• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ବିନା ମାସ୍କରେ ଘରୁ ବାହାରନ୍ତୁ ନାହିଁ, ରାସ୍ତାରେ ଠେଙ୍ଗା ଧରି ଜଗିଛନ୍ତି...

ଭଦ୍ରକ: ସାବଧାନ ! ଯଦି ଆପଣ ଘର ବାହାରକୁ କୌଣସି କାମରେ ଯାଉଛନ୍ତି, ତା’ହେଲେ ନିଶ୍ଚିତ ଭାବେ ମାସ୍କ ପିନ୍ଧନ୍ତୁ। କାହିଁକି ନା ରାସ୍ତାରେ ଠେଙ୍ଗା ଧରି ଜଗିଛନ୍ତି ଅଙ୍ଗନବାଡି ଓ ଆଶା ଦିଦି। ଭଦ୍ରକ ଜିଲ୍ଲା ଗୁଆମାଳରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ଲୋକଙ୍କୁ ସଚେତନ...

coronavirus
ଓଡ଼ିଶାରେ ଆଉ ଜଣେ ବିଧାୟକଙ୍କୁ କରୋନା

ପୋଲସରା: ଓଡ଼ିଶାରେ ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶ୍ରୀକାନ୍ତଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ୍ ଆସିଥିବା ସୂଚନା ମିଳିଛି। ଉଭୟଙ୍କୁ କରୋନା ନେଇ ବିଧାୟକ ଶ୍ରୀକାନ୍ତ ସାହୁ ସୂଚନା ଦେଇଛନ୍ତି। ପୂର୍ବରୁ ଓଡ଼ିଶାର...

sushant singh
ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: କଙ୍ଗନାଙ୍କୁ ଥାନାରେ ହାଜର ପାଇଁ ନୋଟିସ୍‌

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ଆତ୍ମହତ୍ୟା ଘଟଣାରେ ମୁମ୍ବାଇ ପୋଲିସ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ୍‌ଙ୍କୁ ସମନ୍‌ ଜାରି କରିଛି। ବୟାନ ରେକର୍ଡ ପାଇଁ ବାନ୍ଦ୍ରା ଥାନାରେ ହାଜର ହେବାପାଇଁ କଙ୍ଗନାଙ୍କୁ କୁହାଯାଇଛି। ଏବେ ହିମାଚଳପ୍ରଦେଶରେ କଙ୍ଗନା ଅଛନ୍ତି। ଜୁନ୍‌ ୧୪ରେ ମୁମ୍ବାଇର ବାନ୍ଦ୍ରା ସ୍ଥିତ ଫ୍ଲାଟ୍‌ରେ ସୁଶାନ୍ତଙ୍କ...

ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ ଚାଉଳ ଓ ରୋଷେଇ ଖର୍ଚ୍ଚ

ଭୁବନେଶ୍ୱର: ଲକ୍‌ଡାଉନ୍‌ ସମୟରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ମିଳିବ ୫୭ ଦିନର ମଧ୍ୟାହ୍ନ ଭୋଜନ ଚାଉଳ। ଅର୍ଥାତ୍‌ ଜୁନ୍ ୧୪ରୁ ହିସାବକରି ଅଗଷ୍ଟ ୩୧ ଯାଏ ମୋଟ୍‌ ୫୭ଟି କାର୍ଯ୍ୟ ଦିବସ ପାଇଁ ଛାତ୍ରଛାତ୍ରୀଙ୍କୁ ଏହି ଚାଉଳ ମିଳିବ। ସ୍କୁଲ୍‌ରେ ଗଚ୍ଛିତ ଥିବା ଚାଉଳକୁ ଛାତ୍ରଛାତ୍ରୀଙ୍କୁ ଦିଆଯିବ। ଯେଉଁଠି ଚାଉଳ...

covid19
ଭୁବନେଶ୍ୱରର ୨ଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଗତକାଲି ଭୁବନେଶ୍ୱରର ବିଜେବି ନଗର, ହରିନଗର ବସ୍ତି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳରୁ କରୋନା ପଜିଟିଭ୍ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସଂପୃକ୍ତ ଅଞ୍ଚଳକୁ ସାନିଟାଇଜ୍ କରାଯିବା...

cinema hall
ଅଗଷ୍ଟରେ ଖୋଲିବ କି ସିନେମା ହଲ୍‌ ?

