• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଗୁଣିଗାରେଡ଼ି ସନ୍ଦେହରେ ଯାଜପୁରରେ ଡବଲ୍ ମର୍ଡର !

ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ନିମପଲ୍ଲୀ ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତକ ହେଲେ ଶୈଳ ବାଲ୍ମୀକି ଓ ତାଙ୍କ ପତ୍ନୀ ସମ୍ବାରୀ। ଆଜି ସକାଳେ ଏହି ଘଟଣା ଘଟିଛି। ଉଭୟଙ୍କୁ ହତ୍ୟା ପରେ ଘରେ ନିଆଁ...

wearing mask
ଓଡ଼ିଶାରେ ୨,୪୮୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୫୧ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୪୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୯୯ରେ ପହଞ୍ଚିଛି। ସେହିପରି ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୭,୧୮୬କୁ…

sushant 11
ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟାଙ୍କୁ ମିଳିଲା ହତ୍ୟା ଧମକ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାକୁ ମାସେ ବିତି ଗଲାଣି। ହେଲେ ଏବେ ବି ରହସ୍ୟ ଘେରରେ ସୁଶାନ୍ତଙ୍କ ମୃତ୍ୟୁ। କେଉଁ କାରଣ ପାଇଁ ସୁଶାନ୍ତ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଲେ ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ସୁଶାନ୍ତଙ୍କ ମୃତ୍ୟୁ ଘଟଣାରେ ସିବିଆଇ ଯାଞ୍ଚ ଦାବି...

shutdown
କାଲିଠୁ ୨ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଓଡ଼ିଶାର ଏହି ଜିଲ୍ଲା

ନବରଙ୍ଗପୁର: ଆସନ୍ତାକାଲିଠୁ ଦୁଇ ଦିନ ପାଇଁ ନବରଙ୍ଗପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କାଲି ସକାଳ ୫ରୁ ୨୨ ତାରିଖ ମଧ୍ୟରାତ୍ର ଯାଏ ସଟ୍‌ଡାଉନ୍‌ କଟକଣା ଲାଗୁ ହେବ। ନବରଙ୍ଗପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାପାଳ ଏଭଳି ପଦକ୍ଷେପ...

corona 1
କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ପୁଣି ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୮ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ୨ଟି ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

aditya
‘ସତ ସାମ୍ନାକୁ ଆସିବା ଦରକାର’

ଭୁବନେଶ୍ୱର: ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାର ରହସ୍ୟ ଉପରୁ ଏଯାଏ ପର୍ଦ୍ଦା ଉଠିପାରି ନାହିଁ। ହତ୍ୟା ନା ଆତ୍ମହତ୍ୟା, କୌଣସି ନିଷ୍କର୍ସରେ ପହଞ୍ଚିପାରୁନି ଜିଆର୍‌ପି। ଇତିମଧ୍ୟରେ ପୋଲିସ୍‌ ଆଦିତ୍ୟଙ୍କ ସହଯୋଗୀ ପପୁ, ବିକାଶ, ପ୍ରୀତମ, ଦୀପୁଙ୍କ ସହ ଆଦିତ୍ୟଙ୍କ ପତ୍ନୀ ଏବଂ ପରିବାର ସଦସ୍ୟଙ୍କୁ...

students
ୱେବ୍‌ ପୋର୍ଟାଲରେ ପାଠ ପଢ଼ିବେ ଯୁକ୍ତ ୩ ଛାତ୍ରଛାତ୍ରୀ

ଭୁବନେଶ୍ୱର: ମହାମାରୀ କରୋନା ଯୋଗୁ ସ୍କୁଲ, ଟିଉସନ ସବୁ ବନ୍ଦ ଥିବାରୁ ପାଠପଢ଼ିବା ପାଇଁ ଛାତ୍ରଛାତ୍ରୀମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନରେ ଯେଭଳି କୌଣସି ଅସୁବିଧା ନହୁଏ ଏହା ଦୃଷ୍ଟିରେ ରଖି ସରକାର ବିଭିନ୍ନ ପ୍ରକାର ବ୍ୟବସ୍ଥା…

osrtc bus
ଆଜିଠୁ ଗଡ଼ିଲା OSRTC ବସ୍‌

ଭୁବନେଶ୍ୱର: ଆଜିଠୁ ଗଡ଼ିଲା OSRTC(Odisha State Road Transport Corporation) ବସ୍। ୪୩ଟି ରୁଟ୍‌ରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ୧୬ଟି ଡିପୋରୁ ଏହି ସବୁ ବସ୍ ଚଳାଚଳ କରିବା ନେଇ ନିଷ୍ପତ୍ତି ନିଆଯାଇଛି। କିଛି ବସ୍‌ ସକାଳୁ ସକାଳୁ…

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।