର ସେଲ୍ସମ୍ୟାନ୍ ବିଜୟ ଡାକୁଆଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ଘର ଜଗଦଳପୁରରେ। ଆଜି ସକାଳେ ବିଜୟଙ୍କ ମୃତଦେହ...
ବୌଦ୍ଧ-କନ୍ଧମାଳ ସୀମାରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଉମା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ୍ ବେଳେ ଏହି ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି।
କରୋନା ସଂକ୍ରମଣ କମିବା ପରେ ହରିୟାଣା ସରକାର ରାଜ୍ୟରେ ପ୍ରାଇଭେଟ ଓ ସରକାରୀ ସ୍କୁଲ୍ ଗୁଡ଼ିକ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଉଭୟ ସରକାରୀ ଓ ପ୍ରାଇଭେଟ୍ ସ୍କୁଲରେ ଅଫ୍ଲାଇନ୍ କ୍ଲାସ୍ ପାଇଁ ନିଷ୍ପତ୍ତି ନିଆଯାଇଛି।
ମେଡିକାଲ୍ ଛାତରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା। ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ୍ ଓ୍ୱାର୍ଡର ୩ ମହଲାରୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।
‘ମୋ ଝିଅ କିଛି ଜାଣି ନାହିଁ। ସେ ଛୋଟ ପିଲା, ତାକୁ କିଡ୍ନାପ୍ କରାଯାଇଛି। ମୋ ଝିଅକୁ ଉଦ୍ଧାର କରି ମୋତେ ଦିଅନ୍ତୁ।’ ଅପହୃତ ଜଣେ ନାବାଳିକା ବାପାଙ୍କର ଏ ହେଉଛି ପୋଲିସ ନିକଟରେ ନିବେଦନ।
ବିଳମ୍ବରେ ଆରମ୍ଭ ହେବ ଭାରତ-ଶ୍ରୀଲଙ୍କା ସୀମିତ ଓଭର ସିରିଜ। ଶ୍ରୀଲଙ୍କା କ୍ରିକେଟ ଟିମ୍ର ଦୁଇଜଣ ଷ୍ଟାଫ୍ କରୋନା ଆକ୍ରାନ୍ତ ହେବା ପରେ ଶ୍ରୀଲଙ୍କା ବୋର୍ଡ ପକ୍ଷରୁ ଏହି ପ୍ରସ୍ତାବ ଦିଆଯାଇଛି।
ଗର୍ଭବତୀଙ୍କୁ ଟିକାକରଣ ପାଇଁ ରାଜ୍ୟ ସରକାର SOP ଜାରି କରିଛନ୍ତି। ଗର୍ଭବତୀଙ୍କୁ ଟିକାକରଣ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି SOP ଜାରି ହୋଇଛି।
ମଝିରେ ଆଉ ମାତ୍ର ଗୋଟିଏ ଦିନ। ଏହାପରେ ପୁରୀରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ବଡ଼ଦାଣ୍ଡକୁ ଓହ୍ଲାଇବେ ଶ୍ରୀଜିଉ। ଏଥିପାଇଁ ରଥ ଆଉ ପଥ ପ୍ରସ୍ତୁତ। ଏହାକୁ ଦୃଷ୍ଟିରେ ରଖି ପୁରୀରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ଆସନ୍ତା ୧୫ ତାରିଖରେ ବାମଦଳ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିବ, ହେଲେ ଦଳ ରାସ୍ତାକୁ ଓହ୍ଲାଇବ ନାହିଁ କି ପିକେଟିଂ କରିବ ନାହିଁ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।
ଛୁଆ ଉପରକୁ ବିପଦ ଆସିଲେ ବାପାମା’ ପାଚେରି ଭଳି ଛିଡ଼ା ହୋଇଥାନ୍ତି। ଛୁଆକୁ ମୃତ୍ୟୁ ମୁଖରୁ ବଞ୍ଚାଇବାକୁ ଯାଇ ଜଣେ ମା’ର ଜୀବନ ଚାଲି ଯାଇଛି।
ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ +୨ ରେଜଲ୍ଟ। ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ଚେଷ୍ଟା କରୁଛୁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।