ନୂଆଦିଲ୍ଲୀ: କରୋନା ଯୋଗୁ ସାରା ଦେଶରେ ଏବେ ସିନେମା ହଲ୍‌ ବନ୍ଦ ରହିଛି। ତେଣୁ ଏହାକୁ ପୁଣିଥରେ ଆସନ୍ତା ଅଗଷ୍ଟରେ ଖୋଲିବା ପାଇଁ ଅନୁମତି ପ୍ରଦାନ କରିବାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ, କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ସୁପାରିଶ କରିଛି। ଶୁକ୍ରବାର ଦିନ ଏସମ୍ପର୍କରେ CII ମିଡିଆ କମିଟି...

kangana ranaut 1
ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: ସାମ୍ନାକୁ ଆସିଲା କଙ୍ଗନା ଓ ମୁମ୍ବାଇ ପୋଲିସ୍‌ ବାର୍ତ୍ତାଳାପର ହ୍ୱାଟ୍ସଆପ୍‌ ସ୍କ୍ରିନ୍‌ଶଟ୍

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ଆତ୍ମହତ୍ୟା ଘଟଣାରେ ଅଭିନେତ୍ରୀ କଙ୍ଗନା ରାଣାୱତ୍‌ଙ୍କ ବୟାନ ରେକର୍ଡ କରାଯିବ ବୋଲି ସୂଚନା ମିଳିଛି। ହେଲେ କେବେ ସେ ତାଙ୍କର ବୟାନ ପୋଲିସ୍‌କୁ ଦେବେ ଏନେଇ ବାନ୍ଦ୍ରା ପୋଲିସ୍‌ ପକ୍ଷରୁ କୌଣସି ତାରିଖ ଧାର୍ଯ୍ୟ କରାଯାଇ ନାହିଁ। ତେଣୁ ବୟାନ ରେକର୍ଡ...

କେତେ ସଠିକ୍ କରୋନା ରିପୋର୍ଟ ? ସରକାରୀ ରିପୋର୍ଟ ପଜିଟିଭ୍‌, ଘରୋଇ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର: କେତେ ସଠିକ୍ କରୋନା ଟେଷ୍ଟ ରିପୋର୍ଟ ? ଓଡ଼ିଶାରେ ହେଉଥିବା କରୋନା ଟେଷ୍ଟିଂରେ ରହିଛି କି ତ୍ରୁଟି ? ଏବେ ଏପରି ଅନେକ ପ୍ରଶ୍ନ ପୁଣି ଥରେ ଉଠିଛି। କାରଣ ସରକାରୀ ରିପୋର୍ଟ ପଜିଟିଭ୍ ଆସିଥିବା ବେଳେ ବେସରକାରୀ ହସ୍ପିଟାଲ୍‌ରେ କରୋନା ରିପୋର୍ଟ ନେଗେଟିଭ୍ ଆସିଛି। ରାଜଧାନୀ...

ଦିନକରେ ଓଡ଼ିଶାରେ ୧୦ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା...

corona
ଓଡ଼ିଶାରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ କେବଳ ୫୬୦

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୩୩  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

aditya-dash
ରହସ୍ୟ ଘେରରେ ଆଦିତ୍ୟ ଦାସଙ୍କ ମୃତ୍ୟୁ: ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁଙ୍କୁ ଜେରା

ଭୁବନେଶ୍ୱର: ଏବେବି ରହସ୍ୟ ଘେରରେ ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ। ଏହି ଘଟଣାରେ ଜିଆର୍‌ପି ଜଣଙ୍କ ପରେ ଜଣଙ୍କୁ ଜେରା କରି ସାରିଥିବା ବେଳେ ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁଙ୍କୁ ଜିଆର୍‌ପି ଜେରା କରିଛି। ଆଦିତ୍ୟଙ୍କ ବନ୍ଧୁ ବିଶ୍ୱଙ୍କୁ ପ୍ରାୟ ଦେଢଘଣ୍ଟା ଧରି...

