• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

up
୨ ଝିଅଙ୍କ ଆଖି ସାମ୍ନାରେ ସାମ୍ବାଦିକଙ୍କୁ ଗୁଳିମାଡ଼ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ସାମ୍ବାଦିକ

ଲକ୍ଷ୍ନୌ: ଗାଜିଆବାଦରେ ଜଣେ ଜଣାଶୁଣା ସାମ୍ବାଦିକଙ୍କୁ ଗୁଳିମାଡ଼ ଘଟଣାରେ ପୋଲିସ୍‌ ୯ଜଣଙ୍କୁ ଗିରଫ କରିଛି। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସମ୍ପୃକ୍ତ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ବିକ୍ରମ ଯୋଶୀ। ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବିକ୍ରମଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ମିଳିଥିବା ସୂଚନା ଅନୁସାରେ,...

auto
‘ରାତିରେ ଗଡ଼ିବ ୨୨ ଅଟୋ’

ବ୍ରହ୍ମପୁର: ଲକ୍‌ଡାଉନ୍‌ରେ ଲୋକଙ୍କ ସୁବିଧା ପାଇଁ ଅର୍ଥାତ୍‌ ଏହି ସମୟରେ ଲୋକଙ୍କୁ ଜରୁରୀକାଳୀନ ସେବା ପ୍ରଦାନ କରିବା ଲାଗି ୨୨ଟି ଅଟୋ ଚଳାଚଳ କରିବ। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଅଟୋ ଭଡ଼ା କିଲୋମିଟର ପିଛା ୧୦ ଟଙ୍କା ଧାର୍ଯ୍ୟ କରିଛି ବ୍ରହ୍ମପୁର ମହାନଗର...

bank
ଓଡ଼ିଶାର ଏହି ଜିଲ୍ଲାରେ ସପ୍ତାହେ ପାଇଁ ସବୁ ବ୍ୟାଙ୍କ ବନ୍ଦ

କନ୍ଧମାଳ: କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ କନ୍ଧମାଳ ଜିଲ୍ଲାରେ ଥିବା ସମସ୍ତ ବ୍ୟାଙ୍କ ସପ୍ତାହେ ପାଇଁ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାରେ କିଛି ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସବୁ କର୍ମଚାରୀଙ୍କୁ ସପ୍ତାହେ ହୋମ୍...

work from home
‘ଡିସେମ୍ବର ୩୧ ଯାଏ ଘରେ ରହି କାମ କର’

ନୂଆଦିଲ୍ଲୀ: ଡିସେମ୍ବର ୩୧ ଯାଏ ଘରେ ରହି କାମ କରିବେ ଆଇଟି ଓ ବିପିଓ କମ୍ପାନୀର କର୍ମଚାରୀ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୂରସଂଚାର ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। କର୍ମଚାରୀମାନେ କିଭଳି ଘରେ ରହି କାମ କରିବେ, ଏଥିପାଇଁ ବ୍ୟବସ୍ଥା କରିବାକୁ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶ...

Diamond
ବଦଳିଗଲା ଭାଗ୍ୟ ! ଖଣିରୁ ମିଳିଲା ହୀରାଖଣ୍ଡ

ପାନ୍ନା: ଖଣିରୁ ମିଳିଲା ୧୦.୬୯ କ୍ୟାରେଟ୍‌ର ଏକ ହୀରାଖଣ୍ଡ। ଯାହାର ଆନୁମାନିକ ମୂଲ୍ୟ ୫୦ଲକ୍ଷ ଟଙ୍କା। ମଧ୍ୟ ପ୍ରଦେଶର ପାନ୍ନା ଜିଲ୍ଲାରେ ଥିବା ଏକ ଖଣିରୁ ଏହି ହୀରାଖଣ୍ଡ ମିଳିଛି।  ରାଣୀପୁର ଅଞ୍ଚଳରେ ଥିବା ଏହି ଖଣିଟିକୁ ଲିଜ୍‌ରେ ନେଇଥିବା ଆନନ୍ଦୀଲାଲ୍‌ କୁଶ୍‌ୱା(୩୫) ଏହି ହୀରାଖଣ୍ଡକୁ ପାଇଥିଲେ। ଏହାପରେ...

corona
ଦିନକରେ ଓଡ଼ିଶାରୁ ଚିହ୍ନଟ ହେଲେ ୧,୦୭୮ ନୂଆ କରୋନା ଆକ୍ରାନ୍ତ‌

ଭୁବନେଶ୍ୱର: ଓଡ଼ିଶାରେ ୧,୦୭୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୦୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୫୭ ରହିଛି। ଗଞ୍ଜାମରୁ ସର୍ବାଧିକ ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ...

coronavirus
ଓଡ଼ିଶାରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୩ ଜଣ, କନ୍ଧମାଳ ଓ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ...

ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ସଟ୍‌ଡାଉନ୍

ସମ୍ବଲପୁର: ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଆଜିଠୁ ୨୫ ତାରିଖ ଯାଏ ପ୍ରଥମ ଦଫା ଓ ୨୬ ରୁ ୩୧ ତାରିଖ ଯାଏ ଦ୍ୱିତୀୟ ଦଫା ସଟ୍‌ଡାଉନ୍...

Coronavirus in India Latest Updates
ଦିନକରେ ଦେଶରେ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୪୮ ମୃତ

ନୂଆଦିଲ୍ଲୀ: ସାରା ଦେଶରେ କରୋନାର ପ୍ରକୋପ ଦିନକୁ ଭୟଙ୍କର ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୮ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୨,୯୧୫ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍‌ କେସ୍‌-୪,୧୧,୧୩୩,...

shutdown
ସଟ୍‌ଡାଉନ୍‌ ତାଲିକାରେ ସାମିଲ ହେଲା ଓଡ଼ିଶାର ଆଉ ଏକ ଜିଲ୍ଲା

ରାୟଗଡ଼ା: ସଟ୍‌ଡାଉନ୍‌ ତାଲିକାରେ ସାମିଲ ହେଲା ଓଡ଼ିଶାର ଆଉ ଏକ ଜିଲ୍ଲା। ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାୟଗଡ଼ା ଜିଲ୍ଲାକୁ ସଟ୍‌ଡାଉନ୍‌ ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଗତ ୨୪ ଘଣ୍ଟାରେ ରାୟଗଡ଼ାରୁ ୯୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ପ୍ରଶାସନ ପାଇଁ ଚିନ୍ତାଜନକ ପରିସ୍ଥିତି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।