• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଅନ୍ଧବିଶ୍ୱାସର କୁପରିଣତି
ଅନ୍ଧବିଶ୍ୱାସର କୁପରିଣତି: ଚେଙ୍କ ନେଲା ଯୁବକଙ୍କ ଜୀବନ !

ବିଜ୍ଞାନ ଯୁଗରେ ବି ଲୋକମାନେ ଅନ୍ଧବିଶ୍ୱାସର ଅନ୍ଧଗଳିରୁ ବାହାରି ପାରୁନାହାନ୍ତି। ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଜୀବନ ବଞ୍ଚିବା ପାଇଁ କେଉଁଠି ଝଡ଼ାଫୁଙ୍ଖା କରୁଛନ୍ତି ତ ଆଉ କେଉଁଠି ଚେଙ୍କ ଚିକିତ୍ସା କରୁଥିବା ଘଟଣା ସାମ୍ନାକୁ ଆସୁଛି।

Ashwini Vaishnav
ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତକାଲି ସେ ରେଳ ମନ୍ତ୍ରାଳୟର ଦାୟିତ୍ୱ ନେବା ପରେ ସର୍ବ ପ୍ରଥମେ ନିଜ ଷ୍ଟାଫଙ୍କ ଅଫିସରେ କାର୍ଯ୍ୟ କରିବାର ସମୟରେ ପରିବର୍ତ୍ତନ କରିଛନ୍ତି।

shutdown
କାଲି ସଟ୍‌ଡାଉନ୍‌ ହେବନି ପୁରୀ

ଆସନ୍ତାକାଲି ଅର୍ଥାତ୍‌ ଶନିବାର ଦିନ ପୁରୀ ସହର ପାଇଁ ସଟ୍‌ଡାଉନ୍‌ ନିୟମ ଲାଗୁ ହେବନି। ଏଭଳି ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

Anubhav- Varsha
ପୁଣି ଥାନାକୁ ଗଲା ଅନୁଭବ-ବର୍ଷା କଳି

ପୁଣି ଥାନାକୁ ଗଲା ଅନୁଭବ-ବର୍ଷା କଳି। ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପୁଣିଥରେ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ ଅନୁଭବ ମଧ୍ୟ ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହୋଇଛନ୍ତି। 

E-Lecture programme
ସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ଇ-ଲେକ୍‌ଚର୍‌ ବ୍ୟବସ୍ଥା ଲୋକାର୍ପଣ

ସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଆଜି ଇ-ଲେକ୍‌ଚର୍‌ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି।

mask
ଅକ୍ଟୋବର-ନଭେମ୍ବରରେ ରାଜ୍ୟରେ ଆସିପାରେ କରୋନାର ତୃତୀୟ ଲହର

ଆସନ୍ତା ଅକ୍ଟୋବର-ନଭେମ୍ବର ମାସରେ ରାଜ୍ୟରେ ତୃତୀୟ ଲହର ଆସିପାରେ। ଏଥିରେ ୧୮ ବର୍ଷ ପର୍ଯ୍ୟନ୍ତ ଶିଶୁମାନେ ଅଧିକ ଆକ୍ରାନ୍ତ ହେବା ଆଶଙ୍କା କରାଯାଉଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି।

Gold Ornaments
ରେକର୍ଡ ସ୍ତରରୁ ୮,୭୫୦ ଟଙ୍କା ଶସ୍ତା ହେଲା ସୁନା

ସୁନା-ରୂପା ଦରରେ ହ୍ରାସ ଜାରି ରହିଛି। ଲଗାତାର ଭାବେ ସୁନା ଦର ହ୍ରାସ ପାଇ ଏହା ରେକର୍ଡ ସ୍ତରରୁ ତଳକୁ ଖସିଛି। ଆଜି ସୁନା ଦର MCXରେ ପ୍ରତି ୧୦ ଗ୍ରାମକୁ ୪୭,୭୭୦ ଟଙ୍କାରେ ପହଞ୍ଚିଛି। ଅର୍ଥାତ୍‌ ଏବେ ସୁନା ରେକର୍ଡ ସ୍ତରରୁ ପାଖାପାଖି ୮,୭୫୦ ଟଙ୍କା ଶସ୍ତା ହୋଇଛି। 

woman ministers
ଟିମ୍‌ ମୋଦିରେ ଆଉ ୭ ମହିଳା ମନ୍ତ୍ରୀଙ୍କୁ ପ୍ରାଧାନ୍ୟ

ମୋଦିଙ୍କ ଟିମ୍‌ରେ ସାମିଲ ହୋଇଛନ୍ତି ଆଉ ୭ ମହିଳା ମନ୍ତ୍ରୀ। ଏମାନଙ୍କୁ ମିଶାଇ ମନ୍ତ୍ରିମଣ୍ଡଳରେ ମହିଳା ମନ୍ତ୍ରୀଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। 

rainfall
ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Mask
 ରାଜ୍ୟରେ ଚିହ୍ନଟ ହେଲେ ୨,୫୪୨ ନୂଆ କରୋନା ସଂକ୍ରମିତ; ୫୭ ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୨୫୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୧୫ରେ ପହଞ୍ଚିଛି।