ମୃତ୍ୟୁ ପରେ ଅଛୁଆଁ ହୋଇଗଲେ କରୋନା ଯୋଦ୍ଧା ASI

ଖଲ୍ଲିକୋଟ: ହଜିଗଲା ମାନବିକତା, ଭୁଲି ଗଲେ ମଣିଷପଣିଆ। ମୃତ୍ୟୁ ପରେ ଅଛୁଆଁ ହୋଇଗଲା କରୋନା ଯୋଦ୍ଧା। ଯିଏ ଦିନେ କରୋନା ଯୋଦ୍ଧା ସାଜି କରୋନା ମହାମାରୀ ସମୟରେ କାମ କରୁଥିଲେ, ଆଜି ହସ୍ପିଟାଲ୍‌ ବାହାରେ ପଡ଼ିଛି ତାଙ୍କ ମୃତଦେହ। ଗଞ୍ଜାମ ଜିଲ୍ଲା କୋଦଳାରେ ଦେଖିବାକୁ ମିଳିଛି ଏଭଳି ହୃଦୟ ବିଦାରକ...

shivraj chauhan
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ନେଇ ଟ୍ୱିଟ୍‌ କରି ନିଜେ ଶିବରାଜ ଏହା ଜଣାଇଛନ୍ତି। ନିଜର ସହଯୋଗୀମାନଙ୍କୁ ମଧ୍ୟ କରୋନା ଟେଷ୍ଟ କରିବାକୁ ସେ କହିଛନ୍ତି। “ମୋର କରୋନା ଲକ୍ଷଣ ଥିଲା, ଟେଷ୍ଟ ପରେ ରିପୋର୍ଟ ପଜିଟିଭ ଆସିଛି।...

accident
ସ୍ୱାମୀଙ୍କ ସହ ମେଡିକାଲ୍‌ ଯାଉଥିଲେ, ଚଢ଼ିଗଲା ଟ୍ରକ୍‌

ବଲାଙ୍ଗିର: ମେଡିକାଲ୍‌ ଯାଉଥିବା ବେଳେ ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌। ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବଲାଙ୍ଗିର ଥାଉନ୍‌ ଥାନା ସମ୍ମୁଖରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଲାଙ୍ଗିର ଜିଲ୍ଲା ଚନ୍ଦନଭାଟି ଗାଁର ସୌକୀ...

bbsr airport
ଲକ୍‌ଡାଉନ୍‌ ଆଣିଲା ଭୁବନେଶ୍ୱର ବିମାନ ବନ୍ଦର କର୍ମଚାରୀଙ୍କ ପାଇଁ ନୂଆ ଅନୁଭୂତି

ଭୁବନେଶ୍ୱର: ଲକ୍‌ଡାଉନ୍‌ ଅନେକଙ୍କ ପାଇଁ ନକରାତ୍ମକ ଅନୁଭୂତି ଆଣିଥିବାବେଳେ ଭୁବନେଶ୍ୱର ବିମାନବନ୍ଦର କର୍ମଚାରୀଙ୍କ ପାଇଁ ଏକ ନୂଆ ଅନୁଭୂତି ସୃଷ୍ଟି କରିଛି। ଲକ୍‌ଡାଉନ୍‌ ବେଳେ ବିମାନ ବନ୍ଦରର କର୍ମଚାରୀମାନେ ବିଭିନ୍ନ ଦେଶରୁ ବିଭିନ୍ନ ବିମାନ ସେବା ପ୍ରଦାନ କାରୀ ସଂସ୍ଥା ସହ କାମ କରିବାର ସୁଯୋଗ ପାଇଛନ୍ତି। ବିଶ୍ୱର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।