• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ମଦ ପାଇଁ ଡହଳବିକଳ, ସାମାଜିକ ଦୂରତାକୁ ବେଖାତିର୍

ବିଶାଖାପାଟଣା: ମଦ ପାଇଁ ଭୁଲିଗଲେ କରୋନା କଟକଣା। ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରି ମଦ ଦୋକାନ ଆଗରେ ଜମାଇଲେ ଭିଡ଼।  ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ଲୋକମାନେ କରୋନା କଟକଣାକୁ ନ ମାନି ସାମାଜିକ ଦୂରତାକୁ ଭୁଲି ମଦ କିଣିବା ପାଇଁ ଦୋକାନ ସାମ୍ନାରେ...

ମହିଳାଙ୍କୁ ପିଟି ଘୁଷୁରୀ ବିଷ୍ଠା ଖୁଆଇଲେ ଗୁଣିଆ

ମାଲକାନଗିରି: ଅନ୍ଧବିଶ୍ୱାସର କୁପରିଣତି। ଗୁଣି ଗାରେଡ଼ି ସନ୍ଦେହରେ ବିବାହିତ ମହିଳାଙ୍କୁ ମାଡ଼ ମରାଯିବା ସହ ଖୁଆଇଲେ ଘୁଷୁରୀ ବିଷ୍ଠା। ମାଲକାନଗିରି ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ଅଭିଯୋଗ ଅନୁଯାୟୀ, ଗତ ସପ୍ତାହେ ତଳେ ମାଲକାନଗିରି ଜିଲ୍ଲା ଏମଭି-୬ ଗାଁର ଜଣେ ମହିଳାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା। ତାଙ୍କୁ ଭୂତ...

odisha
ସୁସ୍ଥ ହୋଇ ଫେରିଲେ ୩୪ କରୋନା ଯୋଦ୍ଧା

ସୁନ୍ଦରଗଡ଼: ସୁସ୍ଥ ହୋଇ କୋଭିଡ୍‌ ହସ୍ପିଟାଲ୍‌ରୁ ୩୪ ଜଣ କରୋନା ଯୋଦ୍ଧା ପୋଲିସ୍‌ କର୍ମୀଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଏ ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବା ସମୟରେ ହସ୍ପିଟାଲ୍‌ର ଷ୍ଟାଫ୍‌ମାନେ ସେମାନଙ୍କୁ ‌ଗୋଲାପ ଫୁଲ ଦେଇ ଉତ୍ସାହିତ କରିବା ସହ ସମ୍ମାନିତ...

turtle
ଏମିତି କଇଁଛ କେବେ ଦେଖିଛନ୍ତି କି ?

ବାଲେଶ୍ୱର: ଆପଣମାନେ କେବେ ଏମିତି କଇଁଛ ଦେଖିଛନ୍ତି, ଯାହାର ରଙ୍ଗ ହଳଦିଆ। ଶୁଣିକି ଟିକେ ଅଜବ ଲାଗୁଥିଲେ ମଧ୍ୟ ଏବେ ଏମିତି ଏକ କଇଁଛକୁ ନେଇ ବେଶ୍‌ ଚର୍ଚ୍ଚା। ଏହି ବିରଳ ପ୍ରଜାତିର କଇଁଛ ବାଲେଶ୍ୱର ଜିଲ୍ଲାରୁ ଉଦ୍ଧାର ହୋଇଛି। ଯାହାର ରଙ୍ଗ ହଳଦିଆ। IFS ଅଫିସର ସୁଶାନ୍ତ ନନ୍ଦ...

corona
ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୬୭୩ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ...

ଓଡ଼ିଶାରେ କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଗଜପତି ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।