Virbhadra Singh
ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂଙ୍କ ପରଲୋକ

ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସିମ୍‌ଲାରେ ଭୋର ୩ଟା ୪୦ରେ ତାଙ୍କର ଦେହାନ୍ତ ହୋଇଛି। 

Rashtrapati Bhavan
୮ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ

କେନ୍ଦ୍ର କ୍ୟାବିନେଟ୍ ସଂପ୍ରସାରଣ ଚର୍ଚ୍ଚା ଭିତରେ ୮ ରାଜ୍ୟ ପାଇଁ ୮ ଜଣ ନୂଆ ରାଜ୍ୟପାଳଙ୍କୁ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। 

PM Modi
ଖୁବଶୀଘ୍ର ହେବ କେନ୍ଦ୍ର କ୍ୟାବିନେଟ୍‌ର ସଂପ୍ରସାରଣ, କିଛି ସାଂସଦଙ୍କୁ ଦିଲ୍ଲୀ ଡାକରା

ଖୁବଶୀଘ୍ର କେନ୍ଦ୍ର କ୍ୟାବିନେଟ୍‌ର ସଂପ୍ରସାରଣ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି କିଛି ସାଂସଦଙ୍କୁ ଦିଲ୍ଲୀ ଡକରା ଯାଇଛି। କ୍ୟାବିନେଟ୍ ସଂପ୍ରସାରଣରେ ଏଥିରେ ୨୮ ଜଣଙ୍କୁ ନୂଆ ମନ୍ତ୍ରୀପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

ଐଶ୍ୱର୍ଯ୍ୟା ରାୟ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଦିନ ତଳେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା ଓ ସେ ହୋମ କ୍ଵାରେଣ୍ଟିନରେ ଥିଲେ। ମୁମ୍ବାଇର ନାନାବତୀ ହସ୍ପିଟାଲରେ ଐଶ୍ୱର୍ଯ୍ୟାଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନାଥାଉ କି, ଗତ ସପ୍ତାହରେ ଅମିତାଭ...

puri
ପୁରୀ ବ୍ୟତୀତ ଅନ୍ୟ କେଉଁଠି ହେବନି ରଥଯାତ୍ରା

ପୁରୀ: ପୁରୀ ବ୍ୟତୀତ ଅନ୍ୟ କେଉଁଠି ରଥଯାତ୍ରା ଆୟୋଜନ ହୋଇପାରିବ ନାହିଁ। ଅନ୍ୟ ସ୍ଥାନରେ ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନ ଖାରଜ କରି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। CJI ଏନ୍.ଭି ରମନ୍ନାଙ୍କ ଅଧ୍ୟକ୍ଷତାରେ…

earthquake-8 (1)
ବନ୍ୟା ପରେ ଡରାଇଲା ଭୂକମ୍ପ

ଗୌହାଟି: ଗୋଟିଏପଟେ ଆସାମରେ ବନ୍ୟା ସ୍ଥିତି ଅସମ୍ଭାଳ ଥିବାବେଳେ ଅନ୍ୟପଟେ ଭୂକମ୍ପ ଲୋକଙ୍କୁ ଆହୁରି ଭୟଭୀତ କରାଇଛି। ଆଜି ଭୋର ସମୟରେ ଆସାମର ହୈଲାକାଣ୍ଡିରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ରେକର୍ଡ କରାଯାଇଛି। National Center for Seismology(NCS)ର ସୂଚନା ଅନୁସାରେ,...

iit 1
କୋହଳ ହେଲା IITରେ ନାମଲେଖା ନିୟମ

ନୂଆଦିଲ୍ଲୀ: କୋହଳ ହେଲା ଆଇଆଇଟିରେ ନାମଲେଖା ନିୟମ। ଆଇଆଇଟିରେ ନାମ ଲେଖାଇବା ପାଇଁ ଏଥର ଯୁକ୍ତ ୨ ମାର୍କକୁ ବିଚାରକୁ ନିଆଯିବ ନାହିଁ। ଚଳିତଥର ଯୁକ୍ତ ୨ର କିଛି ପରୀକ୍ଷାକୁ ସମ୍ପୃକ୍ତ ବୋର୍ଡମାନେ ବାତିଲ କରିଛନ୍ତି। ଯାହାକୁ ଦୃଷ୍ଟିରେ ରଖି Joint Admission Board (JAB), JEE (Advanced)...

special school
ଅଗଷ୍ଟ ୩୧ ଯାଏ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍ ବନ୍ଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଅଗଷ୍ଟ ୩୧ ଯାଏ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍ ବନ୍ଦ ରହିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ  ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍‌ ଗୁଡ଼ିକୁ ଅଗଷ୍ଟ ୩୧ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସମସ୍ତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।