• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Coronavirus
ଦେଶରେ ପ୍ରଥମ କରୋନା ଗୋଷ୍ଠୀ ସଂକ୍ରମଣ, ସୂଚନା ଦେଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭନନ୍ତପୁରମ୍‌: ସାରା ଦେଶରେ କରୋନା ଏହାର କାୟା ବିସ୍ତାର କରି ଚାଲିଥିବାବେଳେ ଏବେ ଏମିତି ଏକ ତଥ୍ୟ ସାମ୍ନାକୁ ଆସିଛି, ଯାହା ଲୋକଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି। କେରଳର କିଛି ଅଞ୍ଚଳରେ କରୋନା ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ପ୍ରଥମ ଥର ପାଇଁ, କେରଳ ମୁଖ୍ୟମନ୍ତ୍ରୀ ପିନାରାୟି...

corona
ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ...

EW61ZkTXQAAr5Qu (1)
ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ମୃତକଙ୍କ ମଧ୍ୟରୁ ୨ଜଣ ଗଞ୍ଜାମ ଜିଲ୍ଲାର ଓ ଜଣେ ଗଜପତି ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ...

representational image
ଦୁର୍ଦ୍ଦାନ୍ତ ଅପରାଧୀକୁ ହତ୍ୟା !

ଜଳେଶ୍ୱର: ବାଲେଶ୍ୱର କମର୍ଦ୍ଦା ଥାନା ଅନ୍ତର୍ଗତ କୁରୁଣ୍ଠିଆପଦା ନିକଟରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ କରୁଠିଆ ଗାଁର ରତନ ଦାସ ଓରଫ୍ ଜଗା। ଗତକାଲି ରାତିରେ ଜଗାକୁ କେହି ହତ୍ୟା କରି ଫେରାର ହୋଇଯାଇଥିବା ସୂଚନା ମିଳିଛି।  ମିଳିଥିବା ସୂଚନା ଅନୁସାରେ,...

doctor
‘ହଟ୍‌ସ୍ପଟ୍‌ ଜିଲ୍ଲାରୁ ଆସୁଥିବା ରୋଗୀଙ୍କ ଚିକିତ୍ସା ନ କରିଲେ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଘରୋଇ ହସ୍ପିଟାଲ ଓ କ୍ଲିନିକ୍ ଗୁଡିକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଚେତାବନୀ ଦେଇଛନ୍ତି। ହଟ୍‌ସ୍ପଟ୍‌ ଜିଲ୍ଲା ଗୁଡିକରୁ ଆସୁଥିବା ରୋଗୀଙ୍କ ଚିକିତ୍ସା ନ କରିଲେ,ସମ୍ପୃକ୍ତ ହସ୍ପିଟାଲ ଓ କ୍ଲିନିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଚେତାବନୀ...

anchor
ଚାଲିଥିଲା LIVE ନ୍ୟୁଜ୍, ‌ହଠାତ୍‌ ଆଙ୍କରଙ୍କ ଭାଙ୍ଗିଗଲା ଦାନ୍ତ; ତା’ପରେ...

ନୂଆଦିଲ୍ଲୀ: ଯଦିଓ ହଠାତ୍ ତାଙ୍କର ଦାନ୍ତ ଭାଙ୍ଗି ଯାଇଥିଲା, ତଥାପି ସେ ପୂରାପୂରି ଶାନ୍ତ ଥିଲେ। ଆଉ ଚାଲୁ ରଖିଥିଲେ ତାଙ୍କର ଲାଇଭ୍‌ ନ୍ୟୁଜ୍‌ ପ୍ରୋଗ୍ରାମ୍‌। ଲାଇଭ୍‌ ସମୟରେ ନ୍ୟୁଜ୍‌ ଆଙ୍କରମାନେ ସବୁବେଳେ ନିଜକୁ ପୂରାପୂରି ପ୍ରସ୍ତୁତ ରଖିବା ସହ ପ୍ରଫେସନାଲ୍‌ ହୋଇଥାନ୍ତି। ଏବେ ଏମିତି ଜଣେ ନ୍ୟୁଜ୍‌...

paradip iocl
୨୨ ଦିନ ସଟ୍‌ଡାଉନ୍‌ ହେବ ପାରାଦୀପ IOCL

ପାରାଦୀପ: ୨୨ଦିନ ସଟ୍‌ଡାଉନ୍‌ ହେବ ପାରାଦୀପ IOCL। ଜୁଲାଇ ୨୫ରୁ ଅଗଷ୍ଟ ୧୫ ଯାଏ ପାରାଦୀପ ସ୍ଥିତ IOCL ତୈଳ ବିଶୋଧନାଗାରକୁ ସଟ୍‌ଡାଉନ୍‌ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ମେଣ୍ଟେନାନ୍ସ କାର୍ଯ୍ୟ ପାଇଁ IOCLକୁ ସଟ୍‌ଡାଉନ୍ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।...

corona
ବଲାଙ୍ଗିରରେ ଟିଭି ସାମ୍ବାଦିକ କରୋନାରେ ଆକ୍ରାନ୍ତ

ବଲାଙ୍ଗିର: ‍ବଲାଙ୍ଗିରରେ ଆଜି ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଟିଭି ସାମ୍ବାଦିକ ଅଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବଲାଙ୍ଗିରରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨୪୬ଜଣ ସୁସ୍ଥ ହୋଇଥିବାବେଳେ ୩୬ଜଣ ଚିକିତ୍ସାଧୀନ...

corona
କରୋନା ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଚାହୁଁଛନ୍ତି କି ?‌ ଆପଣାନ୍ତୁ ଏହି ୭ଟି ସହଜ ଉପାୟ

ସାରା ଦେଶରେ ମହାମାରୀ କରୋନା ଏହାର କାୟାର ବିସ୍ତାର କରି ଚାଲିଛି। ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ଟପିଛି। ଯାହା ଏବେ ଚିନ୍ତାଜନକ। ସଂକ୍ରମଣକୁ ରୋକିବା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଅଧିକ ସଂକ୍ରମିତ ଅଞ୍ଚଳରେ...

coronavirus
ଆଜି କଟକରୁ ୧୧ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୩ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ୨ଟି ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।