• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sushant singh
ସୁଶାନ୍ତଙ୍କୁ ମିଳିବ ନ୍ୟାୟ ! ପ୍ରଧାନମନ୍ତ୍ରୀ ମୋଦି ଦେବେ କି ସଙ୍କେତ ?

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ ଲାଗି ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ୱାମୀଙ୍କ ଚିଠିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ ସୁଶାନ୍ତଙ୍କ ଫ୍ୟାନ୍ସମାନଙ୍କ ମନରେ ଏକ ପ୍ରକାର ବିଶ୍ୱାସ ସୃଷ୍ଟି ହୋଇଛି ଯେ, ସୁଶାନ୍ତଙ୍କୁ ପ୍ରକୃତ...

ଏଇ ମାସରେ ବାହାରିବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର: ଚଳିତ ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଜୁଲାଇ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଦିନେ ଦୁଇଦିନ ଭିତରେ ଜଣାଇ...

ପୋଲିସ୍‌ ହାତରେ ଧରାପଡ଼ିଲେ ରାଜଧାନୀର ରୋଡ୍‌ ରୋମିଓ

ଭୁବନେଶ୍ୱର: ପୋଲିସ୍‌ ହାତରେ ଧରାପଡ଼ିଲେ ରାଜଧାନୀର ରୋମିଓ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ନିକଟ ଫୁଟ୍ ଓଭର ବ୍ରିଜ୍ ଉପରେ ବେପରୁଆ ଭାବେ ବାଇକ୍ ଚଲାଉଥିବା ରୋଡ୍‌ ରୋମିଓଙ୍କୁ ପୋଲିସ୍‌ ଧରିଛି। ସୂଚନା ଅନୁସାରେ, ଦୁଇ ଯୁବକ ଫୁଟ୍ ଓଭର ବ୍ରିଜ୍ ଉପରେ ବେପରୁଆ ଭାବେ ବାଇକ୍‌ ଚଲାଉଥିବା ବେଳେ...

sushant
ସୁଶାନ୍ତଙ୍କ ଆତ୍ମା ସହ କଥାବାର୍ତ୍ତା କେତେ ସତ ? ରହସ୍ୟର ପରଦା ହଟାଇଲେ ଓଡ଼ିଆ ପାରାନର୍ମାଲ୍‌ ଏକ୍ସପର୍ଟ

ଭୁବନେଶ୍ୱର: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ଆତ୍ମହତ୍ୟା କରିବାର ମାସେରୁ ଅଧିକ ସମୟ ବିତି ଗଲାଣି। ସେ ଆଉ ଦୁନିଆରେ ନାହାନ୍ତି ଏହି କଥାକୁ ଏବେବି ତାଙ୍କ ଫ୍ୟାନ୍ସମାନେ ବିଶ୍ୱାସ କରିପାରୁ ନାହାନ୍ତି। ସୁଶାନ୍ତ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି କାହିଁକି ନେଲେ ଏବେବି ଏହା ରହସ୍ୟ...

corona
ଗଞ୍ଜାମରେ କରୋନା ସ୍ଥିତି ସାଂଘାତିକ: ଆଖି ବୁଜିଲେ ଆଉ ଜଣେ କରୋନା ଯୋଦ୍ଧା

ଭଞ୍ଜନଗର: ଗଞ୍ଜାମରେ କରୋନା ସ୍ଥିତି ସାଂଘାତିକ। ପ୍ରତ୍ୟେକ ଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହିଛି। ମୃତକଙ୍କ ମଧ୍ୟରେ କରୋନା ଯୋଦ୍ଧା ମଧ୍ୟ ଅଛନ୍ତି। ତେବେ ଗଞ୍ଜାମରେ ଆଉ ଜଣେ କରୋନା ଯୋଦ୍ଧା ଆଖି ବୁଜିଛନ୍ତି। ଗତ ୨୨ ତାରିଖରେ...

pm modi
ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଦିନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏହା ମନ୍ କି ବାତ୍‌ର‌ ୬୭ ତମ ସଂସ୍କରଣ। ମନ୍‌ କି ବାତ୍‌ରେ ପ୍ରଧାନମନ୍ତ୍ରୀ କରୋନା ମୁକାବିଲା ଉପରେ ଆଲୋଚନା କରିପାରନ୍ତି ବୋଲି ଆଶା କରାଯାଉଛି। ସେହିପରି...

ar rahman
ସୋନୁ ନିଗମଙ୍କ ପରେ ବଲିଉଡ୍‌‌ ଇଣ୍ଡଷ୍ଟ୍ରିକୁ ନେଇ ଆଉ ଏକ ଖୁଲାସା କଲେ ଏଆର୍‌ ରହମାନ୍‌

  AR Rahman ଚେନ୍ନାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାର କିଛି ଦିନ ପରେ ବଲିଉଡ୍‌ ଲୋକପ୍ରିୟ ଗାୟକ ସୋନୁ ନିଗମ ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିକୁ ନେଇ ଚାଞ୍ଚଲ୍ୟକର କଥା କହିଥିବା ବେଳେ ଏବେ ଆଉ ଜଣେ ପ୍ରସିଦ୍ଧ ଗାୟକ ବଲିଉଡ୍‌ ଇଣ୍ଡଷ୍ଟ୍ରିକୁ ନେଇ ଏକ ବଡ଼...

ହଠାତ୍‌ ରାତି ଅଧରେ ଶୁଭିଲା ବିସ୍ଫୋରଣ ଶବ୍ଦ

କୋଣାର୍କ: କୋଣାର୍କ ଏନ୍‌ଏସି ଅନ୍ତର୍ଗତ ରୁଦ୍ରାଣୀ କଲୋନୀ ନିକଟରେ ଥିବା ଏକ କାଜୁ ଜଙ୍ଗଲରୁ ଗତକାଲି ବିଳମ୍ବିତ ରାତିରେ ହଠାତ୍‌ ଦୁଇଟି ବିସ୍ଫୋରଣ ଶବ୍ଦ ଶୁଣିବାକୁ ମିଳିଥିଲା। ଏହି ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ମହିଳା ସଂଗଠନ ସଭାନେତ୍ରୀ ମିନର୍ଭା ରାଉତଙ୍କ ଘର...

corona
ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯  ରହିଛି।...

ଓଡ଼ିଶାରେ ପୁଣି ଆଉ ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି। ଆଜି କେବଳ ଗଞ୍ଜାମ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ...

ଲକ୍‌ଡାଉନ୍‌ କଟକଣାରେ କେମିତି ପୁରୀ ଗଲା ଏହି କାର୍ ?

ପୁରୀ: ଲକ୍‌ଡାଉନ୍‌ କଟକଣା ଭିତରେ ପୁରୀ ଯାଇଥିବା ଏକ କାର୍‌କୁ ଅଟକ ରଖାଯାଇଛି। ଭୁବନେଶ୍ୱରର ଏହି କାର୍‌ଟି ସନ୍ଦେହଜନକ ଭାବେ ପୁରୀ ଆସିଥିଲା ଏବଂ ଶ୍ରୀମନ୍ଦିର ସମ୍ମୁଖରେ ଅଟକିଥିଲା। ଆଜି ଭୋର ସମୟରେ କାର୍‌ଟି ପୁରୀ ଆସିଥିଲା ବୋଲି ସୂଚନା ମିଳିଛି। କାର୍‌ରେ ଥିବା ୩ ଜଣ ବ୍ୟକ୍ତି...

ମହିଳା ଡିଏସ୍‌ପିଙ୍କୁ ବନ୍ଧୁକ ଦେଖାଇ ସୁନା ଚେନ୍‌ ଲୁଟ୍‌

ଭୁବନେଶ୍ୱର: ଡିଏସ୍‌ପିଙ୍କ ଘରୁ ଚୋରି। ତା’ବି ପୁଣି ରାଜଧାନୀ ଭୁବନେଶ୍ୱରରେ। ଭିଜିଲାନ୍ସ ବିଭାଗର ଜଣେ ମହିଳା ଡିଏସ୍‌ପିଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ ୩ ସ୍ଥିତ ମହିଳା ଡିଏସ୍‌ପି ତନୁଜା ମହାନ୍ତିଙ୍କ ସରକାରୀ କ୍ୱାର୍ଟର୍ସ...

ଭୁବନେଶ୍ୱର ଏମ୍ସରେ ଚାକିରି ଦେବା ନାଁରେ ଠକେଇ, ହୋଇଥିଲା ୨ ଲକ୍ଷ ଟଙ୍କା ଡିଲ୍‌

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ। ଏମିତି କିଛି ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ସୂଚନା ଅନୁସାରେ, ଭୁବନେଶ୍ୱର ଏମ୍ସରେ ଷ୍ଟାଫ୍ ନର୍ସ ଚାକିରି କରାଇ ଦେବା ପାଇଁ ୨ ଲକ୍ଷ ଟଙ୍କା ଦେବାକୁ ଡିଲ୍ ହୋଇଥିଲା। ବ୍ରହ୍ମପୁରର ଜଣେ ଯୁବକ ଏହି ଡିଲ୍‌...

ମଝି ରାସ୍ତାରେ ହଠାତ୍ ଫାଟିଗଲା ପାଣି ପାଇପ୍ ଲାଇନ୍

ଯୋଧପୁର: ମଝି ରାସ୍ତାରେ ହଠାତ୍ ଫାଟିଗଲା ପାଣି ପାଇପ୍ ଲାଇନ୍। ବିସ୍ଫୋରଣ ଶବ୍ଦ ଏତେ ଜୋର୍‌ ଥିଲା ଯେ, ଏହାଶୁଣି ଲୋକମାନେ ପୂରାପୂରି ଭୟଭୀତ ହୋଇଯାଇଥିଲେ। ରାଜସ୍ଥାନର ଯୋଧପୁର ସହରରେ ଏହି ଘଟଣା ଘଟିଛି। ଯୋଧପୁର ସହରରେ ୨୪ ଘଣ୍ଟା ଧରି ପାନୀୟ ଜଳ ଯୋଗାଣ ବନ୍ଦ ରହିବା...

odisha
ରାସ୍ତାରେ ପଡିଛି ପିପିଇ କିଟ୍, ମାସ୍କ; ଭୟରେ ଯାଉ ନାହାନ୍ତି ଲୋକେ

ପାରଳାଖେମୁଣ୍ଡି: ରାସ୍ତା କଡ଼ରେ ପଡ଼ିଛି ବ୍ୟବହୃତ ପିପିଇ କିଟ୍, ମାସ୍କ ଓ ଗ୍ଲୋଭ୍ସ। ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ମହେନ୍ଦ୍ରତନୟା ନଦୀ ନିକଟ ମୁଖ୍ୟ ରାସ୍ତାକଡ଼ରେ ଏସବୁ ସାମଗ୍ରୀ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ସ୍ଥାନୀୟ ଲୋକେ ଏହି ରାସ୍ତା ଦେଇ ଯିବାକୁ ଭୟ